‘ସମ୍ବିଧାନ ହତ୍ୟା ଦିବସ’ ପାଳନ କରିବା ପାଇଁ ବିଶ୍ୱବିଦ୍ୟାଳୟ, ମହାବିଦ୍ୟାଳୟକୁ ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୨୩।୬: ଓଡ଼ିଶା ସରକାର ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ମହାବିଦ୍ୟାଳୟଗୁଡ଼ିକୁ ୨୦୨୫ ମସିହା ଜୁନ ୨୫ ତାରିଖକୁ ‘ସମ୍ବିଧାନ ହତ୍ୟା ଦିବସ’ ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଦିବସରେ ଛାତ୍ରଛାତ୍ରୀ...
ଜୁନ ୨୫ରେ ବିଜେଡି ଛାତ୍ର ସଂଗଠନର ରାଜ୍ୟବ୍ୟାପୀ ପ୍ରତିବାଦ, ମହିଳା…
ଭୁବନେଶ୍ୱର,୨୩।୬: ଓଡ଼ିଶାରେ ମହିଳାଙ୍କ ବିରୁଦ୍ଧରେ ବଢୁଥିବା ଅପରାଧ ଘଟଣାକୁ ନେଇ ବିଜୁ ଜନତା ଦଳ (ବିଜେଡି)ର ଛାତ୍ର ସଂଗଠନ ଆସନ୍ତା ଜୁନ ୨୫ ତାରିଖରେ ରାଜ୍ୟବ୍ୟାପୀ ପ୍ରତିବାଦ କରିବ। ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ଏହି ଦଳର ଯୁବ ଓ ଛାତ୍ର...
ବାଲି ଗାଡ଼ି ଅଟକାଇ ପୋଲିସ ଜିମା ଦେଲେ ଗ୍ରାମବାସୀ
ଧର୍ମଶାଳା,୨୧।୬: ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ବାରବାଟି ନିକଟ ମାନ୍ତ୍ରିରି ଗାଁ ନିକଟରେ ୩ଟି ବାଲି ବୋଝେଇ ହାଇୱା ଟ୍ରକକୁ ଅଟକାଇ ପୋଲିସ ଜିମା ଦେଇଛନ୍ତି ଗ୍ରାମବାସୀ। ଯାବରା ବାଲି ଘାଟରୁ ଦୈନଦିନ ଶହ ଶହ ଟ୍ରିପ ବାଲି...
୫୦ ବର୍ଷ ପୂର୍ତ୍ତି ଅବସରରେ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳିତ
ଦିଗପହଣ୍ଡି,୨୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ପକ୍ଷରୁ ଘୋଡ଼ାହାଡ ଡ୍ୟାମ କୁମ୍ଭୀର ସଂରକ୍ଷଣ ପ୍ରକଳ୍ପର ୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି। ଘୋଡାହାଡ ଡ଼୍ୟାମ ପର୍ଯ୍ୟଟନସ୍ଥଳୀ ନିକଟରେ ଦିଗପହଣ୍ଡି ରେଞ୍ଜର ଦିବ୍ୟ...
ବ୍ରାହ୍ମଣୀଗାଁ ବନାଞ୍ଚଳ ପକ୍ଷରୁୁ ‘ଅରଣ୍ୟ ଯୋଗ’ର ଆୟୋଜନ
ବ୍ରାହ୍ମଣୀଗାଁ,୨୧।୬(ମନୋରଞ୍ଜନ ରଣା): ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବ୍ରାହ୍ମଣୀଗାଁ ବନାଞ୍ଚଳ ପକ୍ଷରୁ ଅରଣ୍ୟ ଯୋଗର ଆୟୋଜନ କରାଯାଇଥିଲା । ଏହି ଅବସରରେ ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀଗାଁ ବନାଞ୍ଚଳ ପକ୍ଷରୁ ବନାଞ୍ଚଳ ଅଧିକାରୀ ହରିହର ବେହେରାଙ୍କ ନେତୃତ୍ୱରେ ସ୍ଥାନୀୟ...
ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଦର: ଏବେ…
ଭୁବନେଶ୍ୱର,୨୦ା୬(ସୁଚିସ୍ମିତା ସାହୁ): ଗ୍ରୀଷ୍ମ ଛୁଟି ସରିବା ପରେ ଶୁକ୍ରବାରଠାରୁ ସାରା ରାଜ୍ୟରେ ସ୍କୁଲ ଖୋଲିଛି। ପ୍ରଥମ ଦିନରୁ ହିଁ ସ୍କୁଲରେ ମଧ୍ୟାହ୍ନଭୋଜନ ମିଳିଛି। ଏପରିସ୍ଥିତିରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା...
ଆସନ୍ତା ୨୭ ଯାଏ ରାଜ୍ୟରେ ବଜ୍ରପାତ ସହ ପବନ ବର୍ଷା, ଏହି ୨୦ ଜିଲାକୁ ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର,୧୯ା୬(ଅନୁରାଧା ମହାରଣା) – ରାଜ୍ୟର ଅଧିକାଂଶ ସ୍ଥାନରେ ଗତ କିଛିଦିନ ଧରି ବର୍ଷା ଜାରି ରହିଛି। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବିିଭିନ୍ନ ଜିଲାକୁ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।...
ସ୍କୁଲ ଶିକ୍ଷା: ଓଡ଼ିଶାର ଉନ୍ନତ ପ୍ରଦର୍ଶନ
ନୂଆଦିଲ୍ଲୀ, ୧୯।୬ (ପି.ଟି.): ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଜାରି ହୋଇଥିବା ୨୦୨୩-୨୪ ପର୍ଫମିଂ ଗ୍ରେଡ୍ ଇଣ୍ଡେକ୍ସ (ପିଜିଆଇ) ଅନୁଯାୟୀ, ଶ୍ରେଷ୍ଠ ପ୍ରଦର୍ଶନକାରୀ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ମଧ୍ୟରେ ଚଣ୍ଡିଗଡ଼, ପଞ୍ଜାବ, ଦିଲ୍ଲୀ, ଗୁଜରାଟ ଏବଂ ଓଡ଼ିଶା ରହିଛି।...
ଆସନ୍ତା ୫ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର,୧୮ା୬(ଅନୁରାଧା ମହାରଣା) – ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଥିବାବେଳେ ସାରା ଓଡ଼ିଶାରେ ବର୍ଷା ଜାରି ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା ୫ଦିନ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିବ। ତେବେ ୨ ଦିନ ଧରି...
ନିରପେକ୍ଷ ଶାନ୍ତି ଆନ୍ଦୋଳନ ପୃଥିବୀକୁ ବିପଦରୁ ଉଦ୍ଧାର କରିପାରିବ
ଭଞ୍ଜନଗର,୧୮ା୬(ବାବୁଲା ପ୍ରଧାନ)- ଭଞ୍ଜନଗର ସହରତଳି ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାର ଠାରେ ପାଲେଷ୍ଟାଇନ ସଂହତି ଦିବସ ପାଳନ ଅବସରରେ ‘ଯୁଦ୍ଧ ନୁହେଁ ମୁକ୍ତ ପାଲେଷ୍ଟାଇନ’ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ପ୍ରଗତିଶୀଳ ଗଣତାନ୍ତ୍ରିକ ସାମ୍ମୁଖ୍ୟ ତରଫରୁ ଏହି ଆଲୋଚନାଚକ୍ର ହୋଇଥିଲା।...
କାର୍ଯ୍ୟରେ ଅବହେଳା: ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ସସ୍ପେଣ୍ଡ
ଧର୍ମଶାଳା,୧୮।୬(ଶିବ ପ୍ରସାଦ ମହାନ୍ତି): ଯାଜପୁରରେ ବ୍ୟାପୁଛି ଝାଡ଼ାବାନ୍ତି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସ୍ଥିତି ଗମ୍ଭୀର ରହିଛି। ଏଭଳି ସ୍ଥିତିରେ କାର୍ଯ୍ୟରେ ଅବହେଳା ଲାଗି ଜଣେ ଡାକ୍ତରଙ୍କୁ ସସପେଣ୍ଡ କରାଯାଇଛି। ସେ ହେଲେ ଡା. ହେମନ୍ତ କୁମାର ମହାରଣା।...
କାମ ସାରି ଘରକୁ ଫେରିବା ବାଟରେ ଅଘଟଣ: ମଇଁଷି ଚାଲି ଆସିବାରୁ ସ୍ବାମୀସ୍ତ୍ରୀ…
ଦାରିଙ୍ଗବାଡି, ୧୮।୬ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ୫୯ ନଂ ରାଜପଥର ସିମନବାଡିର ସାରୁମାହା ସାହି ନିକଟରେ ବୁଧବାର ସଂନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିଛି। ବାଇକ ଆଗକୁ ମଇଁଷି ଚାଲି ଆସିବା ଫଳରେ ବାଇକରେ ଯାଉଥିବା ଚାଳକ...
Archives


