Tag Archives: odisha

ଅଟୋରେ ଆସୁଥିଲେ ମା’ବାପା, ପୁଅ, ବାଟରେ ଘଟିଲା ଏମିତି, ଚାଲିଗଲା…

ଗଞ୍ଜାମ,୫।୧୧(ବିଦ୍ୟାଧର ସାହୁ ), ରମ୍ଭା ଥାନା ଅନ୍ତର୍ଗତ ପାଲୁରୁ ଛକରୁ କିଛି ଦୂରରେ ମା ଢାବା ହୋଟେଲ ସମ୍ମୁଖରେ ଏକ ସଡ଼କ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ତିନିଜଣ ଗୁରୁତର ଆହାତ ହୋଇ ବ୍ରହ୍ମପୁର ମେଡିକାଲରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି…

ଋଷିକୂଲ୍ୟାରେ ପୋତି ହୋଇଛି ପୋତାଗଡ଼ ପାଚେରୀ, ଉନ୍ନତିକରଣ କାର୍ଯ୍ୟରେ ବିଳମ୍ବ ଯୋଗୁ ବଢୁଛି ଅସନ୍ତୋଷ

ଗଞ୍ଜାମ.୪।୧୧(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଋଷିକୂଲ୍ୟା ନଦୀ ପାର୍ଶ୍ୱରେ ବ୍ରିଟିଶ ଅମଳରୁ ଐତିହାସିକ ପୋତାଗଡ଼ ରହିଛି । ଏହି ଗଡ଼ ବହୁ ବର୍ଷରୁ ପୋତି ହୋଇଯିବାରୁ ଏହା ପୋତାଗଡ଼ ନାମରେ ନାମିତ ହୋଇଥିବା ସହରର ବୟୋଜ୍ୟେଷ୍ଠ ବ୍ୟକ୍ତିମାନେ ମତ…

ବିଜେଡିକୁ ଟାର୍ଗେଟ୍‌ କଲେ ରାଜେନ୍ଦ୍ର ଢୋଲକିଆଙ୍କ ପତ୍ନୀ, କହିଲେ ଅଣଦେଖା ଯୋଗୁ…

ନୂଆପଡା,୪।୧୧: ସ୍ବର୍ଗତଃ ରାଜେନ୍ଦ୍ର ଢୋଲକିଆଙ୍କ ପତ୍ନୀ ବିଜେଡିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ସ୍ବାସ୍ଥ୍ୟ ଖରାପ ଥିଲା ବେଳେ ବିଜେଡି ନେତାମାନେ ପଚାରିଲେନି। ଫୋନ କଲେନି କି ହସ୍ପିଟାଲ ଚିକିତ୍ସା ନେଇ ବୁଝିଲେନି। ଅସୁସ୍ଥତା ବେଳେ ନିଜ ଦଳର ସପୋର୍ଟ ଆତ୍ମବଳ…

ନବୀନଙ୍କୁ ସିଧା ଟାର୍ଗେଟ୍‌ କଲେ ପ୍ରଭାତୀ ପରିଡ଼ା, କହୁ କହୁ କହିଦେଲେ ଏତେ ବଡ଼ କଥା…

ଭୁବନେଶ୍ୱର,୪।୧୧: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଟାର୍ଗେଟ୍‌ କରିଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ଟାର୍ଗେଟ୍‌ କରି କହିଛନ୍ତି, ବିଶ୍ୱାସଘାତକତା କ’ଣ ଏବେ ବୋଧେ ଛାମୁଙ୍କୁ ଲାଗିଲା। ନବୀନଙ୍କ ୨୪ ବର୍ଷର ବିଶ୍ୱାସଘାତର ଜବାବ ଦେବାକୁ…

ଓଡ଼ିଶାକୁ ବିଳମ୍ବରେ ଆସିବ ଶୀତ, ଶୀଘ୍ର ଫେରିବ: ଆଇଏମଡି

ଭୁବନେଶ୍ୱର,୩।୧୧: ଓଡ଼ିଶାକୁ ଚଳିତ ବର୍ଷ ଶୀତ ବିଳମ୍ବରେ ଆସିବ ଏବଂ ଆଗୁଆ ଫେରିଯିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର (IMD) ସୋମବାର ପୂର୍ବାନୁମାନ କରିଛି। ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ-ଶୀତଳ ପବନ ପ୍ରବେଶ କରୁଥିବାରୁ କିଛି ସ୍ଥାନରେ ରାତିର ତାପମାତ୍ରା…

ଓଡ଼ିଶା ପାଇଁ ୧୫ତମ ଅର୍ଥ କମିଶନ ଅନୁଦାନ: ଏତିକି କୋଟିରୁ ଅଧିକ ଟଙ୍କା ଜାରି କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୩।୧୧: କେନ୍ଦ୍ର ସରକାର ଓଡ଼ିଶାର ଗ୍ରାମାଞ୍ଚଳ ସ୍ଥାନୀୟ ସଂସ୍ଥାଗୁଡ଼ିକ (Rural Local Bodies) ପାଇଁ ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ୪୦୦ କୋଟି ଟଙ୍କାରୁ ଅଧିକ ପଞ୍ଚଦଶ ଅର୍ଥ କମିଶନ ଅନୁଦାନ ଜାରି କରିଛନ୍ତି। ଏହି ଅର୍ଥ ରାଜ୍ୟର ଜିଲା ପରିଷଦ,…

ରାତି ଅଧରେ ବେଆଇନ ଭାବେ ବିକ୍ରି କରୁଥିଲେ ମଦ, ଅଚାନକ ପହଞ୍ଚିଗଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୨।୧୧(ଅଶେଷ ନାଥ ମିଶ୍ର) : ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଏନ.ବିଦେଶୀ ପାତ୍ରଙ୍କୁ ପୋଲିସ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ଶନିବାର ରାତି ପ୍ରାୟ ୧୦ ଟାରେ ଗାଁରେ ବେଆଇନ ଭାବେ ମଦ ବିକ୍ରି କରୁଥିବାବେଳେ ସେ ଧରା ପଡ଼ିଥିଲେ।…

ମିଳିଲା ହଜିଯାଇଥିବା ୨୩ ମୋବାଇଲ ଫୋନ, ଏହି କୌଶଳରେ ଠାବ କରି ଲୋକଙ୍କୁ ହସ୍ତାନ୍ତର କଲା ପୋଲିସ

ଭଞ୍ଜନଗର,୨।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଲୋକଙ୍କ ହଜିଯାଇଥିବା ୨୩ ଟି ମୋବାଇଲ ଫୋନକୁ ଜବତ କରି ସେମାନଙ୍କୁ ହସ୍ତାନ୍ତର କରିଛି। ଏନେଇ ଆଜି ଅପରାହ୍ନରେ ଥାନା ପରିସରରେ ଏକ ଖବରଦାତା ସମ୍ମିଳନୀ ହୋଇଥିଲା। ପୋଲିସ ସିଇଆଇଆର୍‌କୁ ଆଧାର…

କାହିଁକି ଛାଡିଲେ ବିଜେଡି, ଶେଷରେ ଅସଲ କାରଣ କହିଦେଲେ ଜୟ ଢୋଲକିଆ, ରାଜନୀତିରେ ହଇଚଇ

ଭୁବନେଶ୍ୱର,୨।୧୧: ବିଜେଡି ଛାଡ଼ିବା ନେଇ ଜୟ ଢୋଲକିଆ ବିସ୍ଫୋରକ ବୟାନ ଦେଇଛନ୍ତି। ଜୟ କହିଛନ୍ତି, ବାପା ଅସୁସ୍ଥ ଥିଲା ବେଳେ ବିଜେଡି ପଚାରିଲା ନାହିଁ। ଯେଉଁ ନେତା ପାର୍ଟିରେ ଜୀବନ ସାରା ରହିଲେ, ତାଙ୍କୁ ନା ଫୋନ କଲେ ନା ସହଯୋଗ।…

ପୋଲିସ SI ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ

ଭୁବନେଶ୍ୱର,୧।୧୧: ବହୁଚର୍ଚ୍ଚିତ ପୋଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲାରେ କ୍ରାଇମ୍‌ବ୍ରାଞ୍ଚକୁ ବଡ଼ ସଫଳତା। ରାକେଟ୍‌ର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ। ନେପାଳ ବର୍ଡର ସ୍ଥିତ ଉତ୍ତରାଖଣ୍ଡ ଅଞ୍ଚଳରୁ ତାଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି। ତେବେ ଘଟଣା ପରଠାରୁ ସେ ନେପାଳ ବର୍ଡରରେ…

ରାତି ହେଲେ ବଢୁଛି ହାତୀ ଉପଦ୍ରବ: ପଡୁଛି ତାଟି କବାଟ, ଧାନ-ମାଣ୍ଡିଆ ଫସଲ ନଷ୍ଟ

ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଇର ପଦର, ସିଙ୍ଗପୁର,ହରିଣା,ସୁମନ୍ତପୁର,ଗୁଣ୍ଡୁରି ଗୁଡ଼ା,ଆଦିକନ୍ଦପୁର,ସୁନାଖଣ୍ଡି ପ୍ରଭୃତି ଗ୍ରାମ ମାନଙ୍କରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ ସା ହେଲେ ରାସ୍ତାରେ ଚଳପ୍ରଚଳ କରିବାକୁ ଲୋକେ ଭୟଭୀତ ହେବା ସହ ରାତିରେ…

ରଙ୍ଗରୁଟ୍‌ରେ ଆସି ରାସ୍ତାରେ ଶୋଇଥିବା ଗାଈଙ୍କ ଉପରେ ମାଡ଼ିଗଲା ଟ୍ରଲର, ଘଟଣାସ୍ଥଳରେ ବଜରଙ୍ଗ ଦଳ

ଗଞ୍ଜାମ,୧।୧୧(ବିଦ୍ୟାଧର ସାହୁ): ରଙ୍ଗରୁଟ୍‌ରେ ଆସି ରାସ୍ତାରେ ଶୋଇଥିବା ଗାଈଙ୍କ ଉପରେ ମାଡ଼ିଗଲା ଟ୍ରଲର। ଏଭଳି ଏକ ଦୁର୍ଘଟଣା୧୬ ନଂ ଜାତୀୟ ରାଜପଥ ଲକ୍ଷ୍ମୀପୁର ନିକଟରେ ଦେଖିବାକୁ ମିଳିଛି। ଏନେଇ ଖବର ପାଇ ଗଞ୍ଜାମ ଥାନା ସେକେଣ୍ଡ ଅଫିସର ଅନିରୁଦ୍ଧ ସ୍ବାଇଁ ଘଟଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri