odisha

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ ସମାରୋହର…

3 months ago

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’…

3 months ago

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି ହୋମ,…

3 months ago

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ ପଟରୁ…

3 months ago

ଶୀତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବାଚସ୍ପତି, ଆଜି ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟ…

3 months ago

ଛାତ ଉପରକୁ ଯାଇଥିବାବେଳେ ମାଙ୍କଡ କଲା ଆକ୍ରମଣ, ଉପରୁ ତଳକୁ ଖସି ପଡି ମହିଳା ଗୁରୁତର

ଦେବଗଡ,୨୩।୧୨(ଶଶାଙ୍କ ଶେଖର ଝାଙ୍କର): ମାଙ୍କଡ ଆକ୍ରମଣରେ ଦେବଗଡ ପୌରାଞ୍ଚଳର ଜଣେ ମହିଲା ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଦେବଗଡ଼ ପୌରାଞ୍ଚଳ ଖପର ସାହି…

3 months ago

କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ମିଳୁନି ଚାନ୍ଦା, ଆୟ ସମ୍ପର୍କିତ ସତ୍ୟପାଠରୁ ସାମ୍ନାକୁ ଆସିଲା ବଡ଼ ତଥ୍ୟ

ଭୁବନେଶ୍ୱର, ୨୩।୧୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନରେ ପରାଜୟ ପରେ ବିଜେଡିକୁ ଆଉ ଚାନ୍ଦା(ଡୋନେଶନ) ମିଳୁନାହିଁ। କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ଚାନ୍ଦା ଦେବାକୁ କେହି ଆଗ୍ରହ…

3 months ago

୨୪ରେ ରାଜ୍ୟ କ୍ୟାବିନେଟ: ୭ଟି ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୩।୧୨(ରବିନାରାୟଣ ଜେନା): ରାଜ୍ୟର ସର୍ବାଙ୍ଗୀନ ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ୨୪ ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବାଭବନର…

3 months ago

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବିଭିନ୍ନ…

3 months ago

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ ପ୍ରକାଶ…

3 months ago

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା ସହ…

3 months ago

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି ସନ୍ଧ୍ୟାରେ…

3 months ago