odisha

ଓଡ଼ିଶାରେ ବୃଦ୍ଧି ପାଉଛି ତାପମାତ୍ରା: ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତା ମାମଲା ରିପୋର୍ଟ

ଭୁବନେଶ୍ୱର,୨୧।୪: ଓଡ଼ିଶାରେ ପ୍ରଚଣ୍ଡ ତାତି ବଢ଼ିଚାଲିଥିବା ବେଳେ ରାଜ୍ୟ ସରକାର ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତାର ମାମଲା ରିପୋର୍ଟ କରିଛନ୍ତି। ଯେଉଁଥିରେ ଅନେକ ବ୍ୟକ୍ତିଙ୍କୁ ହସ୍ପିଟାଲରେ ଭର୍ତ୍ତି…

2 years ago

ପ୍ରତାପୁର ଗ୍ରାମରେ କଳିକଳୁଷ ନାଶ ବିଶ୍ୱଶାନ୍ତି ମହାଯଜ୍ଞ

ପୁରୁଷୋତ୍ତମପୁର,୨୧।୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମରେ ପ୍ରତିଷ୍ଠିତ କିମ୍ବଦନ୍ତୀପୂର୍ଣ୍ଣ ତୁମ୍ବେଶ୍ବର ମହାଦେବଙ୍କ ପୀଠରେ ରାଜ୍ୟ,ଦେଶ ସହ ବିଶ୍ବର ମଙ୍ଗଳ ଲାଗି ମହାଜଜ୍ଞ…

2 years ago

ଆଜି ୫ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୧ା୪(ଅଜିତ କୁମାର ମହାନ୍ତି): ବୈଶାଖ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା…

2 years ago

ଚୋରି ମାଲ ବୋଝେଇ ଟ୍ରକ ଉଦ୍ଧାର; ଡ୍ରାଇଭର-ହେଲପରଙ୍କ ପତ୍ତା ମିଳୁନି, ବଢ଼ୁଛି ସନ୍ଦେହ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ରାତିରେ ଚୋରି ହୋଇଯାଇଥିବା ଏକ ଟ୍ରକକୁ ଉଦ୍ଧାର କରିଛି। କିନ୍ତୁ ଗାଡ଼ିର ଡ୍ରାଇଭର ଏବଂ ହେଲପରଙ୍କ ପତ୍ତା ମିଳୁନାହିଁ।…

2 years ago

ମୋହନାରେ କାଳବୈଶାଖୀର ତାଣ୍ଡବ: ଉଡିଲା ଛପର, ଉପୁଡ଼ିଲା ବିଶାଳ ଗଛ

ମୋହନା,୨୦।୪: ଗଜପତି ଜିଲା ମୋହନା ବ୍ଲକରେ କାଳବୈଶାଖୀର ତାଣ୍ଡବ। ରବିବାର ଅପରାହ୍ନ ୪ଟାରେ ପବନ ସାଙ୍ଗକୁ ଘଡ଼ଘଡ଼ି ସହ ବର୍ଷା ଏବଂ କୁଆ ପଥର ପଡ଼ିବା ଯୋଗୁ…

2 years ago

ବିବାହ ଭୋଜିରେ ଦେଲେନି ମାଂସ, ରାଗରେ ନିଆଁବାଣ ହୋଇ ଗାଡ଼ି ଜାଳିଦେଲେ ୨ ଯୁବକ

ବଲାଙ୍ଗୀର, ୨୦।୪(ସୁନୀଲ କୁମାର ମହାନ୍ତି): ବିବାହ ଭୋଜିରେ ମାଂସ ଦେଲେ ନାହିଁ ବୋଲି ଏକ ଚାରିଚକିଆ ଗାଡକୁ ନିଆଁ ଲଗାଇ ପୋଡ଼ି ଦେଲେ କିଛି ଯୁବକ ।…

2 years ago

ଦୁଃଖଦ: ବୁଡ଼ି ଯାଉଥିଲେ ବାପା, ଉଦ୍ଧାର କରିବାକୁ ପୋଖରୀକୁ ଡେଇଁ ପଡ଼ିଲେ ଦୁଇ ପୁଅ, ହେଲେ…

କେନ୍ଦୁଝର, ୨୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ବ୍ଲକ ଟାଙ୍ଗରାଣୀ ଗାଁରେ ପୋଖରୀରେ ବୁଡି ବାପାଙ୍କ ମୃତ୍ୟୁ ହୋଇଥିବା ବେଳେ ଉଦ୍ଧାର କରିବାକୁ ଯାଇ…

2 years ago

ଦାଦୀ ରତ୍ନ ମୋହିନୀ ଜୀଙ୍କ ସ୍ମୃତିରେ ରକ୍ତଦାନ ଶିବିର

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)-ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟର ପୂର୍ବତନ ମୁଖ୍ୟ ପ୍ରଶାସିକା ରାଜଯୋଗିନୀ ଦାଦୀ ରତ୍ନ ମୋହିନୀ ଜୀଙ୍କ ତ୍ରୟୋଦଶ ଦିବସ ପାଳନ ଅବସରରେ ଶାନ୍ତି ସ୍ରୋତ ଭବନ,…

2 years ago

Top 5 Tech Startups in Odisha: ଓଡ଼ିଶାର ଟପ୍-୫ ଟେକ୍ ଷ୍ଟାର୍ଟଅପ୍

ଓଡ଼ିଶା ଏକ ଉଦୀୟମାନ ଟେକ୍ ଷ୍ଟାର୍ଟଅପ୍ ହବ୍ ଭାବେ ପରିଚିତ ହେଉଛି, ଯେଉଁଠାରେ ଅନେକ ନୂତନ ଉଦ୍ୟୋଗ ନୂତନତ୍ୱ ଓ ସ୍ଥାନୀୟ ଆବଶ୍ୟକତାକୁ ଦୃଷ୍ଟିରେ ରଖି କାର୍ଯ୍ୟ…

2 years ago

ଅନଲାଇନ୍‌ ଗେମରେ ହାରିଗଲେ ୭ ଲକ୍ଷ ଟଙ୍କା, ଫ୍ୟାନରେ ଝୁଲିପଡ଼ିଲେ ଯୁବକ

ଭୁବନେଶ୍ୱର,୧୯ା୪(ସତ୍ୟଜିତ୍‌ ରାଉତ): ରାଜଧାନୀ ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଚିନ୍ତାମଣିଶ୍ୱର ଅଞ୍ଚଳରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଅନଲାଇନ୍‌ ଗେମରେ ଲକ୍ଷାଧିକ ଟଙ୍କା ହାରି ଜଣେ ଯୁବକ…

2 years ago

OISFର ହେବ ଆଉ ଏକ ବାଟାଲିଅନ, ୧୦୪୦ ପଦବୀ ଲାଗି ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର, ୧୯ା୪(ସୁନିତ୍‌ ମିଶ୍ର): ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’(ଓଆଇଏସ୍‌ଏଫ୍‌)ର ଆଉ ଏକ ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

2 years ago

ଦିଗପହଣ୍ଡିରେ ଭାଜପାର ସକ୍ରୀୟ ସଦସ୍ୟ ସମ୍ମିଳନୀ, ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟସ୍ଥ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପରେ ଶନିବାର ଭାଜପା ପକ୍ଷରୁ ଦିଗପହଣ୍ଡି ନିର୍ବାଚନମଣ୍ଡଳୀ ତଥା…

2 years ago