Tag Archives: odisha

ବର୍ଷାରେ ଭିଜିଲା କଟା ଧାନ , ବଢିଲା ଚାଷୀଙ୍କ ଚିନ୍ତା

ବୁଗୁଡ଼ା,୧।୧୨ (କାଳିଚରଣଦାଶ): ପୂର୍ବରୁ ପ୍ରକାଶିତ ପାଣିପାଗ ବିଭାଗର ସୂଚନା ମୁତାବକ ବୁଗୁଡ଼ା ଅଞ୍ଚଳରେ ସୋମବାର ସକାଳୁ ଝିପିଝିପି ବର୍ଷା ସାଙ୍ଗକୁ କୋହଲା ପବନ ଆରମ୍ଭ ହୋଇଯାଇଛି । ରବିବାର ଦିନଠାରୁ ପାଗ ମେଘୁଆ ରହିଥିବା ବେଳେ ସୋମବାର ଝିପିଝିପି ବର୍ଷାରେ...

ଭୀଷ୍ମଗିରିରେ ପଞ୍ଚାୟତସ୍ତରୀୟ ଜନ ଶୁଣାଣି

ଦିଗପହଣ୍ଡି,୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବିଡିଓ ଅନାମିକା ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଜନଶୁଣାଣିରେ ବ୍ରହ୍ମପୁର ମହାନଗର ନିଗମ ଡେପୁଟି କମିଶନର କଲ୍ୟାଣୀ ସଂଘମିତ୍ରା...

ଭଦ୍ରକ ରାଜନୀତି ସରଗରମ: ବିଜେଡିରୁ ଇସ୍ତଫା ଦେଲେ ବ୍ଲକ ଅଧ୍ୟକ୍ଷ

ଭଦ୍ରକ, ୧।୧୨(ସନାତନ ରାଉତ): ଭଦ୍ରକ ଜିଲାରେ ଇସ୍ତଫା ପର୍ବ ଚାଲିଥିଲା ବେଳେ ସୋମବାର ବିଜେଡି ସମର୍ଥିତ ବାସୁଦେବପୁର ବ୍ଲକ ଅଧ୍ୟକ୍ଷ ନଗେନ୍ଦ୍ର ପ୍ରସାଦ ବିଶ୍ୱାଳ ବିଜେଡିରୁ ଇସ୍ତଫା ଦେଇଛନ୍ତି । ଅନ୍ୟମାନଙ୍କ ପରି ନିଜର ବ୍ୟକ୍ତିଗତ କାରଣ ଦର୍ଶାଇ ତାଙ୍କର...

ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ: ଆଜିଠାରୁ ଅନଲାଇନରେ ଟିକେଟ ବିକ୍ରି, ଜାଣନ୍ତୁ କେତେ ରହିଛି ଦାମ୍‌…

କଟକ,୧।୧୨: ଆସନ୍ତା ଡିସେମ୍ବର ୯ରେ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ପ୍ରଥମ ଟି-୨୦ ମ୍ୟାଚ । ଏହି ମ୍ୟାଚକୁ ନେଇ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ବାରବାଟୀର ପିଚ ଉଭୟ ରେଡ ଓ...

ଶହେ ତମ ଜନ୍ମଦିନ ପୂର୍ବରୁ AIIMS-ଭୁବନେଶ୍ୱରକୁ ୩.୪ କୋଟି ଟଙ୍କା ଦାନ କଲେ ଡାକ୍ତର ଲକ୍ଷ୍ମୀ ବାଇ

ଭୁବନେଶ୍ୱର,୧।୧୨: ଆସନ୍ତା ଡିସେମ୍ବର ୫ ତାରିଖରେ ଶହେ ବର୍ଷରେ ପାଦ ଦେବା ପୂର୍ବରୁ ଓଡ଼ିଶାର ଜଣାଶୁଣା ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର କେ. ଲକ୍ଷ୍ମୀ ବାଇ ତାଙ୍କ ଜୀବନ ବ୍ୟାପୀ ସଞ୍ଚୟରୁ ୩.୪ କୋଟି ଟଙ୍କା AIIMS-ଭୁବନେଶ୍ୱରକୁ ଦାନ କରିଛନ୍ତି।...

ଓଡ଼ିଶାରେ ବଢ଼ିଛି ଶିଶୁ ନିଖୋଜ

ଭୁବନେଶ୍ୱର,୩୦ା୧୧ (ସତ୍ୟଜିତ ରାଉତ): ରାଜ୍ୟରେ ଶିଶୁମାନଙ୍କୁ ଉଦ୍ଧାର କରିବା କ୍ଷେତ୍ରରେ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ହାତକୁ ନିଆଯାଉଛି। ହେଲେ ଏଥିରେ ସେତେମାତ୍ରାରେ ସଫଳତା ମିଳୁନାହିଁ। ଗୋଟିଏ ପରେ ଗୋଟିଏ ଶିଶୁ ନିଖୋଜ ହୋଇ ମା’ର କୋଳ ଖାଲି ହୋଇଯାଉଛି,...

ଅଗ୍ନିକାଣ୍ଡରେ ୧୦ ଘର ପୋଡି ପାଉଁଶ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଭଞ୍ଜନଗର,୨୯।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରାସିଂ ଥାନା ଅନ୍ତର୍ଗତ ଗରୁଡ଼ୁଗାଁରେ ଶୁକ୍ରବାର ରାତିରେ ଅଗ୍ନିକାଣ୍ଡ ଘଟି ୧୦ ବଖରା ଘର ପୋଡି ପାଉଁଶ ହୋଇଯାଇଛି । ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ମଧ୍ୟ ପୋଡିଯାଇଛି। ଖବରପାଇ ଭଞ୍ଜନଗର ଦମକଳ ବାହିନୀ...

ବାହ୍ୟ ଗ୍ରହରେ ଜୀବନ ଖୋଜିବେ ଭାରତ, ଜାପାନ

ନୂଆଦିଲ୍ଲୀ: ମାନବଜାତିର ସବୁଠାରୁ ଗଭୀର ପ୍ରଶ୍ନର ଉତ୍ତର ଖୋଜିବା ପାଇଁ ଭାରତ ଓ ଜାପାନ ଉଦ୍ୟମ ଆରମ୍ଭ କରିଛନ୍ତି। ଉଭୟ ଦେଶ ମିଶି ୩୦ମିଟରର ବିଶାଳକାୟ ଟେଲିସ୍କୋପ ନିର୍ମାଣ କରୁଛନ୍ତି, ଯାହାକୁ ‘ଥାର୍ଟି ମିଟର ଟେଲିସ୍କୋପ’(ଟିଏମ୍‌ଟି) କୁହାଯାଉଛି। ଏହି ଅତ୍ୟାଧୁନିକ...

ଅନ୍ୟ ଜାତିର ଝିଅକୁ ବିବାହ କରିବାରୁ ଅତିରିକ୍ତ ତହସିଲଦାରଙ୍କ ପରିବାରକୁ କଲେ ବାସନ୍ଦ, ଅଭିଯୋଗ ପରେ…

ଛତ୍ରପୁର, ୨୮।୧୧ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଆସିକା ଅତିରିକ୍ତ ତହସିଲଦାର ସୌଦାଗର ବେହେରା ଅନ୍ୟ ଜାତିର ଝିଅକୁ ବିବାହ କରିବାରୁ ତାଙ୍କୁ ଏବଂ ତାଙ୍କର ପରିବାରକୁ କୈବର୍ତ୍ତ୍ୟ ସମାଜ କୂଳରୁ ବାସନ୍ଦ କରାଯାଇଥିବା ଛତ୍ରପୁର ଥାନାରେ ଏକ ଅଭିଯୋଗ...

ଏଇ ଭାରତରେ

ଗୁଣାତ୍ମକ ଶିକ୍ଷାର ମହତ୍ତ୍ୱ ବୁଝିଛନ୍ତି କର୍ନାଟକର ସୁଦର୍ଶନ ସଞ୍ଚାରୀ। ତାଙ୍କୁ ଏବେ ବୟସ ୨୮। ପିଲାଦିନେ ପଢୁଥିବା ତାଙ୍କ ଗାଁ ସ୍କୁଲର ପୁନଃ ନର୍ମାଣ ପାଇଁ ସେ ସାଇକେଲରେ ବୁଲି ପାଣ୍ଠି ସଂଗ୍ରହ କରୁଛନ୍ତି। ସୁଦର୍ଶନ ଗତ ୪ ବର୍ଷ...

କେରଳ ମଡେଲ ଅନୁକରଣୀୟ

ଡ. ସନ୍ତୋଷ କୁମାର ମହାପାତ୍ର ଦାରିଦ୍ର୍ୟ ଏକ ଭୟଙ୍କର ସମସ୍ୟା। ଚରମ ବା ଅତି ଦାରିଦ୍ର୍ୟ ଦୂରୀକରଣ କରିବାରେ କେରଳ ଭାରତର ପ୍ରଥମ ରାଜ୍ୟଭାବେ ଉଭାହୋଇଛି। ୨୦୨୫ ନଭେମ୍ବର ୧ରେ ରାଜ୍ୟର ୬୯ତମ ପ୍ରତିଷ୍ଠା ଦିବସରେ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ...

ମିନି ପିଏମ୍‌ଓ

ତିନି ଦିନ ପାଇଁ ଛତିଶଗଡ଼ର ନୟା ରାୟପୁର ଏକ ‘ମିନି-ପିଏମ୍‌ଓ’ ଭାବରେ ନିଜକୁ ପ୍ରଦର୍ଶିତ କରିଛି। ଆୟୋଜିତ ୬୦ତମ ଜାତୀୟ ଡିଜିପି/ଆଇଜିପି ସମ୍ମିଳନୀରେ ମୋଦି, ଶାହା, ଡୋଭାଲ, ଡିଜିପି, ଆଇଜି ଏବଂ ପ୍ରତ୍ୟେକ କେନ୍ଦ୍ରୀୟ ବାହିନୀର ମୁଖ୍ୟମାନେ ଉପସ୍ଥିତ ରହିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri