odisha

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

2 months ago

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

2 months ago

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ 'ଅବୁଝା ଲୁହ'…

2 months ago

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

2 months ago

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

2 months ago

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

2 months ago

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) - ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

2 months ago

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

2 months ago

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

2 months ago

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର…

2 months ago

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) - ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

2 months ago

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି - ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

2 months ago