Tag Archives: odisha

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ ରାସ୍ତାରେ ଲୁହା ପଥର ବୋଝେଇ ଟ୍ରକ୍‌ ଓଲଟି ପଡିଛି। କେନ୍ଦୁଝର ଅଞ୍ଚଳରୁ ଏକ ୧୮…

ମା’ବାପା ଦୋକାନକୁ ଯାଇଥିବାବେଳେ ଘରେ ପଶି ନାବାଳିକାଙ୍କୁ ବଳାତ୍କାର କଲେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି

ଭୁବନେଶ୍ୱର,୧୧।୧୨(ତ୍ରିନାଥ ମହାନ୍ତି): ରାଜଧାନୀରେ ଲଜ୍ଜ୍ୟା। ଜଣେ ୧୧ବର୍ଷୀୟା ନାବାଳିକାଙ୍କୁ ଜଣେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ପରିବାର ଲୋକେ ଏନେଇ ମହିଳା ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ସମ୍ପୃକ୍ତ ନାବାଳିକାଙ୍କୁ ଡାକ୍ତରୀ ମାଇନା…

ଥାନାରେ କୀଟନାଶକ ଔଷଧ ଖାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ସ୍ବାମୀଙ୍କ ଅନ୍ୟତ୍ର ବିବାହ ପ୍ରସ୍ତୁତି ଖବର ପାଇ..

ଦେବଗଡ, ୧୨।୧୨ (ଶଶାଙ୍କ ଶେଖର ଝାଙ୍କର): ଅଭିଯୋଗ କରିବାକୁ ଆସିଥିବା ମହିଳା ଦେବଗଡ ଥାନା ଭିତରେ ବିଷ ଖାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ପୋଲିସ ଉଦ୍ଧାର କରି ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି । ଚିକିତ୍ସା ପରେ…

ପେସାରେ ଅଧ୍ୟାପନା, ନିଶାରେ କଳା ସାଧନା

ଲୋଇସିଂହା,୧୨।୧୨(ସୁଶାନ୍ତ ବାରିକ): ପେଶା ତାଙ୍କର ଅଧ୍ୟାପନା, ନିଶା କଳା ସାଧନା କରିବା ା ଏପରି ଜଣେ ବ୍ୟକ୍ତି ହେଉଛନ୍ତି ଅଧ୍ୟାପକ ଡ. ଲିଙ୍ଗରାଜ ମେହେର। ସେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗରୁ ଏମ୍‌ଏ, ଏମ୍‌.ଫିଲ ଓ ପିଏଚ୍‌ଡି…

କଂଗ୍ରେସ ଛାଡି ନୂଆ ଦଳ ଗଠନ କରିବେ ମୋକିମ! ମୁହଁ ଖୋଲିଲେ ସୁର, କହିଲେ…

ଭୁବନେଶ୍ୱର,୧୧।୧୨: ମୋକିମଙ୍କ ଚିଠି ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ସୁର କହିଛନ୍ତି, ମୋକିମ ଏପରି କରି ଝିଅ କ୍ୟାରିୟରକୁ ନଷ୍ଟ କରୁଛନ୍ତି। ସେ ତାଙ୍କର ବେପାର କରନ୍ତୁ କି ନୂଆ ଦଳ କରିବାର ଥିଲେ…

ରାଜ୍ୟରେ ହାଡଭଙ୍ଗା ଶୀତ: ୧୦ ଡିଗ୍ରୀ ତଳେ ୧୬ ସହର, ସେମିଳିଗୁଡ଼ାରେ ସର୍ବନିମ୍ନ…

ଭୁବନେଶ୍ୱର,୧୧।୧୨: ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳେ ରହିଛି। ବିଗତ ଦୁଇ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ତେବେ ୧୦ ଡିଗ୍ରୀ ତଳେ…

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ ବୋଲି ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଓଡ଼ିଆରେ ସାକ୍ଷରତା ଅଭାବରୁ…

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ ପଣ୍ଡ କରିଛନ୍ତି। ସୂଚନା ଯୋଗ୍ୟ ଯେ, କନ୍ଧମାଳ ଜିଲା ବାଲିଗୁଡା ଥାନା ସଲାଗୁଡା ପଞ୍ଚାୟତ…

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ ଚଢ଼ିଯାଇଥିବା ଦେଖିବାକୁ ମିଳିଥିଲା। ଗ୍ରାମବାସୀ ବାସୀମାନେ ଚେଷ୍ଟା କରି ବିଫଳ ହୋଇ ବନ୍ତଳା ଅଗ୍ନିଶମବାହିନୀକୁ…

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏହି ମୋଟ ରାଶି ମଧ୍ୟରୁ ଜାତୀୟ…

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଘୋଷଣା କରିଛି। ସଂଶୋଧିତ କାର୍ଯ୍ୟସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧, ୨୦୨୬ (ବୁଧବାର)…

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ କରାଯାଇଛି। ରାଜ୍ୟର ବନ୍ୟଜୀବ ବାସସ୍ଥାନଗୁଡ଼ିକୁ ସୁରକ୍ଷା ଦେବା, ବିପଦସଙ୍କୁଳ ପ୍ରଜାତିର ସଂରକ୍ଷଣ କରିବା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?