ଗଞ୍ଜାମ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷା ହେଲେ ପ୍ରଫେସର ସ୍ମରଣୀକା ହୋତା
ଗଞ୍ଜାମ, ୪।୫(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟ ନୂତନ ଅଧ୍ୟକ୍ଷା ଭାବେ ପ୍ରଫେସର ଡ. ସ୍ମରଣିକା ହୋତା ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଅଧ୍ୟକ୍ଷ ଥିବା ପ୍ରଫେସର ସିମାଞ୍ଚଳ ଭୋଳ ଅବସର ଗ୍ରହଣ କରିଛନ୍ତି । ଗଞ୍ଜାମ ମହାବିଦ୍ୟାଳୟକୁ ୫୫ ବର୍ଷ...
୫ ଦିନ ତଳେ ଭଉଣୀ ବାହାଘର ସାରି ଯାଇଥିଲେ, ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା
ଗଞ୍ଜାମ,୪।୫(ବିଦ୍ୟାଧର ସାହୁ): କର୍ନାଟକରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା l କର୍ନାଟକ ରାଜଧାନୀ ବେଙ୍ଗାଲୁରୁରେ ଏକ ଘରୋଇ କମ୍ପାନୀରେ କାର୍ଯ୍ୟରତ ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକର କୁଶପଲ୍ଲୀ ଗାଁର ଯୁବକଙ୍କୁ ହତ୍ୟା କରାଯାଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ମୃତ...
କଟକ ବ୍ରିଜ ଭୁଶୁଡ଼ିବା ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, ୫ ଲକ୍ଷର ଅନୁକମ୍ପା ରାଶି ଘୋଷଣା
ଭୁବନେଶ୍ୱର, ୩ା୫(ସୁନିତ୍ ମିଶ୍ର): କଟକ ଖାନ୍ନଗରଠାରେ ବ୍ରିଜ୍ ନିର୍ମାଣ ସମୟରେ ଭୁଶୁଡ଼ି ପଡ଼ିବା ଯୋଗୁ ୩ ଜଣଙ୍କ ଜୀବନ ଯିବା ସହ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଅଘଟଣ ବିଷୟରେ ଜାଣିବା...
ବରଗଡ଼ ଚାଷୀ ମୁଣ୍ଡରେ ଚଡ଼କ: ଝଡ଼ବର୍ଷା ସହ ହେଉଛି କୁଆପଥର ମାଡ଼, ଉଜୁଡ଼ିଲା ରବି ଧାନ ଫସଲ, ବିଦ୍ୟୁତ ନ ଥିବାରୁ…
ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ କାଳବୈଶାଖୀର କରାଳ ରୂପ ଲାଗି ରହିଛି। ଶନିବାର ସନ୍ଧ୍ୟାରେ ମଧ୍ୟ କାଳବୈଶାଖୀ ପ୍ରଭାବରେ ଜିଲାର ବିଭିନ୍ନ ସ୍ଥାନରେ ଝଡବର୍ଷା ସାଙ୍ଗକୁ କରାମାଡ (କୁଆପଥର ବୃଷ୍ଟି) ହେଉଛି। ଏବେ ରବି ଧାନ ଫସଲ ଅମଳକ୍ଷମ ଅବସ୍ଥାକୁ...
ଘରେ ପଶି ପଡ଼ୋଶୀଙ୍କୁ ଟାଙ୍ଗିଆରେ ହାଣିଲେ, ପଦ୍ମପୁର ଥାନାରେ ଆତ୍ମସମର୍ପଣ କଲେ…
ରାୟଗଡ଼ା,୩।୫(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ ସଉରା ବିକ୍ରମପୁର ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି । ସେହି ଗ୍ରାମର ପଣ୍ଡା ଶବର ନାମକ ଜଣେ ବ୍ୟକ୍ତି ନିଜ ପଡୋଶୀ ଚୈତନ୍ୟ ଶବର(୪୮)ଙ୍କୁ ଟାଙ୍ଗିଆରେ...
ବାଇକ୍ ଚୋରି କରି ନେଇଥିଲେ, ନାଗାବଳୀ ପୋଲ ଉପରେ ଚଲାଉଥିବା ବେଳେ ମାଡ଼ି ବସିଲା ପୋଲିସ
ରାୟଗଡ଼ା, ୩।୫(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଏପ୍ରିଲ ୨୮ ତାରିଖରେ ହୋଇଥିବା ଏକ ବାଇକ ଚୋରି ଘଟଣାରେ ଅଭିଯୁକ୍ତଙ୍କୁ ଠାବ କରିଛି ଟାଉନ ଥାନା ପୋଲିସ । ଏଥିରେ ଜଣଙ୍କୁୁ ଗିରଫ କରିବା ସହିତ ଚୋରି ବାଇକ ମଧ୍ୟ...
ଗୋଇନ୍ଦା ସୂଚନା ପରେ ସୀମାନ୍ତରେ ହାଇ ଆଲର୍ଟ, ୧୦ଟି ସ୍ଥାନରେ ୨୪ଘଣ୍ଟିଆ ନାକା ଚେକିଂ
ଭୋଗରାଇ, ୩ା୫(ପ୍ରଦୀପ ଦାସ): ପହଲଗାମରେ ୨୬ଜଣ ପର୍ଯ୍ୟଟକଙ୍କୁ ଆତଙ୍କବାଦୀ ଗୁଳି କରି ହତ୍ୟା ଘଟଣା ସାରା ବିଶ୍ୱକୁ ସ୍ତବ୍ଧ କରିଦେଇଥିବା ବେଳେ ଦେଶର ପ୍ରତିରକ୍ଷା ବିଭାଗ ପ୍ରତି ଚ୍ୟାଲେଞ୍ଜ ସୃଷ୍ଟି ହେଇଛି। ଏଭଳି ସ୍ଥିତିରେ ଭାରତର ସମସ୍ତ ସୀମାନ୍ତବର୍ତ୍ତୀ ରାଜ୍ୟରେ...
ହେଉଥିଲା ମୋରମ ଚୋରା ଚାଲାଣ, ୨ଟି ହାଇଓ୍ବାକୁ ଜବତ କରି ୩ଜଣଙ୍କୁ ବାନ୍ଧିଲା ପୋଲିସ
ପୁରୁଷୋତ୍ତମପୁର,୩।୫ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭାଟକୁମରଡା ନିକଟସ୍ଥ ଶାର୍ଗୁଣାପଲ୍ଲୀ ପାହାଡରୁ ଚୋରାରେ ମୋରମ ଚାଲାଣ ହେଉଥିଲା। ଏହି ସମୟରେ ଚଢ଼ାଉ କରି ୨ଟି ହାଇୱା ଟ୍ରକ( ନଂ ଓଡି ୦୪ ଭି ୧୭୩୫ ଏବଂ...
ବରଗଡ଼ ଡବଲ୍ ମର୍ଡର ପର୍ଦ୍ଦାଫାଶ: ବାପାଙ୍କୁ ହତ୍ୟା କରିବା ପରେ ପ୍ରତିଶୋଧ ନେଇଥିଲେ ପୁଅ
ବରଗଡ଼, ୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ସୁନା ଲରମ୍ଭା ବାଘପାଲି ଗ୍ରାମରେ ଗୁରୁବାର ସଂଘଟିତ ଡବଲ ମର୍ଡର ଘଟଣାର ପର୍ଦ୍ଦାଫାଶ ହୋଇଛି। ପୋଲିସ ଉକ୍ତ ହତ୍ୟାକାଣ୍ଡରେ ମୃତ ମଘା ଓରଫ ମଧୁସୂଦନ ଭୁଏ(୫୫)ଙ୍କ ପୁଅ ନେପାଳ...
ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ଭାରପ୍ରାପ୍ତ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଫେସର ଏନ୍. ସି. ପଣ୍ଡା
କୋରାପୁଟ,୨।୫(ଅମିତାଭ ବେହେରା ): ବିଶିଷ୍ଟ ସଂସ୍କୃତ ପଣ୍ଡିତ ତଥା ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଶିକ୍ଷାବିତ ପ୍ରଫେସର ନରସିଂହ ଚରଣ ପଣ୍ଡା ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ)ର ଭାରପ୍ରାପ୍ତ କୁଳପତି ଭାବେ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏନେଇ ଗତ ଏପ୍ରିଲ ୩୦...
ଆରମ୍ଭ ହେଲା ମା’ ସପ୍ତକୁଟୁଣି ଠାକୁରାଣୀଙ୍କ ଯାତ୍ରା,ଉତ୍ସବ ମୁଖର ମଙ୍ଗରାଜପୁର ଗାଁ
ଦିଗପହଣ୍ଡି,୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗାଁର ମାଁ ସପ୍ତକୁଟୁଣି ଠାକୁରାଣୀଙ୍କ ଯାତ୍ରା ମହୋତ୍ସବ ଗୁରୁବାର ବୈଶାଖ ଶୁକ୍ଳ ଚତୁର୍ଦ୍ଦଶୀ ତିଥି ବିଳମ୍ବିତ ରାତିରୁ ଶୁଭାରମ୍ଭ ହୋଇଛି। ଦୂର ଦୁରାନ୍ତରେ ଥିବା ବହୁ...
ଦିଗପହଣ୍ଡିରେ କ୍ରିକେଟ୍ ଟୁର୍ନାମେଣ୍ଟ ଉଦ୍ଘାଟିତ
ଦିଗପହଣ୍ଡି,୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ଖେଳପଡିଆଠାରେ ଗୁରୁବାର ଦିଗପହଣ୍ଡି କ୍ରିକେଟ ଟୁର୍ନାମେଣ୍ଟ ଉଦ୍ଘାଟିତ ହୋଇଯାଇଛି । ସ୍ଥାନୀୟ ଗ୍ରାଉଣ୍ଡ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଟୁର୍ନାମେଣ୍ଟ ଉଦଘାଟନୀ ସମାରୋହରେ ଭାଜପା ରାଜ୍ୟପରିଷଦ ସଦସ୍ୟ ପରେଶ...
Archives


