Tag Archives: odisha

ଦିଗପହଣ୍ଡିରେ ଆନ୍ତଃଜିଲା ଖୋ-ଖୋ ଟୁର୍ନାମେଣ୍ଟ ଉଦ୍‌ଘାଟିତ, ରବିବାର ଦିନ…

ଦିଗପହଣ୍ଡି,୧୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ଶନିବାର ଆନ୍ତଃ ଜିଲା ଖୋ – ଖୋ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ସ୍ଥାନୀୟ ମହାକାଳ କ୍ଳବ ପକ୍ଷରୁ ଆୟୋଜିତ ଦୁଇ ଦିନିଆ ଟୁର୍ନାମେଣ୍ଟକୁ ବଡ଼ଖେମୁଣ୍ଡି ହାଇସ୍କୁଲ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସୁନୀଲ…

ବନ ବିଭାଗ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ

ଦିଗପହଣ୍ଡି,୧୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ- ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିରେ ଗଜପତି ଜିଲା ପାରଳାଖେମୁଣ୍ଡି ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଚନ୍ଦ୍ରଗିରି ରେଞ୍ଜ ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାରଳାଖେମୁଣ୍ଡି…

ଦାରିଙ୍ଗବାଡି ଶୀତ ମହୋତ୍ସବ: ତୃତୀୟ ସଂଧ୍ୟାରେ ହେରି ଓ ପ୍ରିୟମ୍ବଦାଙ୍କ ନୃତ୍ୟ; ହସାଇହସାଇ ବେଦମ କଲେ…

ଦାରିଙ୍ଗବାଡି, ୧୦ା୧ (ଅରୁଣ ସାହୁ )-ଏକାଦଶ ତମ ଦାରିଙ୍ଗବାଡି ଶୀତ ମହୋତ୍ସବର ତୃତୀୟ ଦିବସର ସଂଧ୍ୟାରେ ହେରି ଓ ପ୍ରିୟମ୍ବଦାଙ୍କ ନୃତ୍ୟ ଦର୍ଶକଙ୍କୁ ଅଭିଭୂତ କରିଥିଲା। ଶୀତରେ ଦର୍ଶକମାନେ ଉଭୟନୃତ୍ୟଶିଳ୍ପୀଙ୍କ ନୃତ୍ୟରେ ମସଗୁଲ ହୋଇଥିଲେ। ତୃତୀୟଦିବସ କାର୍ଯ୍ୟକ୍ରମରେ ତହସିଲଦାର ଧୀରଜ ପାତ୍ର…

ବେଆଇନ ଭାବେ ବିକୁଥିଲେ ବିଦେଶୀ ମଦ: ମାଡ଼ି ବସିଲା ଦିଗପହଣ୍ଡି ଅବକାରୀ ବିଭାଗ, ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଭାରପ୍ରାପ୍ତ ଓଆଇସି ଏନ୍‌. ତ୍ରିପତୀ ରେଡ୍ଡୀ ସଦଳବଳେ ଶନିବାର ସାରେ ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଯୋଗିଆ ପଲ୍ଲୀ ଗ୍ରାମ ରାସ୍ତାରେ ପାଟ୍ରୋଲିଂ କରୁଥିବା ବେଳେ ଗ୍ରାମର ରମେଶ ରେଡ୍ଡୀ…

ଭଞ୍ଜନଗର ଅଞ୍ଚଳରେ ହାଡ଼ ଭଙ୍ଗା ଶୀତ: ଥଣ୍ଡାରେ ଚାଲିଗଲା ବୃଦ୍ଧଙ୍କ ଜୀବନ…

ଭଞ୍ଜନଗର,୧୦।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଜିଲୁଣ୍ଡିରେ ଅତ୍ୟଧିକ ଥଣ୍ଡା ଯୋଗୁ ଶୁକ୍ରବାର ରାତିରେ ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି। ସେ ହେଲେ ଗାଙ୍ଗପୁର ଥାନା ଅନ୍ତର୍ଗତ ବେଣୀପଲ୍ଲୀର ବିଦ୍ୟାଧର ବିଶାଳ (୭୦)। ଭଞ୍ଜନଗର ପୋଲିସ ମୃତଦେହକୁ ଜବତ କରି…

ଅସହ୍ୟ ଥଣ୍ଡା, ଜାଡ଼ରେ ଥରୁଛି ପାଟଣା: ତୁଷାରପାତରେ…

ପାଟଣା,୧୦।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାର ପଡା ବ୍ଲକ ଅଞ୍ଚଳରେ ଶୀତର ଲହରୀ ଜାରି ରହିଛି । ପ୍ରବଳ ଜାଡ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି। ଶୁକ୍ରବାର ବିଳମ୍ବିତ ରାତିରେ ପାଟଣା ଅଞ୍ଚଳରେ ତୁଷାରପାତ ହୋଇଥିବା…

ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି: ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ…

ଭୁବନେଶ୍ୱର,୧୦।୧: ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ। ସପ୍ତାହେ ପିଲା ସ୍କୁଲରେ ଅନୁପସ୍ଥିତ ରହିଲେ ଘରକୁ ଶିକ୍ଷକ ଯିବେ। ଏନେଇ ସମସ୍ତ ଡିଇଓ ଓ…

ମୋକିମ୍‌ଙ୍କ ବଡ଼ ଘୋଷଣା: ମାର୍ଚ୍ଚ ଶେଷ ସୁଦ୍ଧା…

ଭୁବନେଶ୍ୱର,୧୦।୧: ନୂଆ ଦଳ ଗଠନ ନେଇ ମହମ୍ମଦ ମୋକିମ୍‌ ବଡ଼ ସୂଚନା ଦେଇଛନ୍ତି। ମୋକିମ୍‌ କହିଛନ୍ତି, ମାର୍ଚ୍ଚ ଶେଷ ସୁଦ୍ଧା ନୂଆ ଦଳ ଘୋଷଣା ହେବ। ନୂଆ ଦଳ ନେଇ ସମୀକରଣ ଚାଲିଛି, ପୂରା ରାଜ୍ୟରୁ ମତାମତ ନିଆଯାଉଛି। ଆସନ୍ତା ୧୨…

ସ୍କୁଲ ପରିସରରୁ ୩ ଛାତ୍ରୀ ନିଖୋଜ ଘଟଣା: ୫ ଘଣ୍ଟା ପରେ ଏକ କୁଡ଼ିଆରୁ…

ଜୟପୁର, ୧୦।୧(ପବନ ପାଣିଗ୍ରାହୀ): ବୋରିଗୁମ୍ମା ପଢେଇ ଗୁଡା ଆଶ୍ରମ ବିଦ୍ୟାଳୟ ପରିସରରୁ ଗତକାଲିଠୁ ନିଖୋଜ ଥିବା ୩ ଛାତ୍ରୀ ଉଦ୍ଧାର ହୋଇଛନ୍ତି। ୫ ଘଣ୍ଟା ପରେ ନିକଟସ୍ଥ ଏକ ଗ୍ରାମର ରାସ୍ତାକଡରେ ଥିବା ଏକ ଝୁମ୍ପୁଡି କୁଡ଼ିଆରେ ଆଶ୍ରୟ ନେଇଥିଲେ ଛାତ୍ରୀମାନେ।ପୋଲିସ…

କ୍ଷତିପୂରଣ ଦାବିରେ ରାସ୍ତାରୋକୋ: ପ୍ରଶାସନ-ପୋଲିସର ପ୍ରତିଶ୍ରୁତି ପରେ ହଟିଲା…

ବଲାଙ୍ଗୀର, ୯।୧( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ପଥରଚେପା ଗାଁ ପୋଖରୀରେ ଶୁକ୍ରବାର ସକାଳୁ ଏକ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ମୃତଦେହଟି ବଲାଙ୍ଗୀର ସହର ଶାନ୍ତିପଡା ନିବାସୀ ପ୍ରବୀଣ ମହାଲିଙ୍ଗ ଓରଫ ମୁଟୁଙ୍କ ବୋଲି…

ହଜମହୋଇପାରୁ ନ ଥିବା ଦୁଃଖ

ବଦହଜମି ଗୋଟେ ବଡ଼ ସମସ୍ୟା। ଗ୍ୟାସ୍‌ଜନିତ କାରଣରୁ ଧୀରେ ଧୀରେ ଏଇ ରୋଗ ବୟସ ଅନୁପାତରେ ବଢ଼ିବଢ଼ିଚାଲେ। ମଣିଷକୁ କଲବଲକରେ। ଖାଇବାର ଲୋଭକୁ ରୋକିହୁଏନି କି ଖାଇହୁଏନାହିଁ। ଅନେକ ପ୍ରକାର ପ୍ରତିବନ୍ଧକ ଲାଗିଯାଏ। ଇଏ ବଡ଼ ପୀଡ଼ାଦାୟକ ଅବସ୍ଥା। ସାମ୍ନାରେ ସହଜରେ…

ଜିଲାସ୍ତରୀୟ ନୌକା-ତୀର ଚାଳନା ପ୍ରତିଯୋଗିତାରେ ବ୍ୟାପକ ଅବ୍ୟବସ୍ଥା: ମଞ୍ଚ ତ୍ୟାଗ କଲେ ଜନପ୍ରତିନିଧି, ପ୍ରଶାସନିକ ଏକଚାଟିଆ… 

ଥୁଆମୂଳ ରାମପୁର,୯।୧ (ଦୁର୍ଗା କୀର୍ତ୍ତି): ପ୍ରଶାସନିକ ଅବ୍ୟବସ୍ଥା ଓ ଜନପ୍ରତିନିଧିଙ୍କୁ ଅଣଦେଖା ଅଭିଯୋଗ ମଧ୍ୟରେ ଥୁଆମୂଳ ରାମପୁରଠାରେ ଆୟୋଜିତ ୨୮ତମ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୬ ର ନୌକା ଓ ତୀର ଚାଳନା ପ୍ରତିଯୋଗିତା ଶୁକ୍ରବାର ଶେଷ ହୋଇଛି। ଇନ୍ଦ୍ରାବତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?