Tag Archives: odisha

ମୋକିମ୍‌ଙ୍କ ବଡ଼ ଘୋଷଣା: ମାର୍ଚ୍ଚ ଶେଷ ସୁଦ୍ଧା…

ଭୁବନେଶ୍ୱର,୧୦।୧: ନୂଆ ଦଳ ଗଠନ ନେଇ ମହମ୍ମଦ ମୋକିମ୍‌ ବଡ଼ ସୂଚନା ଦେଇଛନ୍ତି। ମୋକିମ୍‌ କହିଛନ୍ତି, ମାର୍ଚ୍ଚ ଶେଷ ସୁଦ୍ଧା ନୂଆ ଦଳ ଘୋଷଣା ହେବ। ନୂଆ ଦଳ ନେଇ ସମୀକରଣ ଚାଲିଛି, ପୂରା ରାଜ୍ୟରୁ ମତାମତ ନିଆଯାଉଛି। ଆସନ୍ତା ୧୨…

ସ୍କୁଲ ପରିସରରୁ ୩ ଛାତ୍ରୀ ନିଖୋଜ ଘଟଣା: ୫ ଘଣ୍ଟା ପରେ ଏକ କୁଡ଼ିଆରୁ…

ଜୟପୁର, ୧୦।୧(ପବନ ପାଣିଗ୍ରାହୀ): ବୋରିଗୁମ୍ମା ପଢେଇ ଗୁଡା ଆଶ୍ରମ ବିଦ୍ୟାଳୟ ପରିସରରୁ ଗତକାଲିଠୁ ନିଖୋଜ ଥିବା ୩ ଛାତ୍ରୀ ଉଦ୍ଧାର ହୋଇଛନ୍ତି। ୫ ଘଣ୍ଟା ପରେ ନିକଟସ୍ଥ ଏକ ଗ୍ରାମର ରାସ୍ତାକଡରେ ଥିବା ଏକ ଝୁମ୍ପୁଡି କୁଡ଼ିଆରେ ଆଶ୍ରୟ ନେଇଥିଲେ ଛାତ୍ରୀମାନେ।ପୋଲିସ…

କ୍ଷତିପୂରଣ ଦାବିରେ ରାସ୍ତାରୋକୋ: ପ୍ରଶାସନ-ପୋଲିସର ପ୍ରତିଶ୍ରୁତି ପରେ ହଟିଲା…

ବଲାଙ୍ଗୀର, ୯।୧( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ପଥରଚେପା ଗାଁ ପୋଖରୀରେ ଶୁକ୍ରବାର ସକାଳୁ ଏକ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ମୃତଦେହଟି ବଲାଙ୍ଗୀର ସହର ଶାନ୍ତିପଡା ନିବାସୀ ପ୍ରବୀଣ ମହାଲିଙ୍ଗ ଓରଫ ମୁଟୁଙ୍କ ବୋଲି…

ହଜମହୋଇପାରୁ ନ ଥିବା ଦୁଃଖ

ବଦହଜମି ଗୋଟେ ବଡ଼ ସମସ୍ୟା। ଗ୍ୟାସ୍‌ଜନିତ କାରଣରୁ ଧୀରେ ଧୀରେ ଏଇ ରୋଗ ବୟସ ଅନୁପାତରେ ବଢ଼ିବଢ଼ିଚାଲେ। ମଣିଷକୁ କଲବଲକରେ। ଖାଇବାର ଲୋଭକୁ ରୋକିହୁଏନି କି ଖାଇହୁଏନାହିଁ। ଅନେକ ପ୍ରକାର ପ୍ରତିବନ୍ଧକ ଲାଗିଯାଏ। ଇଏ ବଡ଼ ପୀଡ଼ାଦାୟକ ଅବସ୍ଥା। ସାମ୍ନାରେ ସହଜରେ…

ଜିଲାସ୍ତରୀୟ ନୌକା-ତୀର ଚାଳନା ପ୍ରତିଯୋଗିତାରେ ବ୍ୟାପକ ଅବ୍ୟବସ୍ଥା: ମଞ୍ଚ ତ୍ୟାଗ କଲେ ଜନପ୍ରତିନିଧି, ପ୍ରଶାସନିକ ଏକଚାଟିଆ… 

ଥୁଆମୂଳ ରାମପୁର,୯।୧ (ଦୁର୍ଗା କୀର୍ତ୍ତି): ପ୍ରଶାସନିକ ଅବ୍ୟବସ୍ଥା ଓ ଜନପ୍ରତିନିଧିଙ୍କୁ ଅଣଦେଖା ଅଭିଯୋଗ ମଧ୍ୟରେ ଥୁଆମୂଳ ରାମପୁରଠାରେ ଆୟୋଜିତ ୨୮ତମ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୬ ର ନୌକା ଓ ତୀର ଚାଳନା ପ୍ରତିଯୋଗିତା ଶୁକ୍ରବାର ଶେଷ ହୋଇଛି। ଇନ୍ଦ୍ରାବତୀ…

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ: ଦ୍ୱିତୀୟ ସଂନ୍ଧ୍ୟାରେ ଯୋଗଦେଲେ ଗଣଶିକ୍ଷା ମନ୍ତ୍ରୀ, ଗୋଟିଏ ମଞ୍ଚରେ…

ଦାରିଙ୍ଗବାଡି, ୯।୧ (ଅରୁଣ ସାହୁ ): ଦାରିଙ୍ଗବାଡି ଶୀତ ମହୋତ୍ସବର ଦ୍ୱିତୀୟ ସଂନ୍ଧ୍ୟା ଉଦଘାଟନୀ ଉତ୍ସବରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଓଡିଶା ସରକାରଙ୍କ ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ…

ଝିଅ ଜନ୍ମ ପରେ ଦେଉଥିଲେ ଯୌତୁକ ନିର୍ଯାତନା, ବାପଘରକୁ ଯିବା ପରେ ଦ୍ୱିତୀୟ ବିବାହ: ଥାନାରେ ସ୍ତ୍ରୀ ଦେଲେ…

ଦିଗପହଣ୍ଡି,୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏନ୍‌.ପୁଷ୍ପା ରେଡ୍ଡୀଙ୍କୁ ତାଙ୍କ ସ୍ବାମୀ ଏନ୍‌. ସୂର୍ଯ୍ୟ ରେଡ୍ଡୀ ଏବଂ ଶାଶୁ, ଶ୍ବଶୁର, ନଣନ୍ଦ ଅଧିକ ଯୌତୁକ ପାଇଁ ଶାରୀରିକ ଓ ମାନସିକ ନିର୍ଯାତନା ଦେଇଥିବା…

ଟ୍ୟୁଶନ ସାରି ଘରକୁ ଫେରୁଥିଲେ ଛାତ୍ରୀଛାତ୍ର: ଅଟୋକୁ ପିଟିଲା ବାଇକ୍‌; ୩ ଦୁର୍ଘଟଣାରେ…

ଭଞ୍ଜନଗର,୯।୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ଷଡ଼ଙ୍ଗୀ ପଲ୍ଲୀ ଛକ ନିକଟରେ ଶୁକ୍ରବାର ରାତି ପ୍ରାୟ ୮ ଟାରେ ଏକ ସ୍କୁଲ ଅଟୋ ସହ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାରୁଡ଼ା ଗ୍ରାମର ଜଣେ…

ରଙ୍ଗ୍‌ ରୁଟ୍‌ ହେଲା କାଳ: ଭାରସାମ୍ୟ ହରାଇ ମୁହାଁମୁହିଁ ହୋଇଗଲେ ଦୁଇ ଅଟୋ, ୫ ଯାତ୍ରୀ… 

ବୈଶିଙ୍ଗା,୯।୧(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ୧୮ ନଂ ଜାତୀୟ ରାଜପଥର ଖଇରବଣି ଗ୍ରାମ ନିକଟସ୍ଥ ରୟାଲ ଢ଼ାବା ନିକଟରେ ଶୁକ୍ରବାର ଅପରାହ୍ନ ୩ ଟା ସମୟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୭ ଜଣ ଆହତ…

ପ୍ଲାଷ୍ଟିକ ମୁକ୍ତ ହେବ ‘ବୁଢ଼ାକେନ୍ଦୁ ମନ୍ଦିର’: ପରିବେଶ ସହଯୋଗୀ ବିକଳ୍ପ…

ଭଞ୍ଜନଗର,୯।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ବୁଢ଼ାକେନ୍ଦୁ ମନ୍ଦିରରେ ଶୁକ୍ରବାର ‘ପ୍ଲାଷ୍ଟିକ ମୁକ୍ତ ପିକନିକ୍‌ ସ୍ପଟ୍‌’ ଅଭିଯାନ ଅନୁଷ୍ଠିତ ହୋଇଥିଲା। ଉକ୍ତ ଅଞ୍ଚଳରେ ଆଗାମୀ ଦିନରେ କିଭଳି ସମ୍ପୂର୍ଣ୍ଣ ପ୍ଲାଷ୍ଟିକ ମୁକ୍ତ ହୋଇପାରିବ…

ଅଡୁଆରେ ଚାଷୀ, ଧାନବିକ୍ରି କରିବା ପାଇଁ ମଣ୍ଡିରେ ଜଗି ରହିଥିଲେ, କିନ୍ତୁ…

ବଲାଙ୍ଗୀର, ୯।୧(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲାରେ ଧାନକିଣାରେ ଅଚଳାବସ୍ଥା ଜାରି ରହିଛି। ଚାଷୀମାନେ ଧାନବିକ୍ରି କରି ନ ପାରି ଅଡୁଆ ସ୍ଥିତିରେ ରହିଛନ୍ତି। ମିଲରମାନଙ୍କ ଧର୍ମଘଟ ଯୋଗୁ ଚାଷୀଙ୍କ ଅଡୁଆ ଆହୁରି ବଢ଼ିଯାଇଛି। ଗତ ୪/୫ ଦିନ ହେଲା…

ଅପମିଶ୍ରିତ, ଭେଜାଲ ଖାଦ୍ୟ ହେଉଛି ପ୍ରସ୍ତୁତ, ଅଭିଯୋଗ କଲେ ଦୋକାନୀ ଦେଉଛନ୍ତି ଏଭଳି ଧମକ

ଗଞ୍ଜାମ,୯।୧(ବିଦ୍ୟାଧର ସାହୁ ): ଖାଦ୍ୟର ମାନ ଯାଞ୍ଚ ହେଉନଥିବାରୁ ଗଞ୍ଜାମ ସହରରେ ଅପମଶ୍ରିତ, ଭେଜାଲ ଖାଦ୍ୟ ପ୍ରସ୍ତୁତ ହେଉଥିବା ଅଭିଯୋଗ ହୋଇଛି । ଗଞ୍ଜାମ ସହର ବଡ଼ ବଜାର ଠାରୁ ଆରମ୍ଭ କରି ସାନ ବଜାର ଓ ଆଖ ପାଖ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?