ମଦ ନିଶାରେ ଉନ୍ମତ୍ତକାଣ୍ଡ: ଯୁବକଙ୍କ ଗାଲରେ ଭୁସି କଲେ ରକ୍ତାକ୍ତ, ଅଭିଯୁକ୍ତଙ୍କୁ…
ଦିଗପହଣ୍ଡି,୨୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଜନତା ଲେନ୍ରେ ବୁଧବାର ମଧ୍ୟାହ୍ନରେ ଜଣେ ମଦ୍ୟପଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଛି। ନିଶାରେ ଚୁର ଅବସ୍ଥାରେ ସେ ଜଣେ ଯୁବକଙ୍କ ଗାଲରେ ଛୁରୀ ଭୁଷି ଦେଇଥିଲେ। ଏଥିରେ ଯୁବକ କାହ୍ନା ସେଠୀ...
ବୀରମିତ୍ରପୁର ତହସିଲ ଅଫିସ ନିକଟରେ ଜମି ବ୍ୟବସାୟୀଙ୍କୁ ଗୁଳିମାଡ଼, ୨ ରାଉଣ୍ଡ ଗୁଳି ଚଳାଇ…
କୁଆଁରମୁଣ୍ଡା,୨୩।୭(ମହେନ୍ଦ୍ର କୁମାର ସାହୁ)- ବୀରମିତ୍ରପୁର ତହସିଲ ଅଫିସ ନିକଟରେ ଫୁଟିଲା ଗୁଳି। ବୁଧବାର ଏକ ବାଇକରେ ୨ଜଣ ଯୁବକ ଆସି ଜମି ବ୍ୟବସାୟୀ ଉତ୍ତମ କୁମାର ଘୋଷଙ୍କୁ ଗୁଳି ମାରିଥିଲେ। ପରେ ସେମାନେ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ସୂଚନାନୁଯାୟୀ,...
ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ୫ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୨୩।୭: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତ ଯୋଗୁଁ ଏକ ଦୁଃଖଦ ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଢେଙ୍କାନାଳ, ପୁରୀ, କେନ୍ଦୁଝର ଏବଂ କଟକ ଜିଲାରେ ଏହି ଅଘଟଣଗୁଡ଼ିକ ଘଟିଛି। ଢେଙ୍କାନାଳ...
ନିଜକୁ ଜାଳିଦେଲେ ବୃଦ୍ଧ, ସୁଇସାଇଡ ନୋଟ୍ରେ ପୁଅକୁ ଲେଖିଲେ…
ଦିଗପହଣ୍ଡି/ପାଟପୁର,୨୩।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦୟାନିଧି ପୁର ପଞ୍ଚାୟତ ବଡ଼ିଆଓସ୍ତା ଗ୍ରାମରେ ବୁଧବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଜଣେ ବୃଦ୍ଧ କୌଣସି କାରଣରୁ ମାନସିକ ଭାରସାମ୍ୟ ହରାଇ ଘର ଭିତରେ...
ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ସବୁ ସ୍କୁଲରେ…
ଭୁବନେଶ୍ୱର,୨୩।୭: CBSE ସ୍କୁଲ ଭଳି ଓଡ଼ିଶାର ସବୁ ସ୍କୁଲରେ ଲାଗିବ ସିସିଟିଭି। ଏନେଇ ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଛାତ୍ରୀଙ୍କ ସୁରକ୍ଷା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି ସରକାର। ରାଜ୍ୟର ସବୁ ସ୍କୁଲରେ ଆଇସିସି...
ଖସିଯିବେ ସମୀର ସାର୍! ICC ରିପୋର୍ଟରେ ସାଂଘାତିକ ଖୁଲାସା, ଫିଟିଗଲା ବାଟ…
ଭୁବନେଶ୍ୱର,୨୩।୭: ବାଲେଶ୍ବର ଏଫଏମ କଲେଜର ଛାତ୍ରୀ ମୃତ୍ୟୁ ମାମଲାରେ ବିଭିନ୍ନ ଦିଗକୁ ନେଇ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ କଲେଜର ଅଧ୍ୟାପକ ସମୀର ସାହୁ ଗିରଫ ହୋଇଥିବା ବେଳେ ପରେ କଲେଜ ଅଧ୍ୟକ୍ଷ ଦିଲ୍ଲୀପ ଘୋଷଙ୍କୁ ଗିରଫ କରାଯାଇଥିଲା। ଅନ୍ୟପଟେ...
ଆସୁଛି ୨ ଲଘୁଚାପ, ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବାତ୍ୟା ‘ୱିଫା’ଯୋଗୁ…
ଭୁବନେଶ୍ୱର,୨୨ା୭(ଅନୁରାଧା ମହାରଣା)- ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ରହିଥିବାବେଳେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ବାତ୍ୟା ‘ୱିଫା’ର ଅବଶିଷ୍ଟାଂଶ ଏକ ଘୂର୍ଣ୍ଣିବଳୟ ରୂପରେ ପ୍ରବେଶ କରିବାର ସମ୍ଭାବନା...
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡରେ ଶିଶୁପୁତ୍ର: ୨ ମିନିଟ୍ରେ ଦେଲେ ୧୦୦ ପ୍ରଶ୍ନର ଉତ୍ତର
ବରଗଡ଼,୨୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ବ୍ଲକ ଧାଙ୍ଗେର ଗ୍ରାମର ଶିଶୁପୁତ୍ର ସ୍ମୁତି ସାଲୋମ ଭୋସାଗର(୪ବର୍ଷ ୯ମାସ) ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇଛନ୍ତି। ମାତ୍ର ୨ ମିନିଟରେ ୧୦୦ଟି ପ୍ରଶ୍ନର ତ୍ୱରିତ ଉତ୍ତର ଦେଇ ସେ ଏଭଳି କୃତିତ୍ୱ ଅର୍ଜନ...
FM ଛାତ୍ରୀ ମୃତ୍ୟୁ ମାମଲା: କ୍ରାଇମବ୍ରାଞ୍ଚକୁ ମିଳିଲା ବଡ଼ ସୁରାକ୍! ଖିଅ ଏଇଠି…
ଭୁବନେଶ୍ୱର,୨୨।୭: ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ମାମଲାର ତଦନ୍ତ ଜାରି ରହିଛି। ବିଭିନ୍ନ ଦିଗକୁ ନେଇ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ। ରବିବାର ମହାବିଦ୍ୟାଳୟରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ପହଞ୍ଚି ଡିଆଇଜି ଡା. ସତ୍ୟଜିତ ନାୟକଙ୍କ...
ବଳାତ୍କାର ଅଭିଯୋଗରେ ଜେଲ ଯାଇଥିବା ଉଦିତ୍ ପ୍ରଧାନ ଦେଲେ ସାଂଘାତିକ ବୟାନ, ଭାଜପା ମୋତେ…
ଭୁବନେଶ୍ୱର,୨୧।୭: ନାରୀ ସୁରକ୍ଷାର ନାରା ଦେଇ ସରକାରଙ୍କୁ ହରଡ଼ ଘଣାରେ ପକାଇ ଆସୁଥିଲେ। ହେଲେ ନିଜ ଦଳର ଛାତ୍ର ନେତା ବଳାତ୍କାର ଅଭିଯୋଗରେ ଗିରଫ ପରେ ଏବେ ଅଡୁଆ ସ୍ଥିତିରେ କଂଗ୍ରେସ। ବଳାତ୍କାର ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ...
ଜେଲ ଗଲେ ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି, ଯୁବତୀଙ୍କୁ ନିଶା ଦେଇ କରିଥିଲେ ବଳାତ୍କାର
ଭୁବନେଶ୍ୱର,୨୧।୭: ଜେଲ ଗଲେ ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି ଉଦିତ୍ ପ୍ରଧାନ। ଭୁବନେଶ୍ୱର SDJM କୋର୍ଟରେ ହାଜର ପରେ ଝାରପଡ଼ା ଜେଲ ଯାଇଛନ୍ତି। ବଳାତ୍କାର ଅଭିଯୋଗରେ ଗିରଫ କରିଥିଲା ମଞ୍ଚେଶ୍ୱର ଥାନା ପୋଲିସ। ଗିରଫ ପରେ ଉଦିତ୍ ପ୍ରଧାନଙ୍କୁ ନିଲମ୍ବନ...
ସିମନବାଡ଼ିରେ ବ୍ୟକ୍ତି ନିଖୋଜ, ପୋଖରୀ ମୁଣ୍ଡରେ ରହିଛି ପୋଷାକ, ଚପଲ
ଦାରିଙ୍ଗବାଡି, ୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ ଦଡିବାଡି ଗ୍ରାମର ଜଣେ ବ୍ୟକ୍ତି ସକାଳ ଠାରୁ ନିଖୋଜ ଅଛନ୍ତି । ନିଖୋଜ ବ୍ୟକ୍ତି ହେଲେ ଯଶୋବନ୍ତ ନାୟକ (୫୦) ବୋଲି ଜଣାପଡିଛି । ନିଖୋଜ...
Archives


