Tag Archives: odisha

ଆସନ୍ତାକାଲି ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡିବ ପ୍ରଭାବ

ଭୁବନେଶ୍ୱର,୧୬।୭: ଓଡ଼ିଶା କଂଗ୍ରେସ ଆସନ୍ତାକାଲି, ୧୭ ଜୁଲାଇ ୨୦୨୫ (ଗୁରୁବାର) ରାଜ୍ୟବ୍ୟାପୀ ବନ୍ଦ ଡାକରା ଦେଇଛି। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ଭକ୍ତ ଚରଣ ଦାସ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ,…

‘ସୋମ୍ୟାଶ୍ରୀଙ୍କୁ ବଞ୍ଚାଇବା ପାଇଁ ମୋ ପୁଅ ଜୀବନ ବାଜି ଲଗାଇଦେଲା, ହେଲେ…’

ଭୁବନେଶ୍ୱର,୧୬।୭: ସୋମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟ ଏବେ ହୁଲୁସ୍ତୁଲ। ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ ବିଶାଳ ଯିଏ କି ତାଙ୍କ ଜୀବନ ବଞ୍ଚାଇବାକୁ ଯାଇ ଗୁରୁତର ଆହତ ହୋଇଥିଲେ। ଏବେ ସେ ଏସିସିବିରେ ଚିକିତ୍ସିତ ଅଛନ୍ତି। ଏସିସିବିର ବର୍ଣ୍ଣ…

ଯୁଦ୍ଧକ୍ଷେତ୍ର ପାଲଟିଲା ଲୋୟର ପିଏମ୍‌ଜି, ପୋଲିସ ସହ ଧସ୍ତାଧସ୍ତି

ଭୁବନେଶ୍ୱର,୧୬।୭: ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପରେ ବିଜେଡି ଆନ୍ଦୋଳନକୁ ଓହ୍ଲାଇଥିବାବେଳେ ଅନ୍ୟପଟେ ଆସନ୍ତାକାଲି ଓଡ଼ିଶାବନ୍ଦ ଡାକରା ଦେଇଛି କଂଗ୍ରେସ। ବୁଧବାର ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ…

ଲୋୟର ପିଏମ୍‌ଜିରେ ଜୋରଦାର ଆନ୍ଦୋଳନ: ବିଜେଡି କର୍ମୀଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର,୧୬।୭: ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପରେ ବିଜେଡି ଆନ୍ଦୋଳନକୁ ଓହ୍ଲାଇଥିବାବେଳେ ଅନ୍ୟପଟେ ଆସନ୍ତାକାଲି ଓଡ଼ିଶାବନ୍ଦ ଡାକରା ଦେଇଛି କଂଗ୍ରେସ। ବୁଧବାର ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ…

ସେଦିନ କ’ଣ ଘଟିଥିଲା, କେମିତି ଜଳିଥିଲେ ସୌମ୍ୟାଶ୍ରୀ, ବଞ୍ଚାଇବା ପାଇଁ ଉଦ୍ୟମ କରିଥିବା ଯୁବକଙ୍କ ବଡ଼ ଖୁଲାସା

ଭୁବନେଶ୍ୱର,୧୬।୭: ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ରାଜନୀତି ଆରମ୍ଭ ହୋଇସାରିଥିବା ବେଳେ ଶାସକ – ବିରୋଧୀଙ୍କ କାଦୁଅଫିଙ୍ଗା ସାମାଜିକ ଗଣମାଧ୍ୟମରେ ଝଡ଼ ସୃଷ୍ଟି କରିଛି। ସୌମ୍ୟାଶ୍ରୀଙ୍କ ପରିବାରକୁ ନ୍ୟାୟ ପାଇଁ ସମସ୍ତେ ଏକାଠି ହୋଇଛନ୍ତି। ତାଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା ମଧ୍ୟ ହୋଇଛି।…

ସୌମ୍ୟାଶ୍ରୀଙ୍କ ବାପାଙ୍କ ସହ କଥାହେଲେ ରାହୁଲ, କହିଲେ…

ଭୁବନେଶ୍ୱର,୧୬।୭: ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳ ସରକାରଙ୍କ ଉପରେ ପ୍ରବଳ ବର୍ଷିଛି। ଘଟଣାକୁ ନେଇ କଂଗ୍ରେସ ମଧ୍ୟ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ଏହି ସମୟରେ କଂଗ୍ରେସ…

ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ନୂଆ ଟ୍ବିଷ୍ଟ, କେବଳ ପ୍ରିନ୍ସପାଲ କି ସମୀର ସାହୁ ଦୋଷୀ ନୁହନ୍ତି, ବଡ଼ ଖୁଲାସା

ଭୁବନେଶ୍ୱର,୧୬।୭: FM କଲେଜ ଛାତ୍ରୀ ମୃତ୍ୟୁ ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାକୁ ନେଇ ସରକାରଙ୍କୁ ପ୍ରଶ୍ନବାଣରେ ଘାଇଲା କରୁଛନ୍ତି ବିରୋଧୀ। ତେବେ ମଙ୍ଗଳବାର ଲୋକ ସେବା ଭବନରେ ଏହାକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା।…

ସଚିବ ସ୍ତରୀୟ ବୈଠକରେ ଆସିଲା ବଡ଼ ନିଷ୍ପତ୍ତି: ବିଦା ହେବେ…

ଭୁବନେଶ୍ୱର,୧୬।୭: ସଚିବ ସ୍ତରୀୟ ବୈଠକରେ ଆସିଲା ବଡ଼ ନିଷ୍ପତ୍ତି। ଏଣିକି ବିଦା ହେବେ ଅପାରଗ , ଅଯୋଗ୍ୟ ଅଧିକାରୀ। ଅପାରଗ , ଅଯୋଗ୍ୟ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ନିଦ୍ଦେର୍ର୍ଶ ଦିଆଯାଇଛି। ଏନେଇ ସବୁ ବିଭାଗର ପ୍ରମୁଖ ସଚିବ ଓ ACSଙ୍କୁ ଚିଠି…

ଏହି ୫ ଜିଲାରେ ପ୍ରବଳ ବର୍ଷା ଆଲର୍ଟ, ଚାଷୀ ରୁହନ୍ତୁ ସତର୍କ

ଭୁବନେଶ୍ୱର,୧୬।୭: ପାଣିପାଗକୁ ନେଇ ବଡ଼ ଅପଡେଟ। ଦୁର୍ବଳ ହେଉଛି ଅବପାତ। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପରେ ଅବପାତରେ ପରିଣତ ହେବା ପରେ ଏବେ ଦୁର୍ବଳ ହେଉଛି । ଏ ନେଇ ସୂଚନା ଦେଇଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।…

‘ରାତି ଅଧିଆ ସୌମ୍ୟାଶ୍ରୀଙ୍କ ମରଶରୀରକୁ ପୁରୀରେ ଦାହ କରିବାକୁ ଯୋଜନା କରିଥିଲେ ସରକାର’

ଭୁବନେଶ୍ୱର,୧୫ା୭(ସୁନିତ୍‌ ମିଶ୍ର): ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳ ସରକାରଙ୍କ ଉପରେ ପ୍ରବଳ ବର୍ଷିଛି। ଶଙ୍ଖ ଭବନଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ କହିଛନ୍ତି,…

୧୯ ଯାଏ ପ୍ରବଳ ବର୍ଷା, ଏହି ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୫ା୭(ଅନୁରାଧା ମହାରଣା)- ସାରା ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ମଙ୍ଗଳବାର ଜଗତ୍‌ସିଂହପୁରରେ ସର୍ବାଧିକ ୨୯.୨ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଝାରସୁଗୁଡ଼ାରେ ୧୬.୦ ମିମି, ବରଗଡ଼ରେ ୧୫.୬ ମିମି, ଭବାନୀପାଟଣାରେ ୧୧.୮ ମିମି, ସୋନପୁରରେ ୧୧.୬ ମିମି ଓ…

ଦାରିଙ୍ଗବାଡ଼ିରେ ପୁଣି ଜଣେ ଗର୍ଭବତୀଙ୍କ ମୃତ୍ୟୁ: ଅଲଟ୍ରାସାଉଣ୍ଡ କରି ନ ପାରି ଘରକୁ ଫେରିଥିଲେ, ପରେ ଛୁଆ…

ଦାରିଙ୍ଗବାଡି,୧୫।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମା’ ଓ ଶିଶୁ ମୃତ୍ୟୁହାର ଦିନକୁ ଦିନ ବୃଦ୍ଧି ପାଉଥିବା ଉଦବେଗ ପ୍ରକାଶ ପାଇଛି। ମଙ୍ଗଳବାର ଉକ୍ତ ବ୍ଲକ କିରିକୁଟି ପଞ୍ଚାୟତ ନାହୁଡ଼ସରୁ ଗ୍ରାମରେ ଜଣେ ଗର୍ଭବତୀଙ୍କ ମୃତ୍ୟୁ ଘଟିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri