Tag Archives: odisha

ବିଛଣାରେ ପଶି ରାତି ସାରା ମୁଣ୍ଡ ପାଖରେ ଶୋଇଲା ନାଗ, ସକାଳେ ନିଦରୁ ଉଠି…

ବାରିପଦା,୧୯ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ବିଷଧର ସାପ ସହ ମଣିଷର ଗୋଟିଏ ରାତି ବିଛଣାରେ ପାହିଲା। ହେଲେ ସାପଟି ମଣିଷର କୌଣସି କ୍ଷତି କରି ନ ଥିଲା।  ପରିବାର ଲୋକେ ସାପ ଧରାଳିଙ୍କୁ ଡାକି ଅକ୍ଷତ ଅବସ୍ଥାରେ ଧରି ସାପକୁ ଜଙ୍ଗଲରେ ଛାଡ଼ିଛନ୍ତି।…

ମହିଳା କର୍ମଚାରୀଙ୍କୁ ଅସଦାଚରଣ: ଗିରଫ ପରେ ନିଲମ୍ବିତ ହେଲେ ସହକାରୀ ଶାଖା ପରିଚାରକ

ବରଗଡ଼,୧୯।୮(ପ୍ରେମାନନ୍ଦ ଖମାରୀ)-ସମ୍ବଲପୁର ଜିଲା ସମବାୟ କେନ୍ଦ୍ର ବ୍ୟାଙ୍କ, ସୋହେଲାର ଶାଖା ପରିଚାଳକ ପ୍ରଭଞ୍ଜନ ମାଝୀଙ୍କୁ ସୋମବାର ବ୍ୟାଙ୍କର ମୁଖ୍ୟ କାର୍ଯ୍ୟନିର୍ବାହୀ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଅପରପକ୍ଷେ ସହକାରୀ ଶାଖା ପରିଚାଳକ ପ୍ରିୟଙ୍କା ବାରିକଙ୍କୁ ସୋହେଲା ଶାଖାର ଶାଖା ପରିଚାଳକଭାବେ ଅବସ୍ଥାପିତ କରାଯାଇଛି।…

ବୋହୂଙ୍କ ମାଡ଼ରେ ଶାଶୁ-ଶ୍ୱଶୁରଙ୍କ ସହ ସ୍ବାମୀ…ଥାନାରେ ଏତଲା

ନୀଳଗିରି, ୧୯।୮(ପ୍ରଶାନ୍ତ ବିଶ୍ୱାଳ)-ବାଲେଶ୍ୱର ଜିଲା ନୀଳଗିରି ଥାନା କାଂଶ ପଞ୍ଚାୟତ କୁହ୍ଲାପାଳ ଗାଁରେ ପାରିବାରିକ କଳହରୁ ଜଣେ ମହିଳା ତାଙ୍କ ଶାଶୁ, ଶ୍ୱଶୁର ଓ ସ୍ବାମୀଙ୍କୁ ଆକ୍ରମଣ କରିଛନ୍ତି। ଆକ୍ରମଣରେ ୩ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…

ଯୁକ୍ତ-୨ ଖାଲି ସିଟ୍ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ତାରିଖ ଘୋଷଣା

ଭୁବନେଶ୍ୱର,୧୯।୮: ଓଡ଼ିଶାର ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ (ଡିଏଚଏସଇ) ରାଜ୍ୟର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଏକାଦଶ ଶ୍ରେଣୀର ଖାଲି ଆସନ ପୂରଣ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଇ-ଆଡ଼ମିଶନର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ଆଡ଼ମିଶନ ପ୍ରକ୍ରିୟା ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ଅଗଷ୍ଟ ୨୫,…

ବୋହୂଙ୍କ ଶୁଦ୍ଧି କ୍ରିୟା ପାଇଁ ସହାୟତାର ହାତ ବଢାଇଲେ ସ୍ଥାନୀୟ ସରପଞ୍ଚ

କର୍ଲାମୁଣ୍ଡା,୧୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡା ଗ୍ରାମ ପଞ୍ଚାୟତ ଯୋଗିପଲା ଗ୍ରାମ ଶିଶୋପଡାଠାରେ ଜୈନେକ ୮୦ ବର୍ଷିଆ ବୃଦ୍ଧାଙ୍କ ବୋହୂଙ୍କ ଶୁଦ୍ଧି କ୍ରିୟା କରିବା ପାଇଁ ବୃଦ୍ଧା ମହିଳାଙ୍କ ପାଇଁ ଅର୍ଥ ସମସ୍ୟା ଦେଖା ଦେଇଥିଲା। ଏନେଇ…

ବୁଧବାର ଏହି ୧୧ ଜିଲାରେ ପ୍ରବଳ ବର୍ଷିବ, ଜାରି ହେଲା ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯।୮: ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଅବପାତ। ୨୪ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି। ତେବେ ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୧ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହି ଜିଲାଗୁଡିକ ହେଉଛି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,…

ବିଧାୟକ ପ୍ରତିନିଧି ଭାବେ ମନୋନୀତ ହେବା ପରେ କଲେ ବଡ଼ ଘୋଷଣା

ଗଞ୍ଜାମ, ୧୯।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ଗଞ୍ଜାମ ଏନଏସି ପ୍ରତିନିଧି ହୋଇଛନ୍ତି ଭାଜପା ଯୁବ ଛାତ୍ର ନେତା ରାନୁ ବୈଠାରୁ। ବିଧାୟକଙ୍କ ପ୍ରତିନିଧି ମନୋନୀତ ହେବା ପରେ ଗଞ୍ଜାମ ଏନଏସି ଇଓ ଅପର୍ଣ୍ଣା ଡାଙ୍ଗୁଆଙ୍କୁ ଭେଟିଥିଲେ।ଏନେଇ…

ମାଲାମାଲ ହୋଇଯିବ ଓଡ଼ିଶା! ଏହି ୬ ଜିଲାରେ ବଡ଼ ବଡ଼ ସୁନା ଖଣି

ଭୁବନେଶ୍ୱର,୧୯।୮: ଓଡ଼ିଶାରେ ୬ଟି ବଡ଼ ସୁନା ଖଣି ମିଳିଛି। ବୈଜ୍ଞାନିକମାନେ ଏହାକୁ ନେଇ ଖୁସି ପ୍ରକାଶ କରିଛନ୍ତି। ସେମାନେ କହିଛନ୍ତି ଯେ ଏଥିରେ ୨୦ ମେଟ୍ରିକ ଟନ ସୁନା ମିଳିବ ବୋଲି ଆଶା କରାଯାଉଛି। ଖଣିଜ ସମ୍ପଦରେ ସମୃଦ୍ଧ ଓଡ଼ିଶା ଏବେ…

ଭଞ୍ଜନଗର ଏନଏସି ପକ୍ଷରୁ ଫୁଟବଲ ଟୁର୍ନାମେଣ୍ଟ: କେ ଏସୟୁବି କଲେଜକୁ ହରାଇ ବିପଦର ବନ୍ଧୁ ଚାମ୍ପିୟନ

ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସି ଆସନ୍ତା ୩୧ ତାରିଖରେ ନିଖିଳ ଭାରତ ସ୍ବାୟତ୍ତ ଶାସନ ଦିବସ ପାଳନ କରିବ । ଚଳିତ ବର୍ଷ ଏନଏସି ପକ୍ଷରୁ ବଡ ଧରଣର ଉତ୍ସବ ଆୟୋଜନ କରାଯାଇଛି । ତେଣୁ ଅଧ୍ୟକ୍ଷ ଗୋପବନ୍ଧୁ…

ପାନୀୟ ଜଳ ସମସ୍ୟାକୁ ନେଇ ରାସ୍ତାରେ ଶତାଧିକ ମହିଳା, ରାସ୍ତାରୋକୋ ଯୋଗୁ ଯାତାୟାତ ବାଧାପ୍ରାପ୍ତ

କଲ୍ୟାଣସିଂହପୁର, ୧୯।୮( ଦୀପକ କୁମାର ପରିଡ଼ା): ପାନୀୟ ଜଳ ସମସ୍ୟାକୁ ନେଇ ହାଣ୍ଡି, ଗରା ଆଦି ଧରି ରାଜ ରାସ୍ତାରେ ଶତାଧିକ ମହିଳା। ଏଭଳି ଦେଖିବାକୁ ମିଳିଛି ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକାରପାଇ ସାହି ନିକଟରେ। ପିଇବା ପାଣିର ସୁବିଧା…

ଓଡ଼ିଶା ଉପକୂଳରେ ଅବପାତ ସୃଷ୍ଟି, ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮।୮: ପଶ୍ଚିମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଓଡ଼ିଶା ଉପକୂଳ ନିକଟ ସମୁଦ୍ରରେ ଅବପାତରେ ପରିଣତ ହୋଇଛି। ଏହି ଅବପାତ ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୪୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ସହ ଜଡ଼ିତ…

ରାଜ୍ୟରେ ନିଯୁକ୍ତ ହେବେ ୧୮୪୦ ଡାକ୍ତର, ୫ ହଜାରରୁ ଊର୍ଦ୍ଧ୍ବ ପାରାମେଡିକାଲ୍‌ ଷ୍ଟାଫ୍‌

ଭୁବନେଶ୍ୱର,୧୮।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକରେ ୧୮୪୦ ଡାକ୍ତର ଓ ୫୦୦୦ରୁ ଅଧିକ ପାରାମେଡିକାଲ ଷ୍ଟାଫଙ୍କ ନିଯୁକ୍ତି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ରାଜ୍ୟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri