ପଞ୍ଚାୟତ କାମ ସାରି ଫେରୁଥିଲେ, ଧକ୍କା ଦେଲା ପିକ୍ଅପ୍ ଭ୍ୟାନ୍; ଉନ୍ନୟନ ଅଧିକାରୀ…
ଦିଗପହଣ୍ଡି, ୨୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ନିକଟରେ ଏକ ପିକଅପ ଭ୍ୟାନ ଧକ୍କାରେ ଜଣେ ବାଇକ୍ ଆରୋହୀ ଗୁରୁତର ହୋଇଛନ୍ତି। ଆହତ ଜଣକ ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟ ନୀଳକଣ୍ଠ ନଗରରେ...
ଭବାନୀପାଟଣା ବିଧାୟକ ସାଗର ଦାସଙ୍କୁ ହତ୍ୟା ଧମକ, ଟୁଇଟ୍ କରି ବିଧାୟକ କହିଲେ…
ଭବାନୀପାଟଣା,୨୧।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା କଂଗ୍ରେସ ବିଧାୟକ ସାଗର ଚରଣ ଦାସଙ୍କୁ ହତ୍ୟା ଧମକ ମିଳିଛି। ଏ ନେଇ ବିଧାୟକ ସାଗର ନିଜ ଏକ୍ସରେ ଟୁଇଟ କରି ସୂଚନା ଦେଇଛନ୍ତି। ଭବାନୀପାଟଣା ଦେପୁର ଯୋନ ସଭାପତି ଉଦେପୂର୍...
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ବଢିଲା ପୁରୀ ସେବାୟତଙ୍କ ପେନସନ ରାଶି, ଜାଣନ୍ତୁ କେତେ…
ଭୁବନେଶ୍ୱର,୨୧।୧୧: ବଢ଼ିଲା ପୁରୀ ଶ୍ରୀମନ୍ଦିର ସେବାୟତଙ୍କ ପେନସନ ରାଶି। ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏନେଇ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାସିକ ବରିଷ୍ଠ ସେବାୟତ ଭତ୍ତା ୪ ହଜାରରୁ ୫...
୧୨ ପ୍ରସ୍ତାବକୁ ଉପରେ ବାଜିଲା କ୍ୟାବିନେଟ ମୋହର, ଜାଣନ୍ତୁ କ’ଣ କ’ଣ…
ଭୁବନେଶ୍ୱର,୨୧।୧୧: ୧୨ ପ୍ରସ୍ତାବକୁ ବାଜିଲା ରାଜ୍ୟ କ୍ୟାବିନେଟ ମୋହର। ୯ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ ମିଳିଛି। ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗ ଗଠନ ପାଇଁ ମଞ୍ଜୁରୀ ମିଳିଛି। ପୋଲିସ, ବନ, ଅବକାରୀ ବିଭାଗର ନିଯୁକ୍ତି କରିବ...
ଡିସେମ୍ବର ୯ରେ ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ: ଷ୍ଟାଡିୟମ ବୁଲି ଦେଖିଲେ IIT ଭୁବନେଶ୍ବର ଟିମ୍
ଭୁବନେଶ୍ୱର,୨୧।୧୧: କଟକ ବାରବାଟୀ ଷ୍ଟାଡିୟମରେ IIT ଭୁବନେଶ୍ବରର ବୈଷୟିକ ଟିମ୍। ଭାରତ-ଦକ୍ଷିଣ ଆଫ୍ରିକା ଟି -୨୦ ପୂର୍ବରୁ ଷ୍ଟାଡିୟମ ବୁଲି ଦେଖିଛନ୍ତି। ୮ ଜଣିଆ ଟିମ ଗ୍ୟାଲେରୀ, କର୍ପୋରେଟର ବକ୍ସ, VVIP ବକ୍ସ, ପ୍ୟାଭିଲିୟନ ବୁଲିଛନ୍ତି। ଅନୁଧ୍ୟାନ ପରେ ସରକାରଙ୍କୁ...
ବଡ଼ ଖବର: ହ୍ୟୁମାନଙ୍କ ୨ ମ୍ୟାନେଜରଙ୍କ ନାଁରେ ଥାନାରେ ଏତଲା, ଷଡ଼ଯନ୍ତ୍ର କରି ମାରିଥିବା ଅଭିଯୋଗ
ଭୁବନେଶ୍ୱର,୨୧।୧୧: ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ଘଟଣାରେ ୨ ମ୍ୟାନେଜରଙ୍କ ନାଁରେ ବଲାଙ୍ଗୀର ଟାଉନ ଥାନାରେ ଏତଲା ଦିଆଯାଇଛି। ମ୍ୟାନେଜର ଦିନେଶ ବେହେରା ଓ ପ୍ରଶାନ୍ତ ବେହେରାଙ୍କ ନାଁରେ ଏତଲା ହୋଇଛି। ଷଡ଼ଯନ୍ତ୍ର କରି ହ୍ୟୁମାନଙ୍କୁ ମାରି ଦିଆଯାଇଥିବା...
ଓଡ଼ିଶାରେ ବାଂଲାଦେଶୀ ହଟାଅ ଅଭିଯାନ ଜୋରଦାର: ନିଜେ ଘର ଭାଙ୍ଗି ଫେରାର ଅନୁପ୍ରବେଶକାରୀ
ଭୁବନେଶ୍ୱର,୨୧।୧୧: ଓଡ଼ିଶାର ଉପକୂଳ ଓ ଅନ୍ତଃସ୍ଥଳ ଜିଲାଗୁଡ଼ିକରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ ରାଜ୍ୟ ପୋଲିସ ଓ ଜିଲା ପ୍ରଶାସନର ଯୁଗ୍ମ ଅଭିଯାନ ଜୋରଧରିଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ଯାଜପୁର ଜିଲାରେ ବ୍ୟାପକ ଚଢ଼ାଉ ଓ ଧରପଗଡ଼ ଜାରି...
ବରଗଡ଼ର ଏସବୁ ଅଞ୍ଚଳରେ ସକାଳ ୮ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ବିଦ୍ୟୁତ୍ କାଟ୍; ଜାଣନ୍ତୁ କେବେ…
ବରଗଡ଼,୨୦।୧୧(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ବିଦ୍ୟୁତ୍ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ୍) ପକ୍ଷରୁ ୧୩୨/୩୩ କେ.ଭି. ଥୁଆପାଲି ଗ୍ରୀଡ୍ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ବରଗଡ଼ ଜିଲା ଅନ୍ତର୍ଗତ ଥୁଆପାଲି, ସଂକ୍ରିଡା, ରେମୁଣ୍ଡା, ଜାମଟିକ୍ରା, ଭେଡେନ, ଚିଚିଣ୍ଡା, ବରପଦର,...
ପୁରୁଣା ଏକ୍ସରେ ମେଶିନ କହି ରୋଗୀ ଫେରାଇ ଦେଉଛନ୍ତି ଟେକନିସିଆନ
ମୋହନା,୨୦ା୧୧(ମନ୍ମଥ ମିଶ୍ର)-ଗଜପତି ଜିଲା ମୋହନା ରାଜ୍ୟର ଦ୍ୱିତୀୟ ବୃହତ୍ତମ ବ୍ଲକ ରୂପେ ପରିଚିତ। ଏଠାରେ ସ୍ବାସ୍ଥ୍ୟସେବା ପାଇଁ ରହିଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଭିନ୍ନ ଅବ୍ୟବସ୍ଥା ଦେଖିବାକୁ ମିଳୁଛି। ବ୍ଲକରେ ୩୯ଟି ପଞ୍ଚାୟତ ସମେତ କନ୍ଧମାଳ ଜିଲାର କେତେକ ପଞ୍ଚାୟତ ଅଞ୍ଚଳର...
ଭିଣୋଇଙ୍କ ଉପରେ ଏତେ ରାଗ, ଶଳାଙ୍କ ଆଖିବୁଜା ଗୁଳିମାଡ଼ରେ…
କଣ୍ଟାମାଳ,୨୦।୧୧( ଆଦିତେଶ୍ୱର ମିଶ୍ର)- ବୌଦ୍ଧ ଜିଲା ମନମୁଣ୍ଡା ଥାନା ତିଲପଙ୍ଗା ଗାଁରେ ଗୁରୁବାର ସାରେ ଅଭାବନୀୟ ଘଟଣା ଘଟିଛି। ଶଳାଙ୍କ ଗୁଳିମାଡ଼ରେ ଭିଣୋଇ ଗୁରୁତର ହୋଇଥିବା ଜଣାପଡିଛି। ସୂଚନା ମୁତାବକ, ବାଉଁଶୁଣୀ ଥାନା ଗୁଡ଼ପଡ଼ା ଗ୍ରାମର ବ୍ୟୋମକେଶ ଖଟୁଆ(୨୫) ଶ୍ୱଶୁର...
ପ୍ରତିଶ୍ରୁତି ଦେଲେ ଅତାବିରା ବିଧାୟକ, ୨୮ ପର୍ଯ୍ୟନ୍ତ…
ବରଗଡ଼,୨୦।୧୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଧାନ ବିକ୍ରି ପଞ୍ଜୀକରଣରେ ଚାଷୀଙ୍କ ପ୍ରତି କରାଯାଇଥିବା ଅବହେଳାକୁ ନେଇ ଦେଖାଯାଇଥିବା ଅସନ୍ତୋଷ ଥମିବାର ନାଁ ନେଉ ନାହିଁ। ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡିଥିବା ଚାଷୀଙ୍କୁ ପଞ୍ଜୀକୃତ କରିବା ଦାବି ନେଇ ଗତ...
ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟିର ଆଲୋଚନା ସଭା: ଅଫିସର ରାଜ ବିରୋଧରେ…
ଦିଗପହଣ୍ଡି, ୨୦।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ଅନ୍ତର୍ଗତ ତିଳେଶ୍ବର ଗ୍ରାମର ଠାକୁରାଣୀ ମନ୍ଦିର ପରିସରରେ ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟିର ଏକ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ସଭାରେ ବରିଷ୍ଠ କୃଷକ ନେତା...
Archives


