ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ
ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ କଙ୍କୋରଡ଼ା ଗ୍ରାମରେ ଦାଦା ବଟି ମାଗି ମରଣାନ୍ତକ ଆକ୍ରମଣ ଓ ଟଙ୍କା…
ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା
ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (ଏସ୍ପି) ହରିଶ ବି. ସି. ଜନସାଧାରଣ ଓ ପୂଜା କମିଟିଗୁଡ଼ିକ ପାଇଁ ସୋମବାର…
ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…
ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ବରଗଡ଼ ଜିଲା…
ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ
ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ ଘଟିଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି।…
ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍: ଅଭିଯୁକ୍ତ ଯୁବକ ଗିରଫ
ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଯୁବକଜଣକ ହେଲେ ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲା ଜାଲୁମୁରୁ ଥାନା…
୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର: ଏହିସବୁ ଉପରେ ବଡ଼ ଘୋଷଣା
ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ ବିଲ୍-୨୦୨୬କୁ ଅନୁମୋଦନ ଦେଇଛି ରାଜ୍ୟ କ୍ୟାବିନେଟ୍। ଏହା ସହ ଓଡ଼ିଶା ବେସାମରିକ ସେବା…
ନନ୍ଦନକାନନରେ ଖୁସି ଖବର: ପ୍ରଥମଥର ମା’ ହେଲା ସିଂହୀ ମାୟା, ଦୁଇ ଶାବକରୁ…
ବାରଙ୍ଗ,୭ା୯(ଲିଙ୍ଗରାଜ ରାଉତ): ନନ୍ଦନକାନନ ପାଇଁ ଏକ ଖୁସି ଖବର। ସିଂହୀ ମାୟା ପ୍ରଥମ କରି ମା’ ହୋଇଛି। ୧୧୨ ଦିନର ଗର୍ଭଧାରଣ ପରେ ସୋମବାର ଭୋର୍ରେ ସିଂହୀ ମାୟା ଦୁଇଟି ଶାବକକୁ ଜନ୍ମ ଦେଇଛି। ପ୍ରଥମ ଶାବକଟି ଆଜି ଭୋର୍ ୨ଟା…
ରାସ୍ତା ପାର୍ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍ର…
ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବୃଦ୍ଧଙ୍କର ଶୋଚନୀୟ ମୃତ୍ୟୁ…
ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…
ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ ବିଷୋୟୀଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ କରାଯିବା ଘଟଣାରେ ପୋଲିସକୁ…
ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…
ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର ବିଜେପୁର ଥାନା ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତ ୩ ତାରିଖରେ…
ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍
ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି। ଗ୍ରାମର ରାଜେନ୍ଦ୍ର…
ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ
ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି ଚୋର। ଗୋଟିଏ ରାତିରେ ହୁମା ବଜାରରୁ ୩ଟି ବାଇକ୍ ଚୋରି ହୋଇଥିବା ଅଭିଯୋଗ…

