ବଙ୍ଗୋପସାଗରରେ ଲଘୁଚାପ: ୧୦ ଜିଲାରେ ଝଡ଼ବର୍ଷା, ୟେଲୋ ଓ୍ବାର୍ନିଂ ଜାରି…
ଭୁବନେଶ୍ୱର, ୧୦ା୯(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗୁରୁବାର ସକାଳ ୫ଟା ୩୦ରେ ଲଘୁଚାପର ରୂପ ନେଇଛି। ଏହା ଅପରାହ୍ନ ୨ଟା ୩୦ ସୁଦ୍ଧା ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ କେନ୍ଦ୍ରୀଭୂତ ରହିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ରପତ୍ତନଠାରୁ…
୨୦୦ ବୁଥ୍ରେ BLA-2 ସଭ୍ୟଙ୍କୁ ତାଲିମ; ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ସାଙ୍ଗଠନିକ ମନ୍ଥନ
ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ କଂଗ୍ରେସ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ସଭା ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସ ଦଳର ବିଏଲ୍ଏ-୨ (BLA-2) କର୍ମକର୍ତ୍ତାଙ୍କ ଦ୍ୱାରା ଆୟୋଜିତ ଏହି ସଭାରେ…
ଲାଞ୍ଜିଗଡ଼-ଜଗନ୍ନାଥପୁର ରାସ୍ତା ମରଣଜନ୍ତା: ବଂଶଧାରା ପୋଲ ନିକଟରେ ବିରାଟ ଘାଇ, କେତେବେଳେ ବି ଘଟିପାରେ…
ଲାଞ୍ଜିଗଡ଼, ୧୦।୯ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଲାଞ୍ଜିଗଡ଼-ଜଗନ୍ନାଥପୁର ମୁଖ୍ୟ ରାସ୍ତାର ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହୋଇପଡ଼ିଛି। ବଂଶଧାରା ନଦୀ ପୋଲ ନିକଟରେ ରାସ୍ତା କଡ଼ରେ ଏକ ବିରାଟ ଘାଇ (ଖାଇ) ସୃଷ୍ଟି ହୋଇଥିବାରୁ ଏହି ପଥ…
ଗଜପତି ଉପଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ IAS ଭାଗବତ ସାମଲ କଲ୍ୟାଣ ରାଓ
ପାରଳାଖେମୁଣ୍ଡି, ୧୦।୯ (ଗିରିଧାରୀ ପରିଛା): ଗଜପତି ଜିଲାର ନୂତନ ଉପଜିଲାପାଳ (ସବ୍-କଲେକ୍ଟର) ଭାବେ ୨୦୨୪ ବ୍ୟାଚ୍ର ଆଇଏଏସ୍ (IAS) ଅଧିକାରୀ ଭାଗବତ ସାମଲ କଲ୍ୟାଣ ରାଓ ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରଶାସନିକ ଅଧିକାରୀ ଭାବେ ନିୟମିତ ସେବାରେ ଏହା ତାଙ୍କର ପ୍ରଥମ…
ଲୋହରାଖଣ୍ଡି ନଦୀ ପାର ହେବା ବେଳେ ବୁଡ଼ିଯାଇ ଚାଲିଗଲା ଚାଷୀଙ୍କ ଜୀବନ, ଶୋକରେ…
ଭଞ୍ଜନଗର, ୧୦।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗୋହିରୀବାଡ଼ି ଗ୍ରାମର ଜଣେ ଚାଷୀ ଲୋହରାଖଣ୍ଡି ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ଜଣଙ୍କ ହେଲେ ଗ୍ରାମର ସନ୍ତୋଷ କୁମାର ନାୟକ (୪୯)। ସୂଚନା ଅନୁଯାୟୀ, ସନ୍ତୋଷ ଗୁରୁବାର…
ନିୟମଗିରି ସୁରକ୍ଷା ସମିତି ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ, ଲାଞ୍ଜିଗଡ଼ରୁ ଫେରୁଥିବା ବେଳେ…
କଲ୍ୟାଣସିଂହପୁର, ୧୦।୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ ହୋଇଛି। ପ୍ରାପ୍ତ ସୂଚନା ଅନୁଯାୟୀ, କୌଣସି ଏକ ମାମଲାର ଜାମିନ (ବେଲ୍) ସମ୍ପର୍କିତ କାର୍ଯ୍ୟ ସାରି ଲାଞ୍ଜିଗଡ଼ରୁ ଫେରୁଥିବା ବେଳେ…
ଚାପୁଡ଼ା ମାଡ଼ର ଭୟଙ୍କର ପ୍ରତିଶୋଧ! ଫାର୍ମହାଉସରେ ଗ୍ରାମ୍ୟ କମିଟି ସଭ୍ୟଙ୍କୁ ହତ୍ୟା ଉଦ୍ୟମ ଘଟଣା: ମୁଖ୍ୟ ଅଭିଯୁକ୍ତ ‘ଦିଗା’ ଗିରଫ
ଦିଗପହଣ୍ଡି, ୧୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ତିଳେଶ୍ୱର ଗ୍ରାମର ପ୍ରମୁଖ ଗ୍ରାମ୍ୟ କମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମାନନ୍ଦ (ପ୍ରେମା) ବିଷୋୟୀଙ୍କୁ ହାଣି ହତ୍ୟା ଉଦ୍ୟମ କରିବା ଘଟଣାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତ…
ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…
ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ…
ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍ ଗଲେ ରାଜମିସ୍ତ୍ରୀ
ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ କରି ବ୍ରହ୍ମପୁର ପୋକ୍ସୋ (POCSO) କୋର୍ଟକୁ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ…
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଘଟିଥିବା ବେଳେ ଜଣେ ‘ଇନଷ୍ଟା ଆଶିକ୍’ଙ୍କ ଏହି ହାଇଭୋଲଟେଜ୍ ଡ୍ରାମା…
ବିନା ଅନୁମତିରେ ସାଉଣ୍ଡ ବାଜିଲେ ଜବତ ହେବ ଡିଜେ ଗାଡ଼ି, ସିଧା ହେବେ ଗିରଫ: ପାର୍ବଣ ପୂର୍ବରୁ ପୋଲିସର ଚେତାବନୀ
ପୁରୁଷୋତ୍ତମପୁର,୯।୯(ସବିତା ମିଶ୍ର): ଆଗାମୀ ପୂଜାପାର୍ବଣ ସମୟରେ ଶବ୍ଦ ପ୍ରଦୂଷଣ ରୋକିବା ପାଇଁ ପୁରୁଷୋତ୍ତମପୁର ପୋଲିସ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଉପଜିଲାପାଳଙ୍କ ବିନା ଅନୁମତିରେ କୌଣସି ସ୍ଥାନରେ ସାଉଣ୍ଡ କିମ୍ବା ଡିଜେ ବଜାଯାଇପାରିବ ନାହିଁ ବୋଲି ସ୍ପଷ୍ଟ କରାଯାଇଛି। ନିୟମ ଉଲ୍ଲଂଘନ…
ତୁରୁମୁଙ୍ଗା ଜାତୀୟ ରାଜପଥ କଡ଼ରୁ ହଟିଲା ଜବରଦଖଲ: ଚାଲିଲା ଜେସିବି, ଥଇଥାନ ଦାବି କଲେ ବ୍ୟବସାୟୀ
ପାଟଣା,୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ର ତୁରୁମୁଙ୍ଗା ବଜାର ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ କଡ଼ରୁ ବୁଧବାର ବ୍ୟାପକ ଜବରଦଖଲ ଉଚ୍ଛେଦ କରାଯାଇଛି। ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ୨ଟି ଜେସିବି ସହାୟତାରେ…

