ଶଙ୍ଖ ଧରିଲେ ୫୦ରୁ ଊର୍ଦ୍ଧ୍ୱ କଂଗ୍ରେସ କର୍ମୀ, ପାରଳାଖେମୁଣ୍ଡି ବିଧାୟକଙ୍କ…
ପାରଳାଖେମୁଣ୍ଡି,୧୭।୧(ଗିରିଧାରୀ ପରିଚ୍ଛା): ଗଜପତି ଜିଲା କାଶୀନଗର ବ୍ଲକ ଶିଆଳି ପଞ୍ଚାୟତ କରଣୀବଦ୍ରା, ଓ ଖାଣ୍ଡବା ପଞ୍ଚାୟତ ପୂର୍ତୀଗୁଡ଼ା ଗ୍ରାମର କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ ନେତା କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି। ବିଧାୟକ ରୂପେଶ ପାଣିଗ୍ରାହୀଙ୍କ ଭାବମୂର୍ତ୍ତୀ ଏବଂ ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛ…
ପୋଲିସ-ଅବକାରୀ ବିଭାଗର ଚଢ଼ାଉ: ୪ ଚୋରାମଦ କାରବାର କରୁଥିବା ବ୍ୟବସାୟୀଙ୍କୁ ନୋଟିସ, ଦେଶୀ-ବିଦେଶୀ…
ଦାରିଙ୍ଗବାଡି, ୧୭।୧ (ଅରୁଣ ସାହୁ):ଦାରିଙ୍ଗବାଡି ଥାନା ଅଞ୍ଚଳରେ ଦିନ କୁ ଦିନ ଚୋରା ମଦ କାରବାର ବୃଦ୍ଧି ପାଇଛି ଫଳରେ ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ଦୁର୍ଘଟଣା ଓ ଅଶାନ୍ତି ଭଳି ପରିସ୍ଥିତି ବୃଦ୍ଧିକୁ ନେଇ ପୋଲିସ ର ଚିନ୍ତା ବଢିଛି ।…
କଟନି- ଛଟନିକୁ ନେଇ ଚାଲିଥିଲା ବିବାଦ: ପୋଲିସ ପ୍ରଶାସନର ଉପସ୍ଥିତିରେ ମଣ୍ଡିରୁ ଉଠିଲା ଚାଷୀଙ୍କ ଧାନ
ଦିଗପହଣ୍ଡି,୧୭।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି.ତୁରୁବୁଡି ଗ୍ରାମ ଶ୍ରୀ ରଘୁନାଥ ମହାପ୍ରଭୁ ପ୍ରାଥମିକ ସେବା ସମବାୟ ସମିତିରେ ଚାଷୀଙ୍କ ଠାରୁ ମଣ୍ଡି ଜରିଆରେ ଧାନ କ୍ରୟ ସମୟରେ କ୍ଵିଣ୍ଟାଲ ପ୍ରତି ୫ କେଜି ଧାନ କଟନି –…
ବୈଠକ ପରେ ଜାତୀୟ ଦିବସ ପାଳନ କମିଟିର ବଡ଼ ନିଷ୍ପତ୍ତି: ସାଧାରଣତନ୍ତ୍ର ଦିବସରେ ସମ୍ବର୍ଦ୍ଧିତ ହେବେ…
ଦାରିଙ୍ଗବାଡି, ୧୭।୧(ଅରୁଣ ସାହୁ): ଆସନ୍ତା ୨୬ ସାଧାରଣତନ୍ତ୍ର ଦିବସକୁ ଲୋକାଭିମୁଖୀ କରାଯିବା ସହ ପ୍ରତିବର୍ଷ ଭଳି ବ୍ଲକସ୍ତରରେ ପାଳନ କରାଯିବାକୁ ଶନିବାର ଅପରାହ୍ନରେ ଏକ ପ୍ରସ୍ତୁତି ବୈଠକ ବିଡିଓ ତଥା ଜାତୀୟ ଦିବସ ପାଳନ କମିଟିର ସମ୍ପାଦକ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ…
ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଥାନା ନିକଟ ଦୋକାନର ଟିଣଛପର କାଟି ଲୁଟି ନେଲେ ସୁନା ରୂପା
ପୁରୁଷୋତ୍ତୋମପୁର,୧୭।୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବଡବଜାରରୁ ଶୁକ୍ରବାର ରାତ୍ରରେ ଲୁଟେରାମାନେ ଏକ ଦୋକାନର ଟିଣ ଛପରକାଟି ଭିତରେ ପଶି ସୁନା,ରୁପାଅଳଙ୍କାର ଲୁଟିନେଇଛନ୍ତି। ଏହି ଦୋକାନଟି ଥାନାଠାରୁ ମାତ୍ର ଶହେମିଟରରୁ କମ ଦୂରତା ମଧ୍ୟରେ ରହିଥିଲେ ମଧ୍ୟ ଲୁଟେରାମାନେ ପୋଲିସକୁ ଖାତିର…
ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା…
ରାଉରକେଲା,୧୭।୧: ରାଉରକେଲା ଚାର୍ଟର ବିମାନ ଦୁର୍ଘଟଣାରେ ଗୁରୁତର ଥିବା ସୁଶାନ୍ତ ବିଶ୍ୱାଳଙ୍କ ମୃତ୍ୟୁ ଘଟିଛି। ତାଙ୍କର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ତେବେ ଗତ ଶନିବାର(୧୦ ତାରିଖ)ରେ ଭୁବନେଶ୍ୱରରୁ ରାଉରକେଲା ଯାଉଥିବା…
ସ୍କୁଲରେ ପିଟାପିଟି ହୋଇ ୨ ଶିକ୍ଷୟିତ୍ରୀ ଲହୁଲୁହାଣ: ତଦନ୍ତ ରିପୋର୍ଟ ପାଇଁ ନିର୍ଦ୍ଦେଶ ଦେଲେ ବିଡିଓ
ସମ୍ବଲପୁର, ୧୭।୧(ପ୍ରମୋଦ ବହିଦାର): ବୁର୍ଲା କିର୍ବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଭାବନୀୟ ଘଟଣା ଘଟିଥିବାର ସୂଚନା ମିଳିଛି। ବିଦ୍ୟାଳୟ ମଧ୍ୟରେ କୌଣସି କାରଣକୁ କେନ୍ଦ୍ରକରି ୨ ଶିକ୍ଷୟିତ୍ରୀଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ହୋଇଥିଲା। ସଂଘର୍ଷରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଆହତ…
ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ
କଟକ,୧୭।୧: ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ । ଜଣେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କର ଦ୍ୱିତୀୟ ସ୍ତ୍ରୀ ପରିବାର ପେନସନ ବା ‘ଫ୍ୟାମିଲି ପେନସନ’ ପାଇବା ପାଇଁ ହକଦାର୍ ନୁହଁନ୍ତି ବୋଲି ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି।…
ବିବାହ ନ କରିବାରୁ ପ୍ରେମିକାଙ୍କୁ ସ୍ପିରିଟ ଢାଳି ନିଆଁ ଲଗାଇ ଦେଇଥିଲେ ପ୍ରେମିକ, ଘଟଣାରେ ପ୍ରେମିକଙ୍କୁ ହେଲା ଆଜୀବନ ଜେଲ ଦଣ୍ଡ
ଛତ୍ରପୁର, ୧୭।୧ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଜଣେ ପ୍ରେମିକ ବିବାହ ନ କରିବାରୁ ପ୍ରେମିକାଙ୍କୁ ସ୍ପିରିଟ ଢାଳି ନିଆଁ ଲଗାଇ ହତ୍ୟା ଘଟଣାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି । ଛତ୍ରପୁର ଅତିରିକ୍ତ ଜିଲା…
ପିଏଚ୍.ଡି.ର ଆତ୍ମକଥା
ସାମ୍ପ୍ରତିକ ସମୟରେ, ଖବରକାଗଜ ଏବଂ ସୋସିଆଲ ମିଡିଆ ‘ପିଏଚ.ଡି. ଡିଗ୍ରୀ’ ପାଇଥିବା ବ୍ୟକ୍ତିବିଶେଷଙ୍କ ବିଷୟରେ ଘୋଷଣାରେ ପରିପୂର୍ଣ୍ଣ। ପ୍ରାୟତଃ, ଏହି ରିପୋର୍ଟ ଗୁଡ଼ିକ ଦର୍ଶାଏ ଯେ କାହାକୁ ସମ୍ମାନସୂଚକ ପିଏଚ.ଡି. ପ୍ରଦାନ କରାଯାଇଛି। ତଥାପି, ଅନେକ ପାଠକ ସମ୍ପୂର୍ଣ୍ଣ ଭାବରେ ବୁଝିପାରନ୍ତି…
ମନ୍ତ୍ରଣାଳୟ ସ୍ଥାନାନ୍ତର
ଅନେକ ଦଶନ୍ଧି ଧରି ରାଇସିନା ହିଲ୍ ଶାସନର ଏକ ପ୍ରତୀକ ଥିଲା। ଉତ୍ତର ଏବଂ ଦକ୍ଷିଣ ବ୍ଲକ୍ କ୍ଷମତାର କେନ୍ଦ୍ର ଥିଲା, ଯେଉଁଠାରେ ଫାଇଲଗୁଡ଼ିକର କାମ ଶୀଘ୍ର ହୋଇ ଶାସନ ପ୍ରକ୍ରିୟା ବିସ୍ତାରିତ କରୁଥିଲା। ମୁଖ୍ୟ ମନ୍ତ୍ରଣାଳୟଗୁଡ଼ିକ ନବନିର୍ମିତ କର୍ତ୍ତବ୍ୟ ଭବନ…
ପୁଣିଥରେ ସମଗ୍ର ବିଶ୍ବକୁ ଟାରିଫ ଧମକ ଦେଲେ ଟ୍ରମ୍ପ, କହିଲେ- ସମର୍ଥନ ନ କଲେ…
ଓ୍ବାଶିଂଟନ୍,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ବିଶ୍ୱକୁ ଟାରିଫ୍ ଲଗାଇ ଧମକ ଦେଇଛନ୍ତି। ଏଥର ଏହି ଧମକ ୟୁରୋପୀୟ ଦେଶଗୁଡ଼ିକ ପ୍ରତି ନିର୍ଦ୍ଦେଶିତ, କାରଣ ଗ୍ରୀନଲ୍ୟାଣ୍ଡକୁ ନେଇ ସେମାନଙ୍କ ସହିତ ଉତ୍ତେଜନା ବୃଦ୍ଧି ପାଇଛି। ରାଷ୍ଟ୍ରପତି ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ମିଶାଇ…

