Tag Archives: odisha

ପ୍ରହଲ୍ଲାଦ ନାଟକ ଗୁରୁ ପଦ୍ମଶ୍ରୀ ସିମାଞ୍ଚଳଙ୍କୁ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା     

ଦିଗପହଣ୍ଡି,୨୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ନାଟକ ‘ପ୍ରହଲ୍ଲାଦ’ର ଦୈତ୍ୟରାଜ ହିରଣ୍ୟକଶିପୁ ରାଜା ଭୂମିକାରେ ପ୍ରାୟ ୪୦ ବର୍ଷରୁ ଉର୍ଦ୍ଧ୍ବ ହେଲା ନିରବଚ୍ଛିନ୍ନ ଭାବେ ଅଭିନୟ କରିଥିବା ସିମାଞ୍ଚଳ ପାତ୍ରଙ୍କୁ କେନ୍ଦ୍ର ସରକାର…

ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ, ଜାଣନ୍ତୁ କେବେଠୁ..

ବାରିପଦା,୨୯ା୧: ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା ଫେବୃଆରୀ ୪ରୁ ୬ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ ରହିବ। କାଳିକାପ୍ରସାଦ ଗେଟ୍‌…

ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅବିଭାବକ: ଶିକ୍ଷକ ନଥିବାରୁ…

ଧର୍ମଶାଳା,୨୯।୧(ଶିବ ପ୍ରସାଦ ମହାନ୍ତି ): ଯାଜପୁର ଜିଲା ରସୁଲପୁର ବ୍ଲକ କଲଣ ପଞ୍ଚାୟତ ନୂଆହାଟ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବରୁ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଅବିଭାବକ ଓ ଛାତ୍ରୀଛାତ୍ର ଧାରଣାରେ ବସିଛନ୍ତି। ସୂଚନା ମୁତାବକ ବିଦ୍ୟାଳୟରେ ୫ଟି ଶ୍ରେଣୀରେ…

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ ଆବେଦନକାରୀଙ୍କୁ ଆଡ୍‌ମିଟ କାର୍ଡ ମିଳିବ। ମେ’୪ରୁ ପରୀକ୍ଷା ଆରମ୍ଭ ହୋଇ ୯ ଯାଏ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU) ସ୍ୱାକ୍ଷର କରିଛନ୍ତି। ଏହି ପଦକ୍ଷେପ ରାଜ୍ୟରେ ବିମାନ ଚଳାଚଳ ଏବଂ ଡ୍ରୋନ୍ ପ୍ରଶିକ୍ଷଣ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା ଜିଲାରେ ନବ ନିର୍ମାଣ କୃଷକ ସଂଗଠନର ନେତୃତ୍ବ ନେବା ପାଇଁ ନେତା ନ…

ଓଡ଼ିଶା ବନ୍ଦର ପ୍ରଭାବ: କଳାହାଣ୍ଡିରେ ଅଧା ଖୋଲା ଅଧା ବନ୍ଦ

ଭବାନୀପାଟଣା,୨୮।୧(ଉତ୍ତମ କୁମାର ଦାଶ): ଧାନ ମଣ୍ଡିରେ ଅବ୍ୟବସ୍ଥା , ପ୍ରଦୂଷଣ ନାଁରେ ସାଧାରଣ ବ୍ୟକ୍ତିଙ୍କ ଠାରୁ ଫାଇନ ଆଦାୟ, ଟାଟା ପାୱାରର ସ୍ମାର୍ଟ ମିଟର ନାଁରେ ଶୋଷଣ ସହ କୃଷି ମନ୍ତ୍ରୀଙ୍କ ଉପସ୍ଥିତିରେ ନବ ନିର୍ମାଣ ନେତୃତ୍ୱଙ୍କ ଉପରେ ଆକ୍ରମଣ ପ୍ରତିବାଦରେ…

ବନ୍ଦ ଡାକରା ଭିତରେ ଅଫିସରେ କାମ କରୁଥିଲେ ଅତିରିକ୍ତ ଜିଲାପାଳ, ପହଞ୍ଚିଗଲେ ଚାଷୀ ନେତା, ତା’ପରେ…

ବଲାଙ୍ଗୀର ୨୮।୧ (ସୁନିଲ କୁମାର ମହାନ୍ତି): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ହଜାର ଟଙ୍କାର ଫାଇନ ଆଦାୟ କରୁଛନ୍ତି। ପାୱର ସ୍ମାର୍ଟ…

୧୨ ଘଣ୍ଟିଆ ବଲାଙ୍ଗୀର ବନ୍ଦ: ଦୋକାନ ବଜାର ସବୁ ଠପ୍‌, କଂଗ୍ରେସ କଲା ସମର୍ଥନ

ବଲାଙ୍ଗୀର ୨୮।୧ (ସୁନିଲ କୁମାର ମହାନ୍ତି): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ହଜାର ଟଙ୍କାର ଫାଇନ ଆଦାୟ କରୁଛନ୍ତି। ପାୱର ସ୍ମାର୍ଟ…

୧୫ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ପାଇଁ ବ୍ୟାନ୍‌ ହେଲା ସୋସିଆଲ ମିଡିଆ

ଫ୍ରାନ୍ସ, ୨୮।୧: ଫ୍ରାନ୍ସରେ ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଫ୍ରାନ୍ସ ନ୍ୟାଶନାଲ ଆସେମ୍ବଲି ୧୫ ବର୍ଷରୁ କମ୍‌ ବୟସର ପିଲାମାନଙ୍କୁ ଟିକଟକ, ଇନଷ୍ଟାଗ୍ରାମ, ଫେସବୁକ ଏବଂ ସ୍ନାପଚାଟ ଭଳି ସୋସିଆଲ ମିଡିଆ ପ୍ଲାଟଫର୍ମ ବ୍ୟବହାର କରିବାରୁ…

ଛାତ ଉପରେ ବୋମା ଭିଡ଼ିବାବେଳେ ବିସ୍ଫୋରଣ

ଭୁବନେଶ୍ୱର,୨୮।୧(ତ୍ରିନାଥ ମହାନ୍ତି): ଏୟାରଫିଲ୍ଡ ଥାନା ଅନ୍ତର୍ଗତ ସୁନ୍ଦରପଦା ନ୍ୟୁ ଆଜାଦ ନଗରରେ ଏକ ୩ତାଲା ବିଶିଷ୍ଟ ଛାତ ଉପରେ ମଙ୍ଗଳବାର ବୋମା ଭିଡ଼ିବା ସମୟରେ ବିସ୍ଫୋରଣ ଘଟି ୫ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୨ଜଣ ମହିଳା ରହିଥିବା ଜଣାପଡ଼ିଛି। ଏହି…

ପିକ୍‌ଅପ୍‌ ଧକ୍କାରେ ଚାଲି ଯାଇଥିଲା ଚାହା ଦୋକାନୀଙ୍କ ଜୀବନ, କୋର୍ଟ ଚାଲାଣ ହେଲେ…

ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତା ର ଦେଓଖାଳି ଛକ ରେ ଗତ ବୁଧବାର ସକାଳ ପ୍ରାୟ ସାଢ଼େ ୬ ଟାରେ ଦ୍ରୁତଗାମୀ ପିକଅପ୍ ଭ୍ୟାନ (ନଂ. ଓଡ଼ି୦୨ ବିଏମ – ୬୮୪୦) ଧକ୍କାରେ ଦେଓଖାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?