Tag Archives: odisha

ପଠାଣି ସାମନ୍ତ ଗଣିତ ମେଧା ପରୀକ୍ଷା: ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଚମତ୍କାର ସଫଳତା

ଛତ୍ରପୁର, ୧।୯ (ଦିଲ୍ଲୀପ ସାମଲ): ପଠାଣି ସାମନ୍ତ ଗଣିତ ମେଧା ବୃତ୍ତି ପରୀକ୍ଷାରେ ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରି ବିଦ୍ୟାଳୟ ତଥା ଅଞ୍ଚଳ ପାଇଁ ଗୌରବ ଆଣିଦେଇଛନ୍ତି। ୨୦୨୩-୨୪ ଏବଂ ୨୦୨୪-୨୫ ଶିକ୍ଷାବର୍ଷର ଫଳାଫଳ…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ ୮ଟା ୩୦ ସୁଦ୍ଧା ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଉପକୂଳ ଓଡ଼ିଶା, ଝାଡ଼ଖଣ୍ଡ ଏବଂ…

ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ବରଗଡ଼ ଜିଲାରେ ଖୁସିର ଲହରୀ

ଝାରବନ୍ଧ, ୧।୯ (ଦେବେନ୍ଦ୍ର ସାହୁ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଅଭିନବ ଶିକ୍ଷଣ ପଦ୍ଧତି ପାଇଁ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରାଜ୍ୟସ୍ତରୀୟ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପାଇଁ ମନୋନୀତ ହୋଇଛି।…

୭ମ ରାଜ୍ୟସ୍ତରୀୟ କୁଡୋ ମାର୍ଶାଲ ଆର୍ଟ ପ୍ରତିଯୋଗିତାରେ ଦେବଗଡ଼ ଜିଲାର ବାଜିମାତ: ହାତେଇଲେ ୮ ସ୍ୱର୍ଣ୍ଣ, ୧ ରୌପ୍ୟ…

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): କଟକର ସରସ୍ୱତୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟ୍ ଅଡିଟୋରିୟମଠାରେ ଅଗଷ୍ଟ ୨୯ରୁ ୩୦ ତାରିଖ ପର୍ଯ୍ୟନ୍ତ ଦୁଇ ଦିନ ଧରି ଅନୁଷ୍ଠିତ ୭ମ ରାଜ୍ୟସ୍ତରୀୟ କୁଡୋ ମାର୍ଶାଲ ଆର୍ଟ ଟୁର୍ନାମେଣ୍ଟରେ ଦେବଗଡ଼ ଜିଲାର ଖେଳାଳିମାନେ ଚିତ୍ତାକର୍ଷକ…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗ କୋବ୍ରା) ସାପକୁ ବନ ବିଭାଗ ସଫଳତାର…

୧୬.୭୨ ଲକ୍ଷ ଟଙ୍କା ଆତ୍ମସାତ: ପ୍ୟାକ୍ସର ପୂର୍ବତନ ସମ୍ପାଦକ ଶ୍ରୀପତି ପ୍ରଧାନ ଗିରଫ

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): ସାର ବିକ୍ରି ଓ ସରକାରୀ ପାଣ୍ଠି ହେରଫେର ମାମଲାରେ ଭିଜିଲାନ୍ସକୁ ବଡ଼ ସଫଳତା। ୧୬.୭୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ କଲା ପ୍ୟାକ୍ସ (PACS)ର ପୂର୍ବତନ ସମ୍ପାଦକ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା ପୂର୍ବତନ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡାଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟରୁ ଜାମିନ…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି।…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ ଅବଧି ଶେଷହେବାକୁ ଆଉ ମାତ୍ର ୨ ଦିନ ବାକି। ଏପର୍ଯ୍ୟନ୍ତ ଜିଲାର ପ୍ରାୟ…

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ ଅଜିତ କୁମାର ସାହୁଙ୍କୁ ଶୁକ୍ରବାର ସନ୍ଧ୍ୟାରେ ଗିରଫ କରିଛି ନୟାପଲ୍ଲୀ ଥାନା ପୋଲିସ।…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ ସୃଷ୍ଟି ହୋଇଛି । କ୍ରିକେଟ୍ ଅଷ୍ଟ୍ରେଲିଆ (CA) ଅନାୟାଙ୍କୁ ନିଜ ଦେଶରେ କମ୍ୟୁନିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?