Tag Archives: odisha

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର ସନ୍ଧ୍ୟା ସୁଦ୍ଧା ଲଘୁଚାପ କ୍ଷେତ୍ର ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଓ ଏହାର ପାଖାପାଖି ଅଞ୍ଚଳରେ…

ନିଆରା ଢଙ୍ଗରେ ପାଳନ ହେବ ଆଗାମୀ ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ, DEOଙ୍କୁ ଚିଠି…

ଭୁବନେଶ୍ୱର,୩।୯: ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ (DEO)ଙ୍କୁ ସ୍ବତନ୍ତ୍ର ଚିଠି ଲେଖି ଆବଶ୍ୟକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଚଳିତ ବର୍ଷ…

ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଟଙ୍କା: ଉପକୃତ ହେବେ  ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର

ଭୁବନେଶ୍ୱର,୩।୯: ରାଜ୍ୟର ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବହୁପ୍ରତୀକ୍ଷିତ ’ସିଏମ-କିଷାନ’ (CM-KISAN) ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କରାଯିବ। ଭୁବନେଶ୍ୱରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନିଜେ ଏହି ଆର୍ଥିକ…

ପୁଣି ଫୁଲିଲା ହୀରାକୁଦ, ଏବେ ୪ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମଶଃ ବୃଦ୍ଧି ପାଇ ୬୨୭ ଫୁଟ ଟପିଯାଇଛି। ଫଳରେ ଗୁରୁବାର ସକାଳେ ପୁଣି ୨ଟି ସ୍ଲୁଇସ ଗେଟ୍‌ ଖୋଲି ଦିଆଯାଇଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୩ ଓ ଦକ୍ଷିଣ ପାର୍ଶର ୧ଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ହିତାଧିକାରୀଙ୍କୁ ମିଳିଲା ୨ ମାସର ଚାଉଳ, ବାକି ୩ ମାସକୁ ନେଇ…

ଅମରପାଲି,୩ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବହଳପଦର ପଞ୍ଚାୟତରେ ନୂତନ ରାଶନ କାର୍ଡ ପାଇବା ସତ୍ତ୍ୱେ ହିତାଧିକାରୀମାନେ ୫ ମାସ ଧରି ଚାଉଳ ପାଉ ନ ଥିଲେ। ଏ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ବିଭାଗ ତତ୍ପର…

ମହାକାଳପଡ଼ାର ଏହି ସ୍ଥାନରେ ପ୍ରତିଷ୍ଠା ହେବ ଜାହାଜ ନିର୍ମାଣ କାରଖାନା, ଏମ୍‌ପି-ବିଧାୟକଙ୍କ ଉଦ୍ୟମକୁ ନେଇ…

ମହାକାଳପଡ଼ା,୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ସଭାଗୃହଠାରେ ଅଷ୍ଟମ ପଞ୍ଚାୟତ ସମିତି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ମୀରାରାଣୀ ମହାନ୍ତିଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ ୨୦ ନମ୍ବର ଜିଲା ପରିଷଦ ସଭ୍ୟ ସୁବୋଧ ଲେଙ୍କାଙ୍କ ଅକାଳ ବିୟୋଗରେ…

ସୁନା ଦେଇ ଟଙ୍କା ନେଲେ, ମୂଳଧନ ଫେରାଇ ମାଗିବାରୁ ମିଳିଲାନି ଅଳଙ୍କାର: ୭୧ ବର୍ଷୀୟ ବୃଦ୍ଧଙ୍କ ଅଭିଯୋଗ ପରେ…

ପାରଳାଖେମୁଣ୍ଡି,୨ା୯(ଗିରିଧାରୀ ପରିଛା): ସୁନା ଅଳଙ୍କାର ବନ୍ଧକ ରଖି ୫ ଲକ୍ଷ ଟଙ୍କା ଋଣ ନେବା ପରେ, ସୁଧ ଓ ମୂଳଧନ ଟଙ୍କା ଫେରସ୍ତ କରିବାରୁ ଅଳଙ୍କାର ଫେରାଇବାକୁ ମନା କରିବା ସହ ବନ୍ଧକ ରଖାଯାଇ ନଥିବା କହି ପ୍ରତାରଣା କରାଯାଇଥିବା ଅଭିଯୋଗ…

କୋର୍ଟଙ୍କ ଜାମିନବିହୀନ ୱାରେଣ୍ଟ ପରେ ଆକ୍ସନ: ଅଭିଯୁକ୍ତ ବଳିଆଙ୍କୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପାଟପୁର ଥାନା ପୋଲିସ। ଗିରଫ ଅଭିଯୁକ୍ତ ଜଣକ ହେଲେ ଉକ୍ତ ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆ…

ଖସୁଛି ସୁନା ଦର, ମୁହଁ ମାଡ଼ି ପଡ଼ିଲା ରୂପା: ୬ ଦିନରେ ୧୧,୦୦୦ ଟଙ୍କା ଶସ୍ତା ହେଲା…

ନୂଆଦିଲ୍ଲୀ,୨।୯: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ଏବଂ ରୂପା ମୂଲ୍ୟରେ କ୍ରମାଗତ ହ୍ରାସ ଦେଖିବାକୁ ମିଳୁଛି। ବିଶ୍ୱ ବଜାରରେ ମାନ୍ଦାବସ୍ଥା ଏବଂ ବିକ୍ରି ଚାପ ଯୋଗୁ ଦେଶୀୟ ବଜାରରେ ବହୁମୂଲ୍ୟ ଧାତୁର ଦର କ୍ରମାଗତ ଭାବେ ଖସିବାରେ ଲାଗିଛି। ଗୋଲ୍ଡ ମାର୍କେଟରେ…

ପ୍ରକାଶ ପାଇଲା OTET-୨୦୨୬ ରେଜଲ୍ଟ: ପାସ୍ ହାର ୬୪.୪୮%

କଟକ,୨।୯: ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡ଼ିଶା ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୬ର ଫଳାଫଳ ବୁଧବାର ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଚଳିତ ବର୍ଷ ଏହି ପରୀକ୍ଷାରେ ମୋଟ୍ ପାସ୍ ହାର ୬୪.୪୮ ପ୍ରତିଶତ ରହିଛି। ସୂଚନା…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର ଟଙ୍କାର ମୋଟା ଜରିମାନା କମିବା ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼…

ଡମଳିମା ଗ୍ରାମ ନିକଟରେ ବୁଲୁଥିଲା ବଜ୍ରକାପ୍ତା, ଖବର ପାଇ ବନ ବିଭାଗ…

କଲ୍ୟାଣସିଂହପୁର, ୧।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁନିପଙ୍ଗା ପଞ୍ଚାୟତ ଅନ୍ତର୍ଗତ ଡମଳିମା ଗ୍ରାମରୁ ବନ ବିଭାଗ ପକ୍ଷରୁ ଏକ ଜୀବନ୍ତ ବଜ୍ରକାପ୍ତା (Pangolin)କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଡମଳିମା ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?