ସାପ କାମୁଡ଼ା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ବଢାଇବେ ରାଜ୍ୟ ସରକାର, ଏବେ ମିଳୁଛି ୪ ଲକ୍ଷ
ଭୁବନେଶ୍ୱର,୧୯।୧୧: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସାପ କାମୁଡ଼ାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପାଇଁ କ୍ଷତିପୂରଣ ରାଶି ବୃଦ୍ଧି କରିବାକୁ ଓଡ଼ିଶା ସରକାର ବିଚାର କରୁଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ବୁଧବାର କହିଛନ୍ତି ଯେ,...
ରଣଜୀ ଟ୍ରଫି: ନାଗାଲାଣ୍ଡକୁ ୨୯୯ ରନ୍ରେ ହରାଇଲା ଓଡ଼ିଶା, ଚଳିତ ସିଜନର ପ୍ରଥମ ବିଜୟ!
ଭୁବନେଶ୍ୱର,୧୯ା୧୧: ରଣଜୀ ଟ୍ରଫିରେ ଓଡ଼ିଶା ଦଳ ଚଳିତ ସିଜନରେ ତା’ର ପ୍ରଥମ ବିଜୟ ହାସଲ କରିଛି। କିଟ୍ ଷ୍ଟାଡିୟମରେ ନାଗାଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ଓଡ଼ିଶା ଦଳ ୨୯୯ ରନ୍ର ବିଶାଳ ବ୍ୟବଧାନରେ ବିଜୟୀ ହୋଇଛି। ଓଡ଼ିଶା ଦ୍ୱାରା...
ଦାରିଙ୍ଗବାଡ଼ି ସବୁଠୁ ଥଣ୍ଡା: ତାପମାତ୍ରା ରହିଛି…
ଦାରିଙ୍ଗବାଡି, ୧୯।୧୧ (ଅରୁଣ ସାହୁ): ଶୀତରେ ଥରୁଛି ସାରା ରାଜ୍ୟ। ୧୦ ଡିଗ୍ରୀ ତଳେ ୨ ସହର। ୮.୫ ଡିଗ୍ରୀ ସହ ଦାରିଙ୍ଗବାଡ଼ି ସବୁଠୁ ଥଣ୍ଡା ପାଲଟିଥିବା ବେଳେ ଫୁଲବାଣୀରେ ତାପମାତ୍ରା ୯ ଡିଗ୍ରୀ ରହିଛି। ସେହିପରି କଟକରେ ତାପମାତ୍ରା...
ରେଳ ଟ୍ରାକ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର
କେନ୍ଦୁଝର,୧୯।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ବସନ୍ତପୁର ଏବଂ ସୀତାବିଞ୍ଜ ରେଳ ଷ୍ଟେଶନ ମଧ୍ୟରେ ଟ୍ରେନ୍ ଟ୍ରାକ ବାହାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ରବିବାର ରାତିରେ ଟାଟା ବିଶାଖାପାଟଣା ସାପ୍ତାହିକ ଏକ୍ସପ୍ରେସରୁ...
ଜେସିବି ଧକ୍କାରେ ମ୍ୟାନେଜରଙ୍କ ମୃତ୍ୟୁ ଘଟଣା: ସାରା ରାତି ପଡ଼ି ରହିଲା ମୃତଦେହ, ୧୬ ଘଣ୍ଟା ପରେ ଉଦ୍ଧାର
ଅମରପାଲି,୧୯।୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ବହଳପଦର ପଞ୍ଚାୟତର ଗୌଡଗାଡ ଗ୍ରାମରେ ଗତ ସୋମବାର ରାତିରେ ଜେସିବି ଧକ୍କାରେ ଏକ କନଷ୍ଟ୍ରକସନ କମ୍ପାନୀର ମ୍ୟାନେଜରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲ। ମୃତଦେହ ଉଦ୍ଧାର ପାଇଁ ପୋଲିସ ଘଟଣାସ୍ଥଳକୁ ଆସିଥିଲେ...
ପୁରବନ୍ଦୀ ଘର- ପ୍ରାଥମିକ ଶିକ୍ଷା
ପୁରବନ୍ଦୀ ଘର ବିଶେଷଭାବେ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଦେଖାଯାଉଥିଲା। ଏବେ ଆଉ ଏହି ପ୍ରକାର ଘର କେଉଁଠି ନା କେଉଁଠି ଥିବ! ଏହି ଘରର ଗଢ଼ଣ ଶୈଳୀ ହେଉଛି – ଗୋଟେ ଦାଣ୍ଡ ଦୁଆର, ଆଉ ଗୋଟେ ବାଡ଼ି ଦୁଆର।...
ପ୍ରେମଜାଲରେ ଫସାଇ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର, ଜେଲ ହାଜତକୁ ଗଲେ ସୁରେଶ
ଦେବଗଡ,୧୮ା୧୧(ଶଶାଙ୍କ ଶେଖର ଝାଙ୍କର): ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ବାରକୋଟ ଥାନା ପୋଲିସ କେନ୍ଦୁଝର ଜିଲା ତେଲକୋଇ ଥାନା ବେରିଡା ଗ୍ରାମର ଜଣେ ଯୁବକକୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ସୁରେଶ ପରିଡା (୧୯)...
୧୧ ବର୍ଷ ପରେ ନ୍ୟାୟ…ଗୋଟିଏ ପରିବାରର ୫ ଜଣଙ୍କୁ ଆଜୀବନ କାରାଦଣ୍ଡ
ରାୟଗଡ଼ା,୧୮।୧୧(ଆଶିଷ ରଞ୍ଜନ ପଣ୍ଡା) -ଦୀର୍ଘ ୧୧ ବର୍ଷ ପରେ ରାୟଗଡ଼ା ସହର ବୁଦୁରାବାଲସା ସାହିରେ ହୋଇଥିବା ବହୁଚର୍ଚ୍ଚିତ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ରାୟଗଡ଼ା ଜିଲା ଦୌରାଜଜ୍ ସତ୍ୟନାରାୟଣ ଷଡ଼ଙ୍ଗୀ ମଙ୍ଗଳବାର ଏହି ମାମଲାର ଶୁଣାଣିକରି ଗୋଟିଏ ପରିବାରର...
ଓଡ଼ିଶାରେ ଗଠନ ହେବ ଆଉ ୪ ନୂଆ ତହସିଲ; ଏସବୁ ସ୍ଥାନରେ ଖୋଲିବ
ଭୁବନେଶ୍ୱର,୧୮।୧୧: ତୃଣମୂଳ ସ୍ତରରେ ପ୍ରଶାସନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଏବଂ ସେବା ଯୋଗାଣକୁ ଅଧିକ କାର୍ଯ୍ୟକ୍ଷମ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ରାଜ୍ୟରେ ଆଉ ୪ଟି ନୂତନ ତହସିଲ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନୂତନ ତହସିଲଗୁଡ଼ିକୁ ମିଶାଇଲେ...
ଋଷିକୂଲ୍ୟା ମୁହାଁଣରେ ଅଲିଭ ରିଡଲେଙ୍କ ସମାଗମ, କଡ଼ାକଡ଼ି ହେଲା ପାଟ୍ରୋଲିଂ, ଖୁବ୍ଶୀଘ୍ର…
ଗଞ୍ଜାମ,୧୮।୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଋଷିକୁଲ୍ୟା ମୁହାଁଣରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଚ ଅଲିଭ ରିଡଲେ କଇଁଚ ମାନଙ୍କ ଧୀରେ ଧୀରେ ସମାଗମ ହୋଇଥିବା ଜଣାପଡ଼ିଛି । ମଙ୍ଗଳବାର ସାମୁଦ୍ରିକ କଇଁଚଙ୍କ ସୁରକ୍ଷା ନେଇ ସ୍ଥାନୀୟ ବନ ବିଭାଗ ପକ୍ଷରୁ...
ବଲାଙ୍ଗୀରରେ ବାଲାଂଦେଶୀମାନଙ୍କୁ ଚିହ୍ନଟ କରି ବିତାଡ଼ିତ କର, ଏସ୍ପିଙ୍କୁ ଦାବିପତ୍ର ପତ୍ର ପ୍ରଦାନ କଲେ…
ବଲାଙ୍ଗୀର,୧୮।୧୧(ସୁନୀଲ ମହାନ୍ତି): ବଲାଙ୍ଗୀର ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ତରଫରୁ ଆରକ୍ଷୀ ଅଧକ୍ଷକଙ୍କୁ ମଙ୍ଗଳବାର ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଏଥିରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ପକ୍ଷରୁ ଦାବି କରାଯାଇଛି ଯେ ଅନେକ ଦିନ ଧରି ବଲାଙ୍ଗୀର ଜିଲା ଦେଓଗାଁଠାରେ...
ବନ୍ଦେ ମାତରଂ କାର୍ଯ୍ୟକ୍ରମରେ ଯୋଗଦେଲେ ବିଧାୟକ
ଦିଗପହଣ୍ଡି,୧୮।୧୧(ଅଶେଷ ନାଥ ମିଶ୍ର): ‘ବନ୍ଦେ ମାତରଂ’ କବିତାର ୧୫୦ ବର୍ଷ ପୂର୍ତ୍ତି ଅବସରରେ ମଙ୍ଗଳବାର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ମଙ୍ଗଳବାର ସଭା ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ର ଗ୍ରାମରେ ପହଞ୍ଚିବା ପରେ...
Archives


