ଆନ୍ତଃ ଜିଲା ୫ ଡକାୟତ ଗିରଫ: ଜବତ ହେଲା ୭ଟି ଫୋନ ସହ ଏତେ ଟଙ୍କା…
ବଲାଙ୍ଗୀର,୩।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକର ରୋତ ବଜାରକୁ ଗାଈଗୋରୁ, ଛେଳିମେଣ୍ଢା କିଣିବାକୁ ଯାଉଥିବା ବୁଢୀସିଣ୍ଢୋଲ ଗାଁର ଦୁଇଜଣ ବେପାରୀଙ୍କୁ ପୁଇଁତଲା ଥାନା ବନ୍ଦନାକଟା ଗାଁ ନିକଟରେ ଅଟକାଇ ୭/୮ ଜଣ ଡକାୟତ ମାରଣାସ୍ତ୍ର ଦେଖାଇ ସେମାନଙ୍କ ଠାରୁ…
ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି ସମୟରେ ଚୁଲିରୁ ନିଆଁଲାଗି ଗୁରୁତର ଥିଲେ ପାଚିକା, ଆଜି ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ
ଆନନ୍ଦପୁର,୩।୧୨ (ସୁଶାନ୍ତ କୁମାର ସାହୁ): ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି ସମୟରେ ଚୁଲିରୁ ନିଆଁଲାଗି ଗୁରୁତର ପାଚିକା ତପୋଇ ପ୍ରଧାନଙ୍କ ଚିକିତ୍ସାଧିନ ଅବସ୍ଥାରେ କଟକ ବଡ ମେଡିକାଲରେ ବୁଧବାର ମୃତ୍ୟୁ ଘଟିଛି। ତପୋଇ , ଆନନ୍ଦପୁର ବ୍ଲକ ହାତୀବନ୍ଧା ସରକାରୀ ପ୍ରାଥମିକ ବିଦ୍ୟାଳୟ…
୫,୦୦୦ରୁ ଅଧିକ ଗ୍ରାମକୁ ଏପର୍ଯ୍ୟନ୍ତ ନାହିଁ ସବୁଦିନିଆ ରାସ୍ତା: ମନ୍ତ୍ରୀ
ଭୁବନେଶ୍ୱର,୨।୧୨: ରାଜ୍ୟର ୫,୦୦୦ରୁ ଅଧିକ ରାଜସ୍ୱ ଏବଂ ଦୁର୍ଗମ ଗ୍ରାମରେ ଏପର୍ଯ୍ୟନ୍ତ ସବୁଦିନିଆ ରାସ୍ତା ସଂଯୋଗ ନାହିଁ। ମଙ୍ଗଳବାର ପଞ୍ଚାୟତି ରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାୟକ ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନର…
ଜୁଆ ରୋକିବାକୁ ନୂଆ ଆଇନ୍: ଜରିମାନା ୭୫ ହଜାର ଟଙ୍କାକୁ ବୃଦ୍ଧି
ଭୁବନେଶ୍ୱର,୨।୧୨: ଜୁଆ ଖେଳକୁ ରୋକିବା ପାଇଁ ଓଡ଼ିଶା ବିଧାନସଭାରେ ‘ଓଡ଼ିଶା ଜନ ବିଶ୍ୱାସ ବିଲ୍ ୨୦୨୫’ ପାରିତ ହୋଇଛି। ଦୀର୍ଘ ସମୟ ଧରି ଆଲୋଚନା ପରେ ଏହି ବିଲ୍ ପାରିତ ହୋଇଥିବା ବେଳେ ଏଥିରେ ଜୁଆ ଖେଳି ଧରାପଡ଼ିଲେ ମୋଟା ଅଙ୍କର…
ଇ-ସ୍କଲାରସିପ୍ ପାଇଁ SOP ଜାରି କଲେ ଓଡ଼ିଶା ସରକାର; ଏମିତି ମିଳିବ ହିତାଧିକାରୀଙ୍କୁ ଟଙ୍କା
ଭୁବନେଶ୍ୱର,୨।୧୨: ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ‘ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା’ର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ୍ୟୁର (SOP) ଜାରି କରିଛନ୍ତି ଓଡ଼ିଶା ସରକାର। ଏହି SOP ଅନୁଯାୟୀ, ଛାତ୍ରବୃତ୍ତି ରାଶି ହିତାଧିକାରୀଙ୍କୁ ଡାଇରେକ୍ଟ ବେନିଫିଟ୍ ଟ୍ରାନ୍ସଫର (DBT) ମାଧ୍ୟମରେ ପ୍ରଦାନ କରାଯିବ।…
ଭୁବନେଶ୍ୱର ସମେତ ରାଜ୍ୟର ୧୬ ସ୍ଥାନରେ ନଦୀ ଜଳ ପ୍ରଦୂଷିତ, ଜାଣନ୍ତୁ
ଭୁବନେଶ୍ୱର,୨।୧୨: ଓଡ଼ିଶାରେ ୧୬ଟି ନଦୀ ସ୍ଥାନ ପ୍ରଦୂଷିତ ହୋଇଥିବା କଥା ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ମଙ୍ଗଳବାର ବିଧାନସଭାରେ ସୂଚନା ଦେଇଛନ୍ତି। ଗୃହରେ ଏକ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି ଯେ…
ବାଜିଲା ରାଜ୍ୟ ସରକାରଙ୍କ ମୋହର: ଏଣିକି ଆନ୍ଧ୍ରକୁ ଯିବାକୁ ଅଧିକ ଖର୍ଚ୍ଚାନ୍ତ ହେବାକୁ ପଡିବନି, ନିର୍ମାଣ ହେବ…
ଗଜପତି,୨।୧୧(ଗିରିଧାରୀ ପରିଛା): ଉପାନ୍ତ ଗଜପତି ଜିଲାରେ ଆନ୍ଧ୍ର ସହ ଗମନା ଗମନ ସୁବିଧା ଏବଂ ବ୍ୟବସାୟିକ ଦୃଷ୍ଟି କୋଣରୁ ଉଭୟ ରାଜ୍ୟ ମଧ୍ୟରେ ସମ୍ପର୍କ ସୁଦୃଢ ହେବା ଉଦ୍ଦେଶ୍ୟରେ ବହୁଦିନ ଧରି ଲୋକଙ୍କ ଦାବି ରହିଥିଲା। ବଂଶ ଧାରା ନଦୀ ଉପରେ…
ହଠାତ୍ ପେଟବ୍ୟଥା ହୋଇ ଅସୁସ୍ଥ ହୋଇପଡିଲେ ୩୫ ଛାତ୍ରୀଛାତ୍ର: ହସ୍ପିଟାଲରେ ଭର୍ତ୍ତି କଲେ କର୍ତ୍ତୃପକ୍ଷ
ବୈପାରୀଗୁଡା,୨।୧୨(କଳ୍ପତରୁ ମହାନ୍ତି): ବୈପାରୀଗୁଡା ବ୍ଲକ ଅନ୍ତର୍ଗତ ଶୀରିବେଡା ପିଏମଶ୍ରୀ ସରକାରୀ ସ୍କୁଲ ହଷ୍ଟେଲର ୩୫ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ହଠାତ୍ ଛାତ୍ରୀଛାତ୍ରଙ୍କ ପେଟବ୍ୟଥା ହୋଇଥିଲା। ଯାହାପରେ କର୍ତ୍ତୃପକ୍ଷ ସୋମବାର ରାତିରେ ମେଡିକାଲରେ ଭର୍ତ୍ତି କରିଥିଲେ। ଭଲ…
ଆରାବଳିକୁ ମାରିଦେବେ
ଆରାବଳି ଭାରତର ଉତ୍ତର-ପଶ୍ଚିମାଞ୍ଚଳ ଭାଗରେ ଅବସ୍ଥିତ ସବୁଠାରୁ ପୁରୁଣା ପର୍ବତମାଳା। ପ୍ରାୟ ୨୦୦ କୋଟି ବର୍ଷ ପୂର୍ବରୁ ଏହା ସୃଷ୍ଟି ହୋଇଥିଲା। ତୁଳନାତ୍ମକ ଭାବେ ଦେଖିଲେ ହିମାଳୟ ପର୍ବତମାଳା ୪୦ରୁ ୫୦ ନିୟୁତ ବର୍ଷ ପୂର୍ବେ ଗଠିତ ହୋଇଥିଲା। ଆରାବଳି ଦକ୍ଷିଣ-ପଶ୍ଚିମ…
ମୁଖ୍ୟମନ୍ତ୍ରୀଙ୍କୁ ଧଳା କୋର୍ଟ ପଠାଇଲେ ଆୟୁଷ ଛାତ୍ରୀଛାତ୍ର, ୮ ଦିନ ଧରି ଆନ୍ଦୋଳନ ଜାରି ରଖିଥିଲେ ମଧ୍ୟ…
ବଲାଙ୍ଗୀର,୨।୧୨ (ସୁନିଲ କୁମାର ମହାନ୍ତି): ଆୟୁଷ ଛାତ୍ରୀଛାତ୍ରମାନେ ୮ ଦିନ ଧରି ଆନ୍ଦୋଳନ ଜାରି ରଖିଥିଲେ ମଧ୍ୟ ରାଜ୍ୟ ସରକାର ନ ଶୁଣିବାରୁ ସୋମବାର ଅଭିନୟ ଉପାୟରେ ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ଡାକ୍ତରୀ ଛାତ୍ରୀଛାତ୍ରମାନେ ବଲାଙ୍ଗୀର ମୁଖ୍ୟ ଡାକ…
ରାତି ଅଧିଆ ଧାନ ଉଠାଣ: ଏହି ମଣ୍ଡିରୁ ଉଠିଲା ଜଣେ ଚାଷୀଙ୍କ ଧାନ
ଅତାବିରା,୧।୧୨(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଦେଖା ଦେଇଥିବା ଅଚଳାବସ୍ଥାକୁ ନେଇ ଚାଷୀ ଅସନ୍ତୋଷ ଲାଗି ରହିଛି। ଏହାକୁ ନେଇ ଚାଷୀ ଆନ୍ଦୋଳନ ମଧ୍ୟ ମୁଣ୍ଡ ଟେକିଛି। ତେବେ ସୋମବାର ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆରଏମସି)…
୬୮୬ ସ୍କୁଲ ବନ୍ଦ କାରଣରୁ ଛାତ୍ରୀଛାତ୍ରଙ୍କ ପାଠପଢାରେ ବାଧାସୃଷ୍ଟି: ଲୋକ ସଭାରେ ଉଦବେଗ ପ୍ରକାଶ କଲେ ଏମ୍ପି ସପ୍ତଗିରି
ରାୟଗଡା, ୧।୧୨(ଆଶିଷ ରଞ୍ଜନ ପଣ୍ଡା): ଅବିଭକ୍ତ କୋରାପୁଟ ଜିଲାର ରାୟଗଡା କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଭଳି ଆଦିବାସୀ ଅଧୁଷିତ ଜିଲାମାନଙ୍କରେ ବିଭିନ୍ନ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲଗୁଡକ ବନ୍ଦ ଓ ମିଶ୍ରଣ ନେଇ ସୋମବାର ଲୋକସଭାରେ ଉଦ୍ବେଗ ପ୍ରକାଶ…

