Tag Archives: odisha

ଜଳିପୋଡି ପାଉଁଶ ହୋଇଗଲା ୫ ଦୋକାନ: ଲକ୍ଷାଧିକ ଟଙ୍କାର ଜିନିଷପତ୍ର ନଷ୍ଟ

ବାଲିଆପାଳ,୨୭।୧(ଅମୁଲ୍ୟ କୁମାର ଦାସ): ବିଦ୍ୟୁତ୍‌ ସର୍ଟସର୍କିଟରୁ ଜଳି ପୋଡି ପାଉଁଶ ହୋଇଗଲା ୫ଟି ଦୋକାନ। ଲକ୍ଷାଧିକ ଟଙ୍କାର ଜିନିଷ ପତ୍ର ସମେତ ନଗଦ ଟଙ୍କା ପୋଡିଯାଇଛି। ବିଳମ୍ବିତ ରାତିରେ ଏହି ବଡ ଧରଣର ଅଗ୍ନିକାଣ୍ତ ଘଟିଛି। ବାଲେଶ୍ବର ଜିଲା ଭୋଗରାଇ ଥାନା…

ରାଇକିଆ ସାପ୍ତାହିକ ହାଟରେ ବିଦେଶୀ ପର୍ଯ୍ୟଟକ: ଚାଷୀଙ୍କ ସହ କଲେ ଏହି ଆଲୋଚନା

ରାଇକିଆ,୨୭।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସାପ୍ତାହିକ ହାଟରେ ବିଦେଶୀ ପର୍ଯ୍ୟଟକ ବୁଲାବୁଲି କରିବା ସହ ସ୍ଥାନୀୟ ଲୋକଙ୍କୁ ହାଟରେ ଭେଟିଛନ୍ତି । ଇଟାଲୀରୁ ଓଡ଼ିଶା ଗସ୍ତରେ ଆସିଥିବା ୧୦ରୁ ଉଦ୍ଧର୍‌ବ ବିଦେଶୀ ପର୍ଯ୍ୟଟକ ରାଜ୍ୟର ବିଭିନ୍ନ ଅଞ୍ଚଳ ବୁଲୁଛନ୍ତି ।…

ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା: ବିଜେଡି କହିଲା ଅଲ ଦି ବେଷ୍ଟ…

ଭୁବନେଶ୍ୱର,୨୭।୧: ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ନବନିର୍ମାଣ କୃଷି ସଂଘ ଦ୍ୱାରା ଏହି ଡାକରା ଦିଆଯାଇଛି। ନବନିର୍ମାଣ କୃଷକ ସଂଗଠନ ଓଡ଼ିଶା ବନ୍ଦ ପାଇଁ ଆହ୍ବାନ ଦେଇଛନ୍ତି। ଏହା ଅଧୀନରେ, ସ୍କୁଲ, ଅଫିସ ଓ ବିଭିନ୍ନ ବ୍ୟବସାୟ ସମେତ ଅନେକ…

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍‌, ଘଟଣାସ୍ଥଳରେ…

ଗୁଣପୁର,୨୭।୧( ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ଗଛକୁ ପିଟିହେଲା ବାଇକ୍‌। ଜଣେ ମୃତ ଓ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି । ସୋମବାର ବିଳମ୍ବିତ ରାତିରେ ରାମନାଗୁଡ଼ା ବ୍ଲକ ଅନ୍ତର୍ଗତ କୁଜେନ୍ଦ୍ରି ଠାରୁ ଭାମିନି ଗ୍ରାମ ନିଜ ଘରକୁ ଫେରୁଥିବା ସମୟରେ ଦୁଇଜଣ…

ଯାତ୍ରା ସାରି ଫେରୁଥିବାବେଳେ ଓଲଟିପଡିଲା ଗାଡି: ଭିତରେ ବସିଥିଲେ ୮ କଳାକାର

ନବରଙ୍ଗପୁର,୨୭।୧(ସଦାଶିବ ପ୍ରହରାଜ): ଝରିଗାଁ-ଚନ୍ଦାହାଣ୍ଡି ଘାଟିରେ ଆଜି ସକାଳେ କଳାକାରମାନେ ଯାଉଥିବା ଗାଡି ଭାରସାମ୍ୟ ହରାଇ ଓଲଟି ପଡିଥିବା ସୂଚନା ମିଳିଛି। ଗାଡ଼ିରେ ବସିଥିବା ପ୍ରାୟ ୮ ଜଣ କଳାକାର ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ଗାଡି ଦୁର୍ଘଟଣା ପରେ ସମ୍ପୂର୍ଣ୍ଣ ଚେପା ହୋଇଯାଇଛି।…

ଅସ୍ତିତ୍ୱ ହରାଇଛି କାଞ୍ଜିଆହୁଦା, ସହର ରାସ୍ତା ପାଲଟିଛି ଗୁହାଳ

ପଟ୍ଟାମୁଣ୍ଡାଇ,୨୬ା୧(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହରରେ କାଞ୍ଜିଆହୁଦା ଯୋଜନା ପ୍ରହସନରେ ପରିଣତ ହୋଇଛି। ଦିନ ହେଉ କି ରାତି ସହରର ରାସ୍ତାଗୁଡ଼ିକ କାଞ୍ଜିଆହୁଦା ପାଲଟିଛି। ବିଭିନ୍ନ ଛକରେ ମାଳମାଳ ଗୋରୁ ଗୋଠରେ ପଡ଼ି ରହିଲା ଭଳି ରାସ୍ତାରେ ଶୋଇ ରହୁଥିବା…

ବଡ଼ ବୟାନ ଦେଲେ ବାବୁ: ଅପେକ୍ଷା କରନ୍ତୁ; ଅଙ୍କ ବିଗିଡ଼ିବ, ଚତୁର୍ଥ ସିଟ୍‌ ଭାଜପାକୁ ଯିବ…

ଭୁବନେଶ୍ୱର,୨୫।୧: ରାଜ୍ୟ ସଭା ନିର୍ବାଚନକୁ ନେଇ ଭାଜପା ବିଧାୟକ ବାବୁ ସିଂଙ୍କ ବିସ୍ଫୋରକ ବୟାନ। ନବୀନଙ୍କ ଉପରୁ MLAମାନଙ୍କ ଆସ୍ଥା ତୁଟିଲାଣି। ଅଙ୍କ ବିଗିଡ଼ିବ। ଅପେକ୍ଷା କରନ୍ତୁ ଚତୁର୍ଥ ସିଟ୍‌ ଭାଜପାକୁ ଯାଇପାରେ ବୋଲି ସେ କହିଛନ୍ତି। ଏହାକୁ ନେଇ ରାଜନୀତି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଖୁବ୍‌ଶୀଘ୍ର ରାଜ୍ୟରେ ଖୋଲିବ…

ଭୁବନେଶ୍ୱର,୨୫ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ AI ବା କୃତ୍ରିମ ବୁଦ୍ଧିମତା ସ୍କୁଲ ଖୋଲିବ। AI ଦିଗରେ ଓଡ଼ିଶା ଆଗେଇ ଚାଲିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ। ଏଆଇ କମ୍ପାନୀ ସର୍ଭମ ସହ…

ସରସ୍ବତୀଙ୍କ ପୂଜାରେ ଲଜ୍ଜା: ମଦ ପିଇ ବଜାରରେ ଗଡିଲେ ୨ ଛାତ୍ର

ଫୁଲବାଣୀ, ୨୪ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲାରେ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ବିଦ୍ୟାଳୟକୁ ବିବାଦ ପିଛା ଛାଡୁନି। ଛାତ୍ରାବାସରେ ରହି ପଢ଼ୁଥିବା ଛାତ୍ରୀମାନେ ଗର୍ଭବତୀ ହେବା ଘଟଣାକୁ ନେଇ ପୂର୍ବରୁ କେତୋଟି ବିଦ୍ୟାଳୟ ଚର୍ଚ୍ଚାକୁ ଆସିଥିବାବେଳେ…

ବରଗଡ଼ରେ ପୁଣି ବିପୁଳ ପରିମାଣର କଫସିରଫ୍‌ ଜବତ, ୬ଜଣଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ

ବରଗଡ଼,୨୪।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଟାଉନ ଥାନା ପୋଲିସ ଶନିବାର ପୁଣି ବିପୁଳ ପରିମାଣରେ କଫସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ, ବରଗଡ଼ ଟାଉନ ଥାନା ବରଡ଼ୋଲ ଗ୍ରାମର ସତ୍ୟବାନ ପ୍ରଧାନ(୪୨), ବିକ୍ରମ…

ହ୍ୟାଣ୍ଡବ୍ରେକ୍‌ ଦେଇ ନ ଥିଲେ, ଖାତକୁ ଖସି ଗଛରେ ଅଟକିଲା ପର୍ଯ୍ୟଟକଙ୍କ କାର୍‌; ମହିଳା ପର୍ଯ୍ୟଟକ…

ଦାରିଙ୍ଗବାଡି, ୨୪।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କିରିକୁଟି ପଞ୍ଚାୟତ ପର୍ଯ୍ୟଟନକ୍ଷେତ୍ର ଲଭର୍ସ ପଏଣ୍ଟରେ ଶନିବାର ସାରେ ଏକ ଅଘଟଣ ଘଟିଛି। ପାର୍କିଂ କରାଯାଇଥିବା କାରଟି ଡଡୁବାଡା ନଦୀ ଖାତକୁ ଗଡି ଯାଇ ଏକ ଗଛରେ ଅଟକି…

ଶେଷ ପର୍ଯ୍ୟାୟରେ ‘ତୁ ବୋଧେ ମୋ ଭାଗ୍ୟରେ ନାହୁଁ’

ଗଞ୍ଜାମ,୨୪।୧(ବିଦ୍ୟାଧର ସାହ): ଗଞ୍ଜାମ କଳା ସାଂସ୍କୃତିକ ମଞ୍ଚ ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଆସନ୍ତା ୨୬ ଓ ୨୮ ଦୁଇଦିନ ଧରି ସାମାଜିକ ନାଟକ ମଞ୍ଚସ୍ଥ ହେବ l ଏଥିପାଇଁ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?