ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ
ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ (OSNELIA) ସଂଘ କଟକ ଜିଲ୍ଲା ସଂଯୋଜକ କେଶବ ଚନ୍ଦ୍ର ସାହୁଙ୍କ ନେତୃତ୍ୱରେ ମହାବିଦ୍ୟାଳୟର…
ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା
ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମଜୟନ୍ତୀ ଅବସରରେ ପବିତ୍ର ଗୁରୁଦିବସ ଶ୍ରଦ୍ଧାର ସହ ପାଳିତ ହୋଇଯାଇଛି। ପାଟଣା…
‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’
ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ ସୂଚନା ଦେଇଛନ୍ତି। ନିର୍ବାଚନ ପରିଚାଳନା ପାଇଁ କମିଶନଙ୍କ ପକ୍ଷରୁ ପ୍ରସ୍ତୁତି ଜୋରସୋରରେ ଚାଲିଥିବା…
ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…
ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଇରାଷି ପଞ୍ଚାୟତର ତାରିଣୀପଲ୍ଲୀ ଗ୍ରାମବାସୀ ଓ ପ୍ରାକ୍ତନ ଛାତ୍ରଛାତ୍ରୀ।…
ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…
ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍ପିଏଫ୍) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ ରେଳ କର୍ମଚାରୀଙ୍କୁ ଆର୍ପିଏଫ୍ ଥାନା ହାଜତରେ ଅକଥନୀୟ ନିର୍ଯାତନା ଦିଆଯାଇଛି। ଆର୍ପିଏଫ୍ ପୋଲିସ…
ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି
ପୁରୀ,୫ା୯(ଅଜିତ୍ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ ଅଭିଯୁକ୍ତଙ୍କ ନିକଟରୁ ପୁଳା ପୁଳା ଟଙ୍କା ଜବତ କରିଛି। ଅଭିଯୁକ୍ତଦ୍ୱୟ ହେଲେ ତାଳବଣିଆ…
ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ
ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ ତଦନ୍ତ ଫାଇଲ ଗଲା କୁଆଡେ, ସ୍ବାମିଜୀଙ୍କ ହତ୍ୟାକାରୀ…
ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା
ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ‘ସିଏମ୍ କିଷାନ ଯୋଜନା’ର ରବି ୨୦୨୬-୨୭ ଋତୁ ପାଇଁ ସହାୟତା ରାଶି ବଣ୍ଟନ…
୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି
ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ଦୀର୍ଘ ଦଶନ୍ଧି ଧରି ଦୁଇ ଗୋଷ୍ଠୀରେ ବିଭକ୍ତ ହୋଇ ରହିଥିବା ଗ୍ରାମବାସୀ ଶେଷରେ…
ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…
ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ମେଳଛାମୁଣ୍ଡା ଥାନାରେ କାର୍ଯ୍ୟରତ ଥିଲେ। ସୂଚନାଯୋଗ୍ୟ…
ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…
ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ, ସୁନା ଚେନ୍ ଓ ଟଙ୍କା ଲୁଟ୍ ଏବଂ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ…
ଦିଗପହଣ୍ଡିରେ ନକଲି ମଦ କାରଖାନା ଠାବ: ବଟଲିଂ ମେସିନ୍ ସହ ବିପୁଳ ନକଲି ମଦ ଜବତ, ଅଭିଯୁକ୍ତ ଗିରଫ
ଦିଗପହଣ୍ଡି୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ନକଲି ବିଦେଶୀ ମଦ, ଖାଲି ବୋତଲ, ଦେଶୀ ମଦ ପାଉଚ୍ ଏବଂ ଦୁଇଟି ବଟଲିଂ ମେସିନ୍ ଜବତ କରାଯାଇଛି। ଏହି ବେଆଇନ କାରବାରରେ ସଂପୃକ୍ତ ଥିବା…

