odisha

ପଛକୁ ପଛ ୩ ଲଘୁଚାପ; ୨୬ ଯାଏ ଅତି ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ କଲା…

ଭୁବନେଶ୍ୱର,୨୦ା୯(ବନ୍ଦନା ସେଠୀ)- ଚଳିତ ମାସ ଶେଷ ସପ୍ତାହରେ ବଙ୍ଗୋପସାଗରରେ ଦାନା ବାନ୍ଧିବ ୩ ଲଘୁଚାପ। ଏହା ପ୍ରଭାବରେ  ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏବେ…

3 months ago

ଯୁବକଙ୍କ ଉନ୍ମତ୍ତ କାଣ୍ଡ: ଉଚ୍ଚ ଶକ୍ତି ସମ୍ପର୍ଣ୍ଣ ବିଦ୍ୟୁତ ଟାଓ୍ବାର ଉପରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ, ନାକେଦମ ହେଲେ…

ପାଇକମାଳ,୨୦।୯(ବଡ ଶତପଥୀ): ବରଗଡ ଜିଲା ପାଇକମାଳ ବ୍ଲକ କର୍ଲାମାଳ ଗ୍ରାମରେ ଘଟିଛି ଏକ ଅଜବ ଘଟଣା। ନିଶାସକ୍ତ ଅବସ୍ଥାରେ ଜଣେ ଯୁବକ ଉଚ୍ଚଶକ୍ତି ସମ୍ପୂର୍ଣ୍ଣ ବିଦ୍ୟୁତ ଟାଓ୍ବାର…

3 months ago

ଜୋନାଲ ଫରେଷ୍ଟ ସ୍ପୋଟ୍ସ ମିଟ୍‌: ଘୁମୁସର ଉତ୍ତର ବନଖଣ୍ଡ ଜିତିଲା ୩୭ ପଦକ

ଭଞ୍ଜନଗର,୨୦।୯(ବାବୁଲା ପ୍ରଧାନ)-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଖେଳ ପଡିଆରେ ୧୯ ଓ ୨୦ ତାରିଖ ଦୁଇଦିନ ଧରି ଚାଲିଥିବା ଜୋନାଲ ଫରେଷ୍ଟ ସ୍ପୋର୍ଟସ ମିଟ୍‌ ୨୦୨୫ ଶନିବାର ସଂନ୍ଧ୍ୟାରେ ଉଦ୍‌ଯାପିତ…

3 months ago

ଚଳନ୍ତା ବାଇକ୍‌ରେ ମୋବାଇଲରେ ରିଲ୍‌ କରୁଥିଲେ, ବାଇକ୍‌କୁ ପଛରୁ ପିଟି ଛିଟିକି ପଡ଼ିଲେ ଯୁବକ; ବ୍ରହ୍ମପୁର…

ମୋହନା,୨୦।୯( ମନ୍ମଥ ମିଶ୍ର): ବାଇକକୁ ପଛପଟୁ ଧକ୍କା ଦେଲା ବାଇକ । ଦୁର୍ଘଟଣାରେ ଦୁଇ ଜଣ ରାସ୍ତା କଡ଼କୁ ଛିଟିକି ପଡ଼ି ଗୁରୁତର ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ…

3 months ago

ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ୍‌, ଚାଲିଗଲା ଚାଳକଙ୍କ ଜୀବନ

ବଲାଙ୍ଗୀର,୨୦।୯: ବଲାଙ୍ଗୀର ସହର ଏନ୍‌ଏଚ୍‌ ୨୬ ବିଜାଖମନ  ନିକଟରେ ଶନିବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯିବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

3 months ago

ଥୁଆମୂଳ ରାମପୁର ବ୍ଲକ ବିଜେଡିର ଯୁବ ସଭାପତି ହେଲେ ପ୍ରଦୀପ କୁମାର ନାଏକ

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): ବିଜୁ ଜନତା ଦଳ ତାର ସଂଗଠନକୁ ତୃଣମୂଳସ୍ତରରୁ ଅଧିକ ମଜବୁତ କରିବା ପାଇଁ ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଜାରି ରଖିଛି। ଏହି ଅବସରରେ…

3 months ago

ଜାତୀୟ ଟାଇକୁଣ୍ଡ ପ୍ରତିଯୋଗିତାରେ କମାଲ କଲେ ଜୟଶ୍ରୀ କେମିକାଲ ସ୍କୁଲର ଛାତ୍ରୀ

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ ): ମହାରାଷ୍ଟ୍ରର ଜଲଗାଁଓଠାରେ ଗତ ୧୬ରୁ ୧୮ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି ସିଆଇଏସଇସି ଜାତୀୟସ୍ତରୀୟ ଟାଇକୁଣ୍ଡ ପ୍ରତିଯୋଗିତା। ଜୟଶ୍ରୀ କେମିକାଲସ ସ୍କୁଲର ଅଷ୍ଟମ ଶ୍ରେଣୀ ଛାତ୍ରୀ…

3 months ago

ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କୁ ଦିଆଗଲା ଗାର୍ଡ ଅଫ ଅନର୍‌: ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ବୀରମିତ୍ରପୁର ନିର୍ବାଚନମଣ୍ଡଳୀର ପୂର୍ବତନ ତଥା ୪ ଥରର ବିଧାୟକ, ବିଶିଷ୍ଟ ଶ୍ରମିକ ଓ ଆଦିବାସୀ ନେତା ଜର୍ଜ ତିର୍କୀ ଆଉନାହାନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କର…

3 months ago

ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର: ୧୧୬ ଜଣ ଭିନ୍ନକ୍ଷମଙ୍କୁ ମିଳିଲା ସାର୍ଟିଫିକେଟ

କେସିଙ୍ଗା,୨୦।୯(ତୁମେଶ୍ବର ସାହୁ): ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓଡ଼ିଶା ସରକାରଙ୍କ ଆନୁକୂଲ୍ୟରେ କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସାମାଜିକ ସୁରକ୍ଷା ଅଧିକାରୀ ରାକେଶ…

3 months ago

ରାଜ୍ୟ ସ୍ତରୀୟ ବକ୍ସିଂରେ ୧ ସ୍ବର୍ଣ୍ଣ,୨ କାଂସ୍ୟ ପଦକ ହାସଲ କରି ଗୌରବ ଆଣିଲେ ଖେଳାଳି, ଛୁଟୁଛି ଶୁଭେଚ୍ଛାର ସୁଅ

ଅମରପାଲି,୨୦।୯(ପୀତାମ୍ବର ସାହୁ) ସୁବର୍ଣ୍ଣପୁର ଜିଲାର ବକ୍ସିଂ ଖେଳାଳିଙ୍କୁ ରାଜ୍ୟ ସ୍ତରୀୟ ବକ୍ସିଂ ପ୍ରତିଯୋଗିତାରେ ସଫଳତା ମିଳିଛି। ଉକ୍ତ ପ୍ରତିଯୋଗିତାରେ ଜଣେ ପ୍ରତିଯୋଗୀ ସ୍ବର୍ଣ୍ଣ ପଦକ ହାସଲ କରିଥିବାବେଳେ…

3 months ago

ସାବାଡ଼ ହେବେ ସରକାରୀ କର୍ମଚାରୀ! ଗୋଟିଏ କାର୍ଯ୍ୟାଳୟରେ ୩ ବର୍ଷରୁ ଅଧିକ ଦିନ ରହିଥିଲେ ହେବ ବଦଳି

ଭୁବନେଶ୍ୱର, ୧୯।୯(ସୁନିତ୍‌ ମିଶ୍ର): ଗାଦି ମାଡ଼ିବସି ଦୀର୍ଘଦିନ ଧରି ଗୋଟିଏ ସ୍ଥାନରେ ରହି ଆସିଥିବା ଅଧିକାରୀଙ୍କୁ ଅନ୍ୟତ୍ର ବଦଳି କରାଯିବ। ନିର୍ଦ୍ଦିଷ୍ଟ କାର୍ଯ୍ୟାଳୟରେ ୩ ବର୍ଷରୁ ଅଧିକ…

3 months ago

୨୬ରେ ଲଘୁଚାପ, ଏସବୁ ଜିଲା ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୧୯ା୯(ବନ୍ଦନା ସେଠୀ) - ପାର୍ବଣରେ ବର୍ଷା ହେବ ନାହିଁ ବୋଲି ପୂର୍ବରୁ ପାଣିପାଗ ବିଭାଗ ଆକଳନ କରିଥିଲା। ହେଲେ ଆସନ୍ତା ୨୬ ତାରିଖରେ ବଙ୍ଗୋପସାଗରରେ ଆଉଏକ…

3 months ago