Tag Archives: odisha

ବୈଷ୍ଣୋଦେବୀ ଦର୍ଶନ କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ, ମାଧୋ ସିଂହଙ୍କ ପ୍ରତିଛବି ପ୍ରଦାନ କରି ଏମିତି ଦାବି କଲେ…

ବରଗଡ,୨୭।୧୧(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ବୁଧବାର ସସ୍ତ୍ରୀକ ବରଗଡ଼ ସହର ଉପକଣ୍ଠ ତୁରୁଙ୍ଗାସ୍ଥିତ ମାଁ ବୈଷ୍ଣୋଦେବୀ ମନ୍ଦିରକୁ ଆସିଥିଲେ। ସେ ତାଙ୍କ ଏହି ଗସ୍ତରେ ବୈଷ୍ଣୋଦେବୀଙ୍କ ଦର୍ଶନ ସହିତ ପୂଜାର୍ଚ୍ଚନା କରିଥିଲେ। ମୁଖ୍ୟମନ୍ତ୍ରୀ ସାଏଙ୍କୁ ମନ୍ଦିର କମିଟି ଏବଂ…

ଭୁବନେଶ୍ୱର ଷ୍ଟେଶନରେ ବୋମା ଆତଙ୍କ

ଭୁବନେଶ୍ୱର, ୨୭ ୧୧(ତ୍ରିନାଥ ମହାନ୍ତି): ଭୁବନେଶ୍ୱର ଷ୍ଟେଶନରେ ବୋମା ଆତଙ୍କ ଦେଖିବାକୁ ମିଳିଛି। କେହି ପାର୍ସଲରେ ବୋମା ପଠାଇଥିବା ଖବର ଗୋଇନ୍ଦା ପୋଲିସ ପାଇଥିଲା। ଏହି ଖବର ଆଧାରରେ ଏସ୍‌ଟିଏଫ୍‌ ବୁଧବାର ସକାଳୁ ଚଢାଉ କରି ଛାନ୍‌ଭିନ୍‌ କରିଥିଲା। ଷ୍ଟେଶନର ରେଲଓ୍ବେ…

ଭଞ୍ଜନଗରର ୧୦ ପଞ୍ଚାୟତକୁ ଯକ୍ଷ୍ମା ମୁକ୍ତ ପୁରସ୍କାର, ସରକାରଙ୍କ ପକ୍ଷରୁ ରୋଗୀଙ୍କୁ ମାଗଣାରେ ଦିଆଯାଉଛି…

ଭଞ୍ଜନଗର,୨୭।୧୧(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ଯକ୍ଷ୍ମା ରୋଗ ମୁକ୍ତ ଲକ୍ଷ୍ୟ ରଖିଛନ୍ତି। ତେଣୁ ୨୦୨୨ରୁ ଯକ୍ଷ୍ମା ମୁକ୍ତ ଲକ୍ଷ୍ୟ ନେଇ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଯକ୍ଷ୍ମା ମୁକ୍ତ ପଞ୍ଚାୟତ ଗୁଡ଼ିକୁ ଉତ୍ସାହିତ କରିବା ପାଇଁ ସରକାରଙ୍କ ପକ୍ଷରୁ…

ବଦଳିଲେ ୬ ବରିଷ୍ଠ ଓଏଏସ୍‌ ଅଧିକାରୀ, ଜାଣନ୍ତୁ କିଏ କେଉଁଠାକୁ ଗଲେ…

ଭୁବନେଶ୍ୱର,୨୭ା୧୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ୬ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ସଚିବ ଡ. ଉଷାରାଣୀ ସାହୁଙ୍କୁ ପଞ୍ଚାୟତିରାଜ ବିଭାଗର…

ବରଗଡ଼ରେ ଏଏପିର ବିକ୍ଷୋଭ ଶୋଭାଯାତ୍ରା

ବରଗଡ଼,୨୭ା୧୧(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଦିବସ ଓ ଦଳର ସ୍ଥାପନା ଦିବସ ଅବସରରେ ବୁଧବାର ଆମ ଆଦମୀ ପାର୍ଟି ଓଡ଼ିଶା (ଏଏପି) ପକ୍ଷରୁ ବରଗଡ଼ ସହରରେ ବିକ୍ଷୋଭ ଶୋଭାଯାତ୍ରା ସହିତ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲଖପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଗତ ସାଧାରଣ ନିର୍ବାଚନ…

ଓଏଫ୍‌ଏସ୍‌ ପରୀକ୍ଷାରେ ୧୨୭ ତମ ସ୍ଥାନ ଅଧିକାର କରି ଅଞ୍ଚଳ ପାଇଁ ଗୌରବ ଆଣିଲେ ନିକେଶ, ଗୋଟିଏ ଥରରେ ପରୀକ୍ଷା ଦେଇ…

ଦାରିଙ୍ଗବାଡି, ୨୭।୧୧ (ଅରୁଣ ସାହୁ):ପ୍ରକାଶ ପାଇଥିବା ଓଏଫ୍‌ଏସ୍‌ ପରୀକ୍ଷାରେ କନ୍ଧମାଳ ଜିଲା ଦାରିଙ୍ଗବାଡିର ନିକେଶ ପ୍ରଧାନ ଉତ୍ତୀର୍ଣ୍ଣ ହୋଇଛନ୍ତି । ସେ ୧୨୭ ତମ ସ୍ଥାନ ଅଧିକାର କରି ନିଜ ଅଞ୍ଚଳ ଓ ସାରା ରାଜ୍ୟ ପାଇଁ ସୁନାମ ଆଣିଛନ୍ତି ।…

ବିଧାନସଭାରେ ରାଷ୍ଟ୍ରପତି ଦେବେ ପ୍ରଥମ ଅଭିଭାଷଣ

ଭୁବନେଶ୍ୱର,୨୭ା୧୧ (ରବିନାରାୟଣ ଜେନା): ଓଡ଼ିଶା ବିଧାନସଭାରେ ଗୁରୁବାରଠାରୁ ଆରମ୍ଭ ହେବାକୁଥିବା ଶୀତକାଳୀନ ଅଧିବେଶନ ଐତିହାସିକ ହେବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କହିଛନ୍ତି। ବୁଧବାର ଅପରାହ୍ନରେ ବିଧାନସଭାରେ ମୁକେଶ କହିଛନ୍ତି, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଅପରାହ୍ନ…

ରୋଷେଇ ଛାଡି ଫୋନ୍‌ରେ ଅଧିକ କଥା ହେବାରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଜମନକିରା,୨୭ା୧୧(ରବୀନ୍ଦ୍ର ପ୍ରସାଦ ଦାନୀ): ରୋଷେଇ ଛାଡ଼ି ମୋବାଇଲ ଫୋନ୍‌ରେ କଥା ହେଉଥିଲେ ସ୍ତ୍ରୀା ରୋଷେଇ କରିବାକୁ କହିବାରୁ ନ ଶୁଣି ଫୋନ୍‌ରେ ଗପିଚାଲିଥିଲେ। ଏଥିରେ ରାଗି ଯାଇ ସ୍ବାମୀ ଚୁଲିଫୁଙ୍କା ନଳରେ ପିଟିବାରୁ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ଏହିଭଳି ଘଟଣା ଘଟିଛି…

ଭାଇ ବାହା ଘରୁ ଫେରିଲା ବେଳେ ବାଟରେ ଗାଡ଼ି ଦୁର୍ଘଟଣାରେ ଚାଲିଗଲା ଭଉଣୀଙ୍କ ଜୀବନ

ରାୟଗଡା,୨୬।୧୧(ଆଶିଷ ରଞ୍ଜନ ପଣ୍ଡା): ଭାଇର ବାହାଘର ସାରି ରାୟଗଡା ଫେରିଲା ବେଳେ ଏକ ସଡ଼କ ଦୁର୍ଘଟଣାରେ ଭଉଣୀ ମୃତ୍ୟୁବରଣ କରିଥିବା ଭଳି ଦୁଃଖଦ ଘଟଣା ଘଟିଛି । ମୃତ୍ୟବରଣ କରିଥିବା ଯୁବତୀ ଜଣଙ୍କ ହେଲେ ମିଲି ଗୌଡ଼ । ସୂଚନାରୁ ଜଣାପଡିଛି…

ଦେବାଶିଷଙ୍କ ବିସ୍ଫୋରକ ବୟାନ: କହିଲେ ନବୀନ ବାବୁ ମୋତେ ଫୋନ କରିଥିଲେ, କିନ୍ତୁ…

ଭୁବନେଶ୍ୱର,୨୬।୧୧: ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ବିସ୍ଫୋରକ ବୟାନ ଦେଇଛନ୍ତି। ଦେବାଶିଷ କହିଛନ୍ତି, ନବୀନ ବାବୁ ମୋତେ ଫୋନ କଲେ, ଗୃହରେ ଅନୁପସ୍ଥିତ ରହିବାକୁ କହିଥିଲେ। ମୁଁ ତାଙ୍କ ହିସାବରେ ଭୋଟ ଦେବାକୁ ଯାଇନଥିଲି। କିଛି ଲୋକ ନବୀନ ବାବୁଙ୍କୁ ଦେଖା…

ଲ୍ୟାଣ୍ଡଫଲ ବେଳେ ଭୀଷଣ ବାତ୍ୟା ହୋଇ ତାଣ୍ଡବ ରଚିବ ସେନ୍ୟାର, ଓଡ଼ିଶାରେ କିଛି ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୧୧: ଭାରତ ପାଣିପାଗ ବିଭାଗ (IMD) ବଡ଼ ଅପଡେଟ ଜାରି କରି କହିଛି ଯେ ମଲାକ୍କା ପ୍ରଣାଳୀ ଉପରେ ଥିବା ଗଭୀର ଡିପ୍ରେସନ ଏବେ ଏକ ଘୂର୍ଣ୍ଣିଝଡ଼ “ସେନ୍ୟାର” ରେ ପରିଣତ ହୋଇଛି। ବୁଧବାର ଏହି ଝଡ଼ ଇଣ୍ଡୋନେସିଆ ଉପକୂଳରେ ସ୍ଥଳଭାଗ…

ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: କାର୍ଯ୍ୟଛାଡ ଆନ୍ଦୋଳନ କଲେ ସ୍ବାସ୍ଥ୍ୟକର୍ମୀ, ଅଟକିଲା ଟିକାକରଣ

ଦାରିଙ୍ଗବାଡି, ୨୬।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସୋନପୁର ପଞ୍ଚାୟତର ମହିଳା ସ୍ବାସ୍ଥ୍ୟକର୍ମୀ (ଏଏନଏମ)ବୁଲିଦେଇ ସାହୁଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଦୁର୍ବୃତ୍ତ ବାଟୁଳି ଖଡରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଏହି ଘଟଣାରେ ବ୍ଲକ ଅଞ୍ଚଳର ଅନ୍ୟ ୨୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?