Tag Archives: odisha

୧୦୫ ଘାଟ

ଭାରତରେ ଗତ କିଛି ବର୍ଷ ହେବ ସୃଷ୍ଟି କରାଯାଇଥିବା ସାମାଜିକ, ଅର୍ଥନୈତିକ, ଧାର୍ମିକ ଓ ରାଜନୈତିକ ବିଭାଜନ ବିଷୟରେ ୬ ଜାନୁଆରୀ ଏହି ସ୍ତମ୍ଭରେ ‘ଶିକ୍ଷିତ ଦେଶବିରୋଧୀ’ ଶୀର୍ଷକରେ ଲେଖା ପ୍ରକାଶ କରିଥିଲୁ। ଏହି ଦିନ ଆଉ ଏକ ବିଭାଜନ ନେଇ…

ଆଜି ବନକଲାଗି: ୫ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୭ା୧(ଅଜିତ୍‌ କୁମାର ମହାନ୍ତି): ମାଘ କୃଷ୍ଣପକ୍ଷ ଚତୁର୍ଥୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକ ଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ବୁଧବାର ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ…

ବିଦେଶୀ ଶିକ୍ଷାର୍ଥୀଙ୍କୁ ଆପଣାଇବାରେ କିଟ୍‌ ଦେଶର ୫ମ

ଭୁବନେଶ୍ୱର,୭।୧(ଅନୁରାଧା ମହାରଣା): ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ବୃତ୍ତିଗତ ପ୍ରତିଷ୍ଠାନଗୁଡ଼ିକୁ ବିଦେଶୀ ଶିକ୍ଷାର୍ଥୀଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧିପାଉଛି ବୋଲି ନିକଟରେ ନୀତି ଆୟୋଗଙ୍କ ରିପୋର୍ଟ ପ୍ରକାଶ ପାଇଛି। ଭାରତରେ ଉଚ୍ଚଶିକ୍ଷାର ଅନ୍ତର୍ଜାତୀୟକରଣ ଉପରେ ନୀତି ଆୟୋଗଙ୍କ ରିପୋର୍ଟ ଅନୁଯାୟୀ, ୨୦୨୧-୨୨…

ଓଟିଇଟି ପରୀକ୍ଷାକୁ ନେଇ ବଡ଼ ଖବର: : ଦୁଇବର୍ଷିଆ ବିଏଡ୍‌ ଛାତ୍ରୀଛାତ୍ର…

ଭୁବନେଶ୍ୱର,୭।୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି ପେପର୍‌-୨ ପରୀକ୍ଷା ଦେଇପାରିବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସାମାଜିକ ଗଣମାଧ୍ୟମ…

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ନିର୍ଦ୍ଦେଶ: ମାର୍ଚ୍ଚ ୮ ସୁଦ୍ଧା ବାଳିକାଙ୍କ…

ଭୁବନେଶ୍ୱର,୭ା୧(ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର, ବାଳିକା ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ମାର୍ଚ୍ଚ ୮ ପୂର୍ବରୁ ଯେପରି ଶୌଚାଳୟ ସୁନିଶ୍ଚିତ ହେବ ସେନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସଂପୃକ୍ତ ବିଭାଗୀୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନୂଆଦିଲ୍ଲୀଠାରେ ଡିସେମ୍ବର…

ଝାରସୁଗୁଡ଼ାରେ ୭୨ବର୍ଷର ରେକର୍ଡ ଭାଙ୍ଗିଲା ତାପମାତ୍ରା: ଆସନ୍ତା ୫ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୭ା୧(ବନ୍ଦନା ସେଠୀ): ରାଜ୍ୟକୁ ପୁଣି ଲେଉଟିଲା ଶୀତ। ଗତ ୨ଦିନ ହେବ ଶୀତ ସାମାନ୍ୟ କମ୍‌ ଥିବାବେଳେ ମଙ୍ଗଳବାରଠାରୁ ଶୀତ ପ୍ରକୋପ ପୁଣି ବୃଦ୍ଧି ପାଇଛି। ଆଗାମୀ ୪ଦିନରେ ଏହା ଆହୁରି ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା…

ରାଜା ଜିତାମିତ୍ର ସିଂଦେଓଙ୍କୁ ଶ୍ରଦ୍ଧାଞ୍ଜଳି

ଖଡ଼ିଆଳ, ୭ା୧ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳର ରାଜା ଡ. ଜିତାମିତ୍ର ପ୍ରସାଦ ସିଂଦେଓଙ୍କୁ ବିଭିନ୍ନ ଅନୁଷ୍ଠାନ ଓ ବ୍ୟକ୍ତିବିଶେଷଙ୍କ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏହି ଅବସରରେ ଖଡ଼ିଆଳ ସାଂସ୍କୃତିକ ଅନୁଷ୍ଠାନ ଓ ଖଡ଼ିଆଳ ମହୋତ୍ସବ କମିଟି…

ତଦନ୍ତ କଲେ ବିଡିଓ, ସହକାରୀ ଯନ୍ତ୍ରୀ

ଲୋଇସିଂହା,୭ା୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ଅଧୀନ କୁଶଙ୍ଗ ଡିଗ୍ରୀ କଲେଜର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ଅନିୟମିତା ହୋଇଥିବା ନେଇ କଲେଜ କର୍ତ୍ତୃପକ୍ଷ ବିଡିଓଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ମଙ୍ଗଳବାର ବିଡିଓ ଅକ୍ଷୟ ପାଣି ଉଦ୍ଦୁ, ବ୍ଲକ୍‌ ସହକାରୀ…

ଡେଲିଭରି ଏଜେଣ୍ଟ ପରିଚୟ ଦେଇ ସାଇବର ଠକେଇ ଅଭିଯୋଗ,୨ ଜଣଙ୍କୁ ବାନ୍ଧିଲା…

ଦିଗପହଣ୍ଡି/ଚିକିଟି,୬|୧(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅଞ୍ଚଳରେ ଲୋକଙ୍କ ଠାରୁ ବିଭିନ୍ନ ଉପାୟରେ ଲକ୍ଷାଧିକ ଟଙ୍କା ଠକେଇ କରାଯାଇଥିବା ଅଭିଯୋଗ ହେବା ପରେ ମଙ୍ଗଳବାର କେ. ନୂଆଗାଁ ପୋଲିସ ୨ ଜଣଙ୍କୁ ଗିରଫ…

ଭାରତ ସ୍କାଉଟ ଓ ଗାଇଡ୍ସର କ୍ୟାମ୍ପୋରି ଉଦ୍‌ଘାଟିତ: ୨୪୬ ସ୍କୁଲର…

ଦିଗପହଣ୍ଡି, ୬ା୧(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀ ଧାମ ଆବାସିକ ବିଦ୍ୟାଳୟ ପରିସରରେ ଭାରତ ସ୍କାଉଟ ଓ ଗାଇଡ୍ସର ୩୧ତମ ଗଞ୍ଜାମ ଜିଲା ସ୍ତରୀୟ କ୍ୟାମ୍ପୋରି ’ବସୁନ୍ଧରା’ ମଙ୍ଗଳବାର ଉଦ୍‌ଘାଟିତ ହୋଇଛି।…

ଚାଷୀଙ୍କ ମୁଣ୍ଡରେ ଚଡ଼କ: ମଣ୍ଡିରେ ପଡ଼ିଛି ଧାନ, ଆସୁଛି ବର୍ଷା; ଦାବିରେ ଅଟଳ ମିଲର୍ସ ସଂଘ

ଭୁବନେଶ୍ୱର,୬।୧: ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଏବେ ସମ୍ପୂର୍ଣ୍ଣ ଅଚଳାବସ୍ଥା ଆଡ଼କୁ ଗତି କରୁଛି। ଗୋଟିଏ ପଟେ ରାଇସ୍ ମିଲରମାନେ ନିଜ ଜିଦ୍‌ରେ ଅଟଳ ଥିବାବେଳେ, ଅନ୍ୟପଟେ ବର୍ଷା ଓ ଲଘୁଚାପ ସୂଚନା ଚାଷୀଙ୍କ ଚିନ୍ତାକୁ ଦ୍ୱିଗୁଣିତ କରିଦେଇଛି। ମଙ୍ଗଳବାର ଖାଦ୍ୟ…

ବ୍ଲକ କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଲା ସରପଞ୍ଚ ସଂଘ, ଭାଜପା ନେତାଙ୍କ ସମେତ ୧୭ ଜଣଙ୍କୁ ଗିରଫ କରା ନଗଲେ…

ରାଜନଗର,୬ା୧(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ନୂଆ କରି ବିଡିଓ ଭାବରେ ଯୋଗ ଦେଇଥିବା ତିଳୋତ୍ତମା ପୃଷ୍ଟିଙ୍କୁ ରାଜନଗର ଭାଜପା ନେତା ଲଳିତ ବେହେରା ଆକ୍ରମଣ ଘଟଣାରେ ରାଜନୈତିକ ଉଷ୍ଣତା ଉଗ୍ରରୂପ ଧାରଣ କରୁଛି। ପ୍ରତିବାଦ କରିବା ସହ ଲଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?