Tag Archives: odisha

୧୬.୭୨ ଲକ୍ଷ ଟଙ୍କା ଆତ୍ମସାତ: ପ୍ୟାକ୍ସର ପୂର୍ବତନ ସମ୍ପାଦକ ଶ୍ରୀପତି ପ୍ରଧାନ ଗିରଫ

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): ସାର ବିକ୍ରି ଓ ସରକାରୀ ପାଣ୍ଠି ହେରଫେର ମାମଲାରେ ଭିଜିଲାନ୍ସକୁ ବଡ଼ ସଫଳତା। ୧୬.୭୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ କଲା ପ୍ୟାକ୍ସ (PACS)ର ପୂର୍ବତନ ସମ୍ପାଦକ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା ପୂର୍ବତନ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡାଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟରୁ ଜାମିନ…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି।…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ ଅବଧି ଶେଷହେବାକୁ ଆଉ ମାତ୍ର ୨ ଦିନ ବାକି। ଏପର୍ଯ୍ୟନ୍ତ ଜିଲାର ପ୍ରାୟ…

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ ଅଜିତ କୁମାର ସାହୁଙ୍କୁ ଶୁକ୍ରବାର ସନ୍ଧ୍ୟାରେ ଗିରଫ କରିଛି ନୟାପଲ୍ଲୀ ଥାନା ପୋଲିସ।…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ ସୃଷ୍ଟି ହୋଇଛି । କ୍ରିକେଟ୍ ଅଷ୍ଟ୍ରେଲିଆ (CA) ଅନାୟାଙ୍କୁ ନିଜ ଦେଶରେ କମ୍ୟୁନିଟି…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍ ପାଇଁ ଦଳ ଘୋଷଣା କରିଛି। ଆସନ୍ତା ସେପ୍ଟେମ୍ବର ମାସରେ ଖେଳାଯିବାକୁ ଥିବା ଏହି…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ ଜନତା ଦଳ (ବିଜେଡି) ଗଭୀର ଉଦ୍‌ବେଗ ପ୍ରକାଶ କରିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର…

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା କରିଥିବା ବେଳେ, ଅତ୍ୟାଚାର ଅଭିଯୋଗରେ ପୋଲିସ ସ୍ୱାମୀଙ୍କୁ ଗିରଫ କରି କୋର୍ଟ…

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ସାହାନନ୍ଦପୁର ଗ୍ରାମର ୩୪ ବର୍ଷୀୟ ରାଜକିଶୋର ଦେହୁରୀ। ପୋଲିସ…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଶଙ୍ଖଣା ଗ୍ରାମର ବିମ୍ବାଧର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?