ଦୀପାବଳି ପରେ ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୬ା୧୦: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହି ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହେବାର ସମ୍ଭାବନା…
ପରାଜିତ ପ୍ରାର୍ଥୀଙ୍କୁ ବିଜେଡି ଟିକେଟ୍, ଦିଲ୍ଲୀରେ ହୋଇଛି ବଡ଼ ଡିଲ୍: ନୂଆପଡ଼ାରେ…
ଭୁବନେଶ୍ୱର,୧୫।୧୦: ନୂଆପଡ଼ା ଉପନିର୍ବାଚନକୁ ନେଇ ସବୁଆଡ଼େ ଚର୍ଚ୍ଚା ଜୋର ଧରିଥିବା ବେଳେ ବିଜେଡି ବୁଧବାର ଏହାର ପ୍ରାର୍ଥୀ ଘୋଷଣା କରି ଚମକାଇଦେଇଛି। ଦଳ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ ନେଇ ଘୋଷଣା କରିବା ପରେ ନିଲମ୍ବିତ ନେତ୍ରୀ ଶ୍ରୀମୟୀ ମିଶ୍ର ତେର୍ଚ୍ଛାବାଣ ମାରିଛନ୍ତି।…
ସାମାନ୍ୟ ବଚସାରୁ ଟାଙ୍ଗିଆରେ ହାଣିଦେଲେ, ଚାଲିଗଲା ଦିଲ୍ଲୀପଙ୍କ ଜୀବନ…
ଲାଞ୍ଜିଗଡ଼,୧୫ା୧୦(ରମେଶ ଚନ୍ଦ୍ର ନାୟକ) : କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ବଳଭଦ୍ରପୁର ଗ୍ରାମର ଜଣେ ଯୁବକଙ୍କୁ ସାମାନ୍ୟ ବଚସାକୁ ନେଇ ମଙ୍ଗଳବାର ରାତିରେ ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଥିବା ଯୁବକ ହେଲେ ଦିଲ୍ଲୀପ ଲୋହରା (୨୮)। ସୂଚନାନୁସାରେ ବଳଭଦ୍ରପୁର…
ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ଦିଗପହଣ୍ଡି ଗସ୍ତ, ବିଭିନ୍ନ ପ୍ରକଳ୍ପର କଲେ ଉଦ୍ଘାଟନ; ଶୋଭାଯାତ୍ରାରେ…
ଦିଗପହଣ୍ଡି,୧୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବୁଧବାର ଦିଗପହଣ୍ଡି ବ୍ଳକ ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ କରିଥିବା ଜଣାପଡିଛି। ବିଧାୟକ ଭୀଷ୍ମଗିରି ଗ୍ରାମରେ ପହଞ୍ଚିବା ପରେ ଗ୍ରାମବାସୀଙ୍କ ଦ୍ବାରା ବିରାଟ…
ବାଡ଼ିରୁ ଅମୃତଭଣ୍ଡା ତୋଳିବାକୁ ଯାଇଥିଲେ, ୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ଚାଲିଗଲା…
ଥୁଆମୂଳ ରାମପୁର, ୧୫।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ସ୍ଥିତ ମାଲିଗାଁ ଗ୍ରାମପଞ୍ଚାୟତରେ ଏକ ଦୁଃଖଦ ଘଟଣା ଘଟିଛି। ନିଜ ବାଡ଼ିରେ ଫଳିଥିବା ଅମୃତ ଭଣ୍ତା ତୋଳିବା ପାଇଁ ଯାଇ ୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ…
ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡିର ପ୍ରାର୍ଥୀ କସରତ, ଏହି ୩ ନେତା ଗଲେ ନବୀନ ନିବାସ
ଭୁବନେଶ୍ୱର,୧୫।୧୦: ନୂଆପଡା ଉପନିର୍ବାଚନ ପାଇଁ ନବୀନ ନିବାସରେ ବିଜେଡିର ପ୍ରାର୍ଥୀ କସରତ। ନବୀନ ନିବାସରେ ପହଞ୍ଚଛନ୍ତି ବିଜେଡିର ବରିଷ୍ଠ ନେତା। ବବି ଦାସ, ସ୍ନେହାଙ୍ଗୀନୀ ଛୁରିଆଁ, ଟୁକୁନି ସାହୁ ପ୍ରମୁଖ ଉପସ୍ଥିତ ଅଛନ୍ତି। ଟିକେଟ୍ ଆଶାୟୀ ମନୋଜ ମିଶ୍ର ମଧ୍ୟ ଉପସ୍ଥିତ…
ନୂଆପଡା ଉପନିର୍ବାଚନ ପାଇଁ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ଭାଜପା, ବିଧିବଦ୍ଧ ଭାବେ ନାଁ ଘୋଷଣା
ଭୁବନେଶ୍ୱର,୧୫।୧୦: ନୂଆପଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଭାଜପା। ସବୁ ଅପେକ୍ଷାର ଅନ୍ତ ଘଟାଇ ଜୟ ଢୋଲକିଆଙ୍କୁ ଭାଜପା ପ୍ରାର୍ଥୀ କରିଛି। ଏନେଇ ବୁଧବାର ବିଧିବଦ୍ଧ ଭାବେ ଜୟଙ୍କ ନାଁ ଭାଜପା ଘୋଷଣା କରିଛି। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଜୟ…
ଶ୍ବଶୁର ଘର ପୋଡ଼ି ଦେଲେ ଜ୍ବାଇଁ, ଆଉ ତା’ପରେ…
କେନ୍ଦୁଝର,୧୫।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା ମଙ୍ଗଳପୁର ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ ବିବାଦକୁ ନେଇ ଜ୍ବାଇଁ ଗତ କାଲି ରାତି ପ୍ରାୟ ୧୧ଟାରେ ଶ୍ବଶୁର ଘରେ ନିଆଁ ଲଗାଇ ଫେରାର ହୋଇଯାଇଛନ୍ତି। ଦମକଳ…
୪ ମହଲା କୋଠାରେ ଭୟାବହ ଅଗ୍ନିକାଣ୍ଡ: ୫ ଘଣ୍ଟା ଧରି ଜଳୁଛି ନିଆଁ, କୋଟି କୋଟି ଟଙ୍କାର ସାମଗ୍ରୀ ନଷ୍ଟ
ବାଲେଶ୍ୱର,୧୫।୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଟାଉନ ଥାନା ଅନ୍ତର୍ଗତ ସିନେମା ଛକ ନିକଟରେ ଥିବା ଏକ ଚାରି ମହଲା କୋଠାରେ ବୁଧବାର ଭୋର ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବନଜା ଷ୍ଟେସନାରୀ ଦୋକାନରେ ଘଟିଛି ଏହି ଭୟଙ୍କର ଅଗ୍ନିକାଣ୍ଡ। ବିଦ୍ୟୁତ ସର୍ଟ ସର୍କିଟରୁ…
ଅନୁଗୋଳରେ ଚାଞ୍ଚଲ୍ୟ: ଶିକ୍ଷୟିତ୍ରୀଙ୍କୁ ବଳାତ୍କାର କଲେ ସ୍କୁଲ ମାଲିକ, ପୂରା ଘଟଣା ଜାଣିଲେ…
ଅନୁଗୋଳ,୧୫।୧୦(ମାନସ ବିଶ୍ୱାଳ): ଅନୁଗୋଳ ସଦର ସ୍ଥିତ ଏକ ଘରୋଇ ସ୍କୁଲର ଶିକ୍ଷୟିତ୍ରୀଙ୍କୁ ଘରୋଇ ସ୍କୁଲ ପ୍ଲେ ସ୍କୁଲ ମାଲିକଙ୍କ ବଳାତ୍କାର ଅଭିଯୋଗ। ଥାନାରେ ଅଭିଯୋଗ ପରେ ମାଲିକ ସଙ୍କେତ କୁମାର ଶର୍ମାଙ୍କୁ ପୋଲିସ ଗିରଫ କରିଛି। ପ୍ରେମ ନିବେଦନ କରିବାରୁ ମନା…
ଦାୟୀଙ୍କଠାରୁ ଆଦାୟ
ଅକ୍ଟୋବର ୧୩ରେ ବମ୍ବେ ହାଇକୋର୍ଟ ମହାରାଷ୍ଟ୍ରରେ ରାସ୍ତାରେ ଖାଲଖମା କିମ୍ବା ନର୍ଦ୍ଦମା ଗର୍ତ୍ତରେ ପଡ଼ି ଜୀବନ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୬ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ମ୍ୟୁନିସିପାଲିଟି କର୍ତ୍ତୃପକ୍ଷ ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଭଳି ଦୁର୍ଘଟଣାରେ…
ସରକାରଙ୍କ ବଡ଼ ନିଷ୍ପତ୍ତି! ପୁରୀ ସେବାୟତ ପିଲାଙ୍କ ପାଇଁ ହେବ…
ଭୁବନେଶ୍ୱର, ୧୫।୧୦: ନୀଳାଦ୍ରି ଭକ୍ତନିବାସରେ ସୋମବାର ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୁର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ପ୍ରତିକ୍ରିୟା ଦେଇ କହିଛନ୍ତି, ଗୁଣ୍ଡିଚା ମନ୍ଦିରର ଉନ୍ନତୀକରଣ ସମ୍ପର୍କରେ ବିସ୍ତୃତ…
Archives


