Tag Archives: odisha

ଚଳନ୍ତା ବାଇକ୍‌ରେ ମୋବାଇଲରେ ରିଲ୍‌ କରୁଥିଲେ, ବାଇକ୍‌କୁ ପଛରୁ ପିଟି ଛିଟିକି ପଡ଼ିଲେ ଯୁବକ; ବ୍ରହ୍ମପୁର…

ମୋହନା,୨୦।୯( ମନ୍ମଥ ମିଶ୍ର): ବାଇକକୁ ପଛପଟୁ ଧକ୍କା ଦେଲା ବାଇକ । ଦୁର୍ଘଟଣାରେ ଦୁଇ ଜଣ ରାସ୍ତା କଡ଼କୁ ଛିଟିକି ପଡ଼ି ଗୁରୁତର ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସୂଚ଼ନାଯୋଗ୍ୟ, ବ୍ରାହ୍ମଣୀଗାଁ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ୍‌, ଚାଲିଗଲା ଚାଳକଙ୍କ ଜୀବନ 

ବଲାଙ୍ଗୀର,୨୦।୯: ବଲାଙ୍ଗୀର ସହର ଏନ୍‌ଏଚ୍‌ ୨୬ ବିଜାଖମନ  ନିକଟରେ ଶନିବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯିବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ଦୁର୍ଘଟଣା ପରେ ତାଙ୍କୁ ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍‌ପିଟାଲକୁ ନିଆଯାଇଥିଲା।…

ଥୁଆମୂଳ ରାମପୁର ବ୍ଲକ ବିଜେଡିର ଯୁବ ସଭାପତି ହେଲେ ପ୍ରଦୀପ କୁମାର ନାଏକ

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): ବିଜୁ ଜନତା ଦଳ ତାର ସଂଗଠନକୁ ତୃଣମୂଳସ୍ତରରୁ ଅଧିକ ମଜବୁତ କରିବା ପାଇଁ ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଜାରି ରଖିଛି। ଏହି ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ମଧ୍ୟ ଏହି ପ୍ରକ୍ରିୟା ଜରିଆରେ ବ୍ଲକ…

ଜାତୀୟ ଟାଇକୁଣ୍ଡ ପ୍ରତିଯୋଗିତାରେ କମାଲ କଲେ ଜୟଶ୍ରୀ କେମିକାଲ ସ୍କୁଲର ଛାତ୍ରୀ

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ ): ମହାରାଷ୍ଟ୍ରର ଜଲଗାଁଓଠାରେ ଗତ ୧୬ରୁ ୧୮ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି ସିଆଇଏସଇସି ଜାତୀୟସ୍ତରୀୟ ଟାଇକୁଣ୍ଡ ପ୍ରତିଯୋଗିତା। ଜୟଶ୍ରୀ କେମିକାଲସ ସ୍କୁଲର ଅଷ୍ଟମ ଶ୍ରେଣୀ ଛାତ୍ରୀ ପ୍ରତ୍ୟୁଷ କୁମାରୀ ତରାଇ ୧୭ ବର୍ଷରୁ କମ୍‌ ବାଳିକା ବିଭାଗ ୫୫ କିଗ୍ରାରେ…

ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କୁ ଦିଆଗଲା ଗାର୍ଡ ଅଫ ଅନର୍‌: ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ବୀରମିତ୍ରପୁର ନିର୍ବାଚନମଣ୍ଡଳୀର ପୂର୍ବତନ ତଥା ୪ ଥରର ବିଧାୟକ, ବିଶିଷ୍ଟ ଶ୍ରମିକ ଓ ଆଦିବାସୀ ନେତା ଜର୍ଜ ତିର୍କୀ ଆଉନାହାନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କର ପରଲୋକ ଘଟିଛି। ଶନିବାର ବିଧାନସଭା ପରିସରରେ ଜର୍ଜ ତିର୍କୀଙ୍କୁ ଦିଆଯାଇଛି ଗାର୍ଡ ଅଫ…

ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର: ୧୧୬ ଜଣ ଭିନ୍ନକ୍ଷମଙ୍କୁ ମିଳିଲା ସାର୍ଟିଫିକେଟ

କେସିଙ୍ଗା,୨୦।୯(ତୁମେଶ୍ବର ସାହୁ): ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓଡ଼ିଶା ସରକାରଙ୍କ ଆନୁକୂଲ୍ୟରେ କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସାମାଜିକ ସୁରକ୍ଷା ଅଧିକାରୀ ରାକେଶ ବୁଡ଼ଙ୍କ ନେତୃତ୍ୱରେ ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।…

ରାଜ୍ୟ ସ୍ତରୀୟ ବକ୍ସିଂରେ ୧ ସ୍ବର୍ଣ୍ଣ,୨ କାଂସ୍ୟ ପଦକ ହାସଲ କରି ଗୌରବ ଆଣିଲେ ଖେଳାଳି, ଛୁଟୁଛି ଶୁଭେଚ୍ଛାର ସୁଅ

ଅମରପାଲି,୨୦।୯(ପୀତାମ୍ବର ସାହୁ) ସୁବର୍ଣ୍ଣପୁର ଜିଲାର ବକ୍ସିଂ ଖେଳାଳିଙ୍କୁ ରାଜ୍ୟ ସ୍ତରୀୟ ବକ୍ସିଂ ପ୍ରତିଯୋଗିତାରେ ସଫଳତା ମିଳିଛି। ଉକ୍ତ ପ୍ରତିଯୋଗିତାରେ ଜଣେ ପ୍ରତିଯୋଗୀ ସ୍ବର୍ଣ୍ଣ ପଦକ ହାସଲ କରିଥିବାବେଳେ ଦୁଇ ଜଣ ପ୍ରତିଯୋଗୀ କାଂସ୍ୟ ପଦକ ହାସଲ କରି ସୁବର୍ଣ୍ଣପୁର ଜିଲା ପାଇଁ…

ସାବାଡ଼ ହେବେ ସରକାରୀ କର୍ମଚାରୀ! ଗୋଟିଏ କାର୍ଯ୍ୟାଳୟରେ ୩ ବର୍ଷରୁ ଅଧିକ ଦିନ ରହିଥିଲେ ହେବ ବଦଳି

ଭୁବନେଶ୍ୱର, ୧୯।୯(ସୁନିତ୍‌ ମିଶ୍ର): ଗାଦି ମାଡ଼ିବସି ଦୀର୍ଘଦିନ ଧରି ଗୋଟିଏ ସ୍ଥାନରେ ରହି ଆସିଥିବା ଅଧିକାରୀଙ୍କୁ ଅନ୍ୟତ୍ର ବଦଳି କରାଯିବ। ନିର୍ଦ୍ଦିଷ୍ଟ କାର୍ଯ୍ୟାଳୟରେ ୩ ବର୍ଷରୁ ଅଧିକ ସମୟ ଥିବା କର୍ମଚାରୀଙ୍କୁ ସ୍ଥାନାନ୍ତର ଲାଗି ରାଜସ୍ବ ବିଭାଗ ପକ୍ଷରୁ ଚିଠା ଜାରି…

୨୬ରେ ଲଘୁଚାପ, ଏସବୁ ଜିଲା ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ 

ଭୁବନେଶ୍ୱର, ୧୯ା୯(ବନ୍ଦନା ସେଠୀ) – ପାର୍ବଣରେ ବର୍ଷା ହେବ ନାହିଁ ବୋଲି ପୂର୍ବରୁ ପାଣିପାଗ ବିଭାଗ ଆକଳନ କରିଥିଲା। ହେଲେ ଆସନ୍ତା ୨୬ ତାରିଖରେ ବଙ୍ଗୋପସାଗରରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଦୁର୍ଗାପୂଜାରେ ବର୍ଷା ହେବାନେଇ ଆଶଙ୍କା…

ନିଲାମ ପୋଖରୀ ବିବାଦ: ଗୋଡ଼ାଇ ଗୋଡ଼ାଇ ହାଣିଲେ ସମ୍ପର୍କୀୟ ଭାଇ, ରକ୍ତ ଜୁଡୁବୁଡୁ ଅବସ୍ଥାରେ… 

ବାଙ୍କୀ,୧୯।୯( ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ବରପୁଟ ପଞ୍ଚାୟତ ସ୍ଥିତ ପାଥପୁର ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ନିଲାମ  ପୋଖରୀ ବିବାଦକୁ ନେଇ ବହୁ ଦିନ ଧରି ଚାଲିଥିଲା ବିବାଦ। ଆଜି ସକାଳ ପ୍ରାୟ …

ଘର ଭିତରକୁ ପଶିଗଲା ଟ୍ରକ; ଚାଲିଗଲା ଡ୍ରାଇଭରଙ୍କ ଜୀବନ, ଭଞ୍ଜନଗର ପୂର୍ବତନ ବ୍ଲକ କଂଗ୍ରେସ ସଭାପତି ଆହତ

ଭଞ୍ଜନଗର,୧୯।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମପୁର ମୁଖ୍ୟ ରାସ୍ତାର  କଇଁଣ୍ଡି ଗ୍ରାମରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗୁରୁବାର ରାତିରେ ଜଣଙ୍କ ଘର ଭିତରକୁ ଏକ ଟ୍ରକ ପଶିଯିବା ଫଳରେ ଘଟଣାସ୍ଥଳରେ ଟ୍ରକ ଚାଳକଙ୍କ ମୃତ୍ୟୁ ଘଟିଛି। ଘଟଣା ପରେ ଗାଡିରୁ ସୁରକ୍ଷିତ…

କ୍ରିକେଟ ମ୍ୟାଚରେ ହାର ଜିତ୍‌କୁ ନେଇ ବଚ୍‌ସା: ରାତିରେ ଯୁବକଙ୍କୁ ଗୋଡାଇ ଗୋଡାଇ ଖଣ୍ଡାରେ…

ଦିଗପହଣ୍ଡି,୧୯।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ବନ୍ଥପଲ୍ଲୀ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଶିବଶଙ୍କର ବିଷୋୟୀ ନାମକ ଜଣେ ଯୁବକଙ୍କୁ ଗ୍ରାମର କିଛି ଯୁବକ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri