Tag Archives: odisha

ନବୋଦୟ ବିଦ୍ୟାଳୟରେ ବଢୁଛି ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ସୁଦ୍ଧା ୫୪ ଆକ୍ରାନ୍ତ, ସ୍ଥିତି ଅନୁଧ୍ୟାନ କଲା ସ୍ବାସ୍ଥ୍ୟ ବିଭାଗ

ଖୋର୍ଦ୍ଧା , ୬।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଆଜି ସୁଦ୍ଧା ସଂଖ୍ୟା ୫୪ରେ ପହଞ୍ଚିଛି। ଆଗକୁ ଆହୁରି ବଢିବା ସମ୍ଭାବନା ରହିଛି। ପାଣି ଏବଂ ବାହାର ଖାଦ୍ୟରୁ ଜଣ୍ଡିସ ଆକ୍ରାନ୍ତ ବଢୁଛି…

ଚାଷୀଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର,୬।୧: ମଣ୍ଡିରେ ଧାନ କଟନୀ ଛଟନୀ ଓ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ମଙ୍ଗଳବାର ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିବାକୁ ଯାଉଥିବା ବେଳେ ରାଜମହଲ ଛକ ପୂର୍ବରୁ ଅଟାକାଇଥିଲା ପୋଲିସ ।…

ଲାଞ୍ଚ ନେଉଥିଲେ ଫରେଷ୍ଟର, ମାଡ଼ି ବସିଲା ଭିଜିଲାନ୍ସ: ସ୍କାଏ ଲାଇଟ୍‌ , ଝରକାରୁ ମିଳିଲା ପୁଳାପୁଳା ଟଙ୍କା

ବଲାଙ୍ଗୀର,୬।୧( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଗୁଲୁମି ଫରେଷ୍ଟର ଅଶୋକ କୁମାର ନାଏକ ୧୨ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି। କୁଟୁରାକେନ ଗାଁର ବାବୁଲାଲ ଭୋଇଙ୍କ ଠାରୁ ଦୁଇଟି ରେଙ୍ଗାଲ ଗଛ…

ଆଜି ଶେଷ ସନ୍ଧ୍ୟାରେ ବଲିଉଡ ଗାୟକଙ୍କ ଗୀତରେ ଝୁମିବେ ଦର୍ଶକ: ପହଞ୍ଚିବେ ମନ୍ତ୍ରୀ, ବିଧାୟକ

ଧର୍ମଶାଳା, ୬।୧( ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ସ୍ଥିତ ଧର୍ମଶାଳା ମହୋତ୍ସବ ପଡିଆଠାରେ ଡିସେମ୍ବର ୨୫ ତାରିଖରୁ ଆରମ୍ଭ ହୋଇଥିବା ୨୧ତମ ଧର୍ମଶାଳା ମହୋତ୍ସବ ମହାଆଡ଼ମ୍ବରରେ ପାଳନ କରାଯାଉଛି। ଆଜି ମଙ୍ଗଳବାର ଏହାର ଉଦଯାପନୀ ଉତ୍ସବ ପାଳନ କରାଯିବ ।…

ଜିଲା ପାଇଁ ଗୌରବ: ନ୍ୟାଶନାଲ ସାଇକେଲିଂ ଚାମ୍ପିୟନସିପରେ ଭାଗ ନେବେ ଓଡ଼ିଆ ପୁଅ ୟସରାଜ

ଗଞ୍ଜାମ,୬।୧(ବିଦ୍ୟାଧର ସାହୁ ): ଆସନ୍ତା ଜାନୁଆରୀ ୧୩ରୁ ୧୭ ପର୍ଯ୍ୟନ୍ତ ଝାଡଖଣ୍ଡର ରାଞ୍ଚିଠାରେ ଅନୁଷ୍ଠିତ ହେବ ନ୍ୟାଶନାଲ ସାଇକେଲିଂ ଚାମ୍ପିୟନସିପ । ଏହି ଜାତୀୟ ସାଇକେଲିଂ ଚାମ୍ପିୟନସିପରେ ଭାଗ ନେବେ ଓଡ଼ିଆ ପୁଅ ୟସରାଜ ବାଡ଼ତ୍ୟା । ଆସନ୍ତାକାଲି ଅର୍ଥାତ୍‌ ବୁଧବାର…

ଭିତରେ ଲୋକ ଖାଉଥିବାବେଳେ ରେଷ୍ଟରାଣ୍ଟ ଉପରକୁ ବୋମାମାଡ: ବାଇକରେ ଆସି ବୋମା ଫିଙ୍ଗି ଚମ୍ପଟ ମାରିଲେ…

ବ୍ରହ୍ମପୁର, ୬।୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହରରେ ଏବେ ଦିନକୁ ଦିନ ଅପରାଧୀମାନେ ସକ୍ରିୟ ହେବାରେ ଲାଗିଛନ୍ତି। ସୋମବାର ସନ୍ଧ୍ୟାରେ ବଡବଜାର ଥାନା ଅନ୍ତର୍ଗତ ଗ୍ରାମଦେବତୀ ସାହିରେ ଥିବା ଏକ ମଦ ଦୋକାନ ନିକଟରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ…

ବିଲକୁ ଯାଇଥିବାବେଳେ ବାର୍‌ହା ସହ ମୁହାଁମୁହିଁ ହୋଇଗଲେ ଚାଷୀ, ତା’ପରେ…

ଭୁବନ,୬।୧( ବିପିନ ବିହାରୀ ସେଠୀ) : ଢେଙ୍କାନାଳ ଜିଲା ଭୁବନ ଥାନା ଏକତାଳି ଗ୍ରାମର ଅରୁଣ ମନ୍ତ୍ରୀ (୬୫) ମଙ୍ଗଳବାର ବାର୍‌ହା ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି । ସେ ସକାଳ ସମୟରେ ବାଦାମ ବିଲକୁ ଯାଇଥିବା ବେଳେ ବାର୍‌ହା ସହ…

ଧାନ ଉଠେଇଲେନି ମିଲର୍ସ: ଦାବି ପୂରଣ ନ ହେବାରୁ…

ବରଗଡ଼,୬।୧(ପ୍ରେମାନନ୍ଦ ଖମାରୀ): ଆଉ ୨ସପ୍ତାହ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ୨ମାସ ବିତିବ। ହେଲେ ଜିଲାରେ ଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ଟୋକନ ସମସ୍ୟାକୁ ନେଇ ଚାଷୀମାନେ ମଣ୍ଡିକୁ ଧାନ ଆଣିପାରୁ ନଥିବାବେଳେ ମଣ୍ଡିକୁ ଆସିଥିବା…

ମିଲରଙ୍କ ଆନ୍ଦୋଳନ, ଧାନ ଉଠାଣ ବନ୍ଦ

ଭବାନୀପାଟଣା,୬ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଗତ ନଭେମ୍ବର ୨୯ରୁ ଆରମ୍ଭ ହୋଇଥିଲା। ହେଲେ ପ୍ରାରମ୍ଭିକ ପର୍ଯ୍ୟାୟରେ ମିଲରଙ୍କ ସହଯୋଗ ମନୋବୃତ୍ତି ଦେଖାଯାଇ ନ ଥିଲା। ଫଳରେ ଅନେକ ମଣ୍ଡିକୁ ବିକ୍ରି ପାଇଁ ଆସୁଥିବା ଧାନ…

କନ୍ୟାକୁମାରୀ ବୁଲିବାକୁ ଯାଇଥିଲେ, ଧକ୍କା ଦେଲା କାର୍‌, ଯୁବକ ମୃତ

ମୋହନା, ଗଜପତି ୫।୧( ମନ୍ମଥ ମିଶ୍ର/ଗିରିଧାରୀ ପରିଛା ): କନ୍ୟାକୁମାରୀରେ ରାସ୍ତାରେ ଚାଲି ଚାଲି ଯାଉଥିବାବେଳେ ଧକ୍କା ଦେଲା କାର୍‌। ଫଳରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ମୃତ ଯୁବକ ହେଲେ ଗଜପତି ଜିଲା ମୋହନା…

ମହାବିଦ୍ୟାଳୟରେ ସ୍ବର୍ଗତ ରାଜାସାହେବଙ୍କ ନିମନ୍ତେ ଶୋକ ସଭା

ଖଡ଼ିଆଳ,୫।୧(ସୁଜିତ କୁମାର ପ୍ରଧାନ ): ନୂଆପଡା ଜିଲା ଖଡ଼ିଆଳ ସ୍ବୟଂ ଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଶାନ୍ତ କୁମାର ପଣ୍ଡାଙ୍କ ତତ୍ତ୍ୱାବାଧାନରେ ଖଡ଼ିଆଳର ଗଡ଼ଜାତ ରାଜାସାହେବ ସ୍ବର୍ଗତ ଡ଼ ଜିତାମିତ୍ର ସିଂ ଦେଓଙ୍କ ଅକାଳ ବିୟୋଗରେ ଶୋକାକୁଳ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଛାତ୍ରୀଛାତ୍ରଙ୍କୁ…

ନୂଆ ଦଳ ଗଠନ ଉପରେ ବଡ଼ ସୂଚନା ଦେଲେ ମୋକିମ୍‌: ଆସନ୍ତା ୧୨ ତାରିଖରେ…

ଭୁବନେଶ୍ୱର,୫।୧: ଆସନ୍ତା ୧୨ ତାରିଖରେ ମୋକିମ୍‌ଙ୍କ ନୂଆ ଦଳ ପାଇଁ ପଡ଼ିବ ମୂଳଦୁଆ। ଏନେଇ ଏକ ଗଣମାଧ୍ୟମକୁ ମହମ୍ମଦ ମୋକିମ୍‌ ପ୍ରତିକ୍ରିୟା ଦେଇ ଏହି ସୂଚନା ଦେଇଛନ୍ତି। ଜାତୀୟ ଯୁବ ଦିବସରେ ନୂଆ ଦଳ ପାଇଁ ମୂଳଦୁଆ ପଡ଼ିବ । ମାର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?