ଓଡ଼ିଶାରେ ବଡ଼ ଘୋଷଣା କଲେ ଓମ ବିର୍ଲା! SC/ST ଜାତୀୟ ସମ୍ମିଳନୀରେ କହିଲେ…
ଭୁବନେଶ୍ୱର,୨୯।୮: ଆଜି ଓଡ଼ିଶା ଲୋକସେବା ଭବନର କନଭେନସନ ସେଣ୍ଟରଠାରେ ଦୁଇଦିନିଆ ଜାତୀୟ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଯାହାକୁ ଲୋକ ସଭା ବାଚସ୍ପତି ଓମ ବିର୍ଲା ଉଦ୍ଘାଟନ କରିଛନ୍ତି। ଏହି ସମୟରେ ଓମ ବିର୍ଲା ଉଦ୍ବୋଧନ ଦେଇ…
ବଡ଼ଗଡ଼ ବ୍ରିଟ୍ କଲୋନୀରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, ସିସିଟିଭିରେ ବଡ଼ ଖୁଲାସା!
ଭୁବନେଶ୍ୱର,୨୯।୮: ବଡ଼ଗଡ଼ ବ୍ରିଟ୍ କଲୋନୀରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ । ସନ୍ଦେହରେ ୨ ଯୁବତୀ । ଝୁଲନ୍ତା ଅବସ୍ଥାରେ ଥିବା ଯୁବକଙ୍କ ନିକଟରୁ ମୋବାଇଲ ନେଇ ଛୁ ମାରିଲେ ୨ ଯୁବତୀ। ଯାହାକୁ ନେଇ ଚର୍ଚ୍ଚା ସନ୍ଦେହରେ ୨ ଯୁବତୀ ଥିବା…
କଳାହାଣ୍ଡିରେ ନୂଆଁଖାଇ: ଖିରି, ପିଠାରେ ମହକିଲା ଘର; ପରମ୍ପରାକୁ ନ ଭୁଲି …
ଭବାନୀପାଟଣା,୨୮ା୮(ଉତ୍ତମ କୁମାର ଦାଶ)- ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଗୁରୁବାର କଳାହାଣ୍ଡି ଜିଲାରେ ଧୁମଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ ୯ଟା ୫୦ରେ ନବାନ୍ନ ଲାଗିଥିଲା। ପରେ ସହରର ପ୍ରତ୍ୟେକ ବର୍ଗର ଲୋକ ମହାପ୍ରଭୁଙ୍କୁ…
ନଦୀ ପାର୍ ପାଇଁ ସାହାରା ପାଲଟିଛି ଦୌଡି: ବିପଦସଙ୍କୁଳ ଅବସ୍ଥାରେ ଯାଉଛନ୍ତି ଗ୍ରାମବାସୀ
ମୋହନା, ୨୮।୮( ମନ୍ମଥ ମିଶ୍ର ): ନଦୀ ପାର ପାଇଁ ଦୌଡି ହିଁ ପାଲଟିଛି ଗ୍ରାମବାସୀଙ୍କ ସାହା ଭରସା । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଚାନ୍ଦିପୁଟ ଗ୍ରାମ ପଞ୍ଚାୟତ ବାଙ୍କୀଝୋଳା ଗାଁରେ। କିଛିଦିନ ହେବ…
ଶିମିଳିପାଳ ଲୁଲୁଙ୍ଗ ବୁଲିବା ପାଇଁ ବାହାରିଥିଲେ ୨ ନାବାଳକ, ବାଟରେ ଘଟିଲା…
ବାରିପଦା,୨୮ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା-ଲୁଲୁଙ୍ଗ ରାସ୍ତା ପାର୍ଶ୍ୱ ଗଛରେ ପିଟି ହୋଇ ଦୁଇ ନାବାଳକଙ୍କ ମୃତ୍ୟୁ ଘଟିଛି । ମୃତକମାନେ ହେଲେ ବାଙ୍ଗରିପୋଷି ଥାନା ଅଧିନ ଭବାଡିହା ଗ୍ରାମର ନବୀନ ନାଏକଙ୍କ ପୁଅ ରାକେଶ (୧୩) ଓ ଦିବାକର…
ବିଭିନ୍ନ ଦୋକାନରେ ଅଚାନକ ଚଢ଼ାଉ: ୧୮୭ ଲିଟର ବିଦେଶୀ ମଦ ଜବତ
ରିଷିଡା,୨୮।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ସ୍ଥିତ ଭିରକାପଡା, ଫଟାମୁଣ୍ତା ତେରେସିଂହା ଛକର ବିଭିନ୍ନ ଦୋକାନରେ ବୁଧବାର ଅଚାନକ ଚଢ଼ାଉ କରି ସଂପୃକ୍ତ ବେପାରୀମାନଙ୍କ ଠାରୁ ବିଭିନ୍ନ ପ୍ରକାର ୧୮୭ ଲିଟର ବିଦେଶୀ ମଦ ଜବତ ହୋଇଛି।…
ନୂଆଖାଇ ଭେଟଘାଟ, ଏକାଠି ନବାନ୍ନ ଖାଇଲେ ୧୦୦ ପରିବାର
ରିଷିଡା,୨୮ା୮(ସୁଶାନ୍ତ ମଲ୍ଲିକ): ଉତ୍ସାହ ଉଦ୍ଦୀପନାର ସହ ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଖାଇ ଗୁରୁବାର ଧୂମଧାମରେ ପାଳିତ ହୋଇଛି। ଏହି ଅବସରରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ଗ୍ରାମବାସୀଙ୍କ ଉଦ୍ୟମରେ ଲୋକେ ରାଗରୁଷା ଭୁଲି ଏକାଠି ବସି ସମସ୍ତେ…
ଅଜବ ପରମ୍ପରା: ନୂଆଁଖାଇରେ ହୁଅନ୍ତି ଏକାଠି ବିଭିନ୍ନ ଜାତି, ଧର୍ମର ଲୋକେ, ପଛରେ ରହିଛି ରହସ୍ୟ…
ବଲାଙ୍ଗୀର, ୨୮।୮: ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା ତାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ମହୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଶିରାବାହାଲ ଗ୍ରାମବାସୀ। ଗତ ୧୮ ବର୍ଷ ହେଲା ଏହି ଗ୍ରାମବାସୀ ଜାତିପ୍ରଥାର…
ପୂର୍ବତନ ବିଜେଡି ସାଂସଦ ପିନାକୀ ମିଶ୍ରଙ୍କ ନାଁରେ ସାଂଘାତିକ ଅଭିଯୋଗ
ଭୁବନେଶ୍ୱର, ୨୭।୮: ପୂର୍ବତନ ବିଜେଡି ସାଂସଦ ପିନାକୀ ମିଶ୍ରଙ୍କ ନାଁରେ ସାଂଘାତିକ ଅଭିଯୋଗ ଆସିଛି। ଆର୍ଥିକ ହେରଫେର, ମନି ଲଣ୍ଡରିଂ ଭଳି ସଙ୍ଗୀନ ଅଭିଯୋଗ ହୋଇଥିବା ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ସଂସଦରେ ଦେଶ ସୁରକ୍ଷାର ଗୁପ୍ତ ତଥ୍ୟ ନେଇ…
ରାତି ପାହିଲେ ନୂଆଁଖାଇ: ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା
ଭବାନୀପାଟଣା, ୨୭।୮(ଉତ୍ତମ କୁମାର ଦାସ): ରାତି ପାହିଲେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ କଳାହାଣ୍ଡି ଜିଲାର ପୁରପଲ୍ଲୀ ଚଳଚଞ୍ଚଳ ହୋଇ ଉଠିଛି। କୃଷି ଭିତ୍ତିକ ପର୍ବ ନୂଆଁଖାଇ ପ୍ରକୃତିର କୋଳରେ ଯେବେ ପ୍ରଥମଥର ପାଇଁ ଧାନ ଅମଳ ହୁଏ ତାହା…
ବିକଶିତ ଗାଁ ବିକଶିତ ଓଡ଼ିଶା କାମ ସ୍ଥାନାନ୍ତରିତ ନେଇ ଟଣାଓଟରା: ଗୋଟିଏ କାମ ପାଇଁ ଲାଗିଛି ୨ଗୋଟି ଫଳକ
ଲାଞ୍ଜିଗଡ଼,୨୭।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଖବାହିଲି ପଞ୍ଚାୟତର ପତରପଡ଼ାଠାରେ ବିକଶିତ ଗାଁ ବିକଶିତ ଓଡ଼ିଶା କାମ ସ୍ଥାନାନ୍ତରିତ ନେଇ ଟଣାଓଟରା ହେଉଥିବା ବେଳେ ଗୋଟିଏ କାମ ପାଇଁ ୨ଗୋଟି ଫଳକ ଲାଗିଥିବା ଅଭିଯୋଗ। ପ୍ରତ୍ୟେକ ଗାଁରେ ସରକାରଙ୍କ…
ଆସନ୍ତାକାଲି ନୂଆଖାଇ ପର୍ବ: ଗ୍ରାମର ଇଷ୍ଟ ଦେବାଦେବୀଙ୍କୁ ଅଗ୍ର ପୂଜା ପାଇଁ କରାଯାଏ ଏମିତି ବିଧି…
କେସିଙ୍ଗା ୨୭।୮(ତୁମେଶ୍ବର ସାହୁ) : ପଶ୍ଚିମ ଓଡିଶାର ଗଣ ପର୍ବ ନୂଆଖାଇ ପର୍ବ ଆସନ୍ତା କାଲି ଗୁରୁବାର ପାଳନ କରାଯିବ। ସେଥିପାଇଁ ଗ୍ରାମର ଇଷ୍ଟ ଦେବାଦେବୀଙ୍କୁ ପ୍ରଥମେ ପୂଜାର୍ଚ୍ଚନା କରିବା ପାଇଁ ଗ୍ରାମର ଦୁଇ ଜଣ ସେବକ ଗ୍ରାମର ମୁଖ୍ୟ ରାସ୍ତାରେ…
Archives


