Tag Archives: odisha

ପାଟିରେ ଛୁଆ ଧରି ବୁଲୁଛି କଳା କଲରାପତରିଆ ବାଘ

ନୟାଗଡ,୩।୧: ନୟାଗଡ଼ ଜିଲାର ଜଙ୍ଗଲରେ ଛୁଆ ସହିତ ଏକ ବିରଳ ମେଲାନିଷ୍ଟିକ୍ କଳା କଲରାପତରିଆ ଦେଖିବାକୁ ମିଳିଛି। ବାଘଟି ପାଟିରେ ଏକ ଛୁଆ ନେଇ ଯାଉଥିବା କ୍ୟାମେରାରେ ଠାବ ହୋଇଛି। ନୟାଗଡ଼ ଜଙ୍ଗଲରେ ଦ୍ୱିତୀୟ ଥର ପାଇଁ ଏକ ମେଲାନିଷ୍ଟିକ୍...

‘ସୁରକ୍ଷିତ ଭାବେ ଘରକୁ ଫେରନ୍ତୁ’ ବାର୍ତ୍ତା ନେଇ ରାଜ୍ୟବ୍ୟାପୀ ପାଳନ କରାଯାଉଛି ସଡକ ସୁରକ୍ଷା ସପ୍ତାହ

ନୀଳଗିରି,୩।୧: ‘ସୁରକ୍ଷିତ ଭାବେ ଘରକୁ ଫେରନ୍ତୁ’ ଚଳିତବର୍ଷର ସଡକ ସୁରକ୍ଷା ସପ୍ତାହ ପାଳନର ସଚେତନତା ବାର୍ତ୍ତା ନେଇ ରାଜ୍ୟର ସମସ୍ତ ଜିଲାରେ ସଡକ ସୁରକ୍ଷା ସପ୍ତାହ ପାଳନ କରାଯାଉଛି । ସଡ଼କ ଦୁର୍ଘଟଣାରେ ଅଧିକରୁ ଅଧିକ ଜୀବନକୁ କିପରି ରକ୍ଷା...

ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତି

ଭୁବନେଶ୍ୱର,୧।୧: ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତି। ଓଡ଼ିଶାରେ ପହଞ୍ଚିବା ପରେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ୩ ତାରିଖରେ ରାଜଭବନରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ରହିଛି। ହରି ବାବୁ ଓଡ଼ିଶାର ୨୭ତମ ରାଜ୍ୟପାଳ...

ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଗଡ଼ିବ ଡବଲ ଡେକର୍ ବସ୍

ଭୁବନେଶ୍ୱର,୩୦।୧୨: ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଗଡ଼ିବ ଡବଲ ଡେକର୍ ବସ୍। ସରକାରୀ ସୂତ୍ରରୁ ପ୍ରକାଶ ଯେ ଦୁଇଟି ଡବଲ ଡେକର ଇଲେକ୍ଟ୍ରିକ୍ ବସ୍ ମୁମ୍ବାଇରୁ ଓଡିଶା ଅଭିମୁଖେ ଆସୁଛି। ଏହି ଡବଲ ଡେକରର ଡିଜାଇନରେ ଓଡିଶାର କଳା ଏବଂ...

ବଢିବ ଶୀତ: ୨ ରୁ ୪ ଡିଗ୍ରୀ ହ୍ରାସ ପାଇବା ରାତି ତାପମାତ୍ରା

ଭୁବନେଶ୍ୱର,୨୯।୧୨: ଲଘୁଚାପ ବର୍ଷା ଯିବା ପରେ ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ଶୀତ ବୃଦ୍ଧି ପାଇଛି। ଏଥିସହିତ ନୂଆବର୍ଷରେ ଜାନୁଆରୀ ୧ ରୁ ଜାନୁୟାରୀ ୪, ୨୦୨୫ ପର୍ଯ୍ୟନ୍ତ ପଶ୍ଚିମ ହିମାଳୟ ଅଞ୍ଚଳରେ କିଛି ସ୍ଥାନରେ ବର୍ଷା / ତୁଷାରପାତ...

ଡାକ୍ତରଙ୍କୁ ମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ: ଜଣେ ଆସିଷ୍ଟାଣ୍ଟ ପ୍ରଫେସର-୩ ସିନିୟର ରେସିଣ୍ଟେଣ୍ଟ ଚାକିରିରୁ ବହିଷ୍କୃତ; ଜଣଙ୍କୁ ୬ ମାସ ହଷ୍ଟେଲ ମନା

ବ୍ରହ୍ମପୁର,୨୯।୧୨(ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି( ଏମ୍‌କେସିଜି) ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ପିଜି ଡାକ୍ତରଙ୍କୁ କିଛି ବରିଷ୍ଠ ଡ଼ାକ୍ତର ମାଡ ମାରିବା ଏଂ ଶିଶୁ ବିଭାଗ ମୁଖ୍ୟଙ୍କୁ ଦୁର୍ବ୍ୟବହାର କରିବା ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।...

ଇଣ୍ଡିଆ ମେଣ୍ଟର ସ୍ବରରେ ସ୍ବର ମିଶାଇଲା BJD? ପରାଜୟର ୬ ମାସ ପରେ ଇଭିଏମ୍‌ ଉପରେ ପ୍ରଶ୍ନ ଉଠାଇଲେ ନବୀନ

ଭୁବନେଶ୍ୱର,୨୮।୧୨: ନିକଟରେ ହରିୟାଣା ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟର ଦଳଗୁଡ଼ିକ ଶୋଚନୀୟ ପରାଜୟ ପରେ ପୁଣି ଇଭିଏମ୍‌ ଅର୍ଥାତ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ ଉପରେ ପ୍ରଶ୍ନ ଉଠିଥିଲା। କଂଗ୍ରେସଠାରୁ ଆରମ୍ଭ କରି ଏନ୍‌ସିପି, ଶିବସେନା ଆଦି ଦଳ...

ନିଦ ହଜାଇଛି ଜିନ୍ନତ: ପୁଣି ଓଡ଼ିଶା ଆସିବାକୁ ଯାଉଛନ୍ତି ଆଉ ଦୁଇ ବାଘ

ଭୁବନେଶ୍ୱର,୨୬ା୧୨: ମହାରାଷ୍ଟ୍ରରୁ ଓଡ଼ିଶା ଆସିଥିବା ବାଘୁଣୀ ଜିନ୍ନତ ତିନି ରାଜ୍ୟ ବନ ବିଭାଗର ନିଦ ହଜାଇଛି। ଏହାରି ମଧ୍ୟରେ ଆଉ କିଛି ବାଘ ପୁଣି ଓଡିଶା ଆସିବାକୁ ଯାଉଛନ୍ତି। ବନ୍ୟପ୍ରାଣୀ ବଦଳ ଯୋଜନାରେ ମଧ୍ୟ ପ୍ରଦେଶ ସରକାର ଓଡ଼ିଶା ସମେତ...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ ଓ ପାନୀୟଜଳ ବିଭାଗର ମନ୍ତ୍ରୀ ରବି ନାରାୟଣ ନାଏକ ଭାଜପା କର୍ମୀ ମାନଙ୍କୁ...

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି: ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତଦିନରେ ଅଦିନିଆ ବର୍ଷା କାରଣରୁ ଚାଷୀମାନେ କ୍ଷତିର ସାମ୍ନା କରିଛନ୍ତି। ଅନେକ ଜିଲାରେ ଧାନ ବିଲରେ ଧାନ ଭାସି ଯାଇଥିବା ବେଳେ ବାଦାମ ଚାଷୀମାନେ ମଧ୍ୟ ଚିନ୍ତାରେ ପଡିଛନ୍ତି। ଏହାରି ମଧ୍ୟରେ କୃଷକଙ୍କ ଲାଗି ଖୁସି ଖବର...

ଭାରତରେ ଜଙ୍ଗଲ ୨୫.୧୭%କୁ ବୃଦ୍ଧି, ପ୍ରଥମ ତିନି ରାଜ୍ୟରେ ଓଡ଼ିଶା

ନୂଆଦିଲ୍ଲୀ,୨୧ା୧୨: ଭାରତରେ ମୋଟ ଜଙ୍ଗଲ ଏବଂ ବୃକ୍ଷଲତା ଥିବା ଜମି ପରିମାଣ ୨୦୨୩ରେ ମୋଟ ଭୌଗୋଳିକ ଅଞ୍ଚଳର ୨୫.୧୭ ପ୍ରତିଶତକୁ ବୃଦ୍ଧି ପାଇଛି। ୨୦୨୧ ପରେ ଜଙ୍ଗଲ ଜମି ପରିମାଣ ୧,୪୪୫ ବର୍ଗ କିଲୋମିଟର ବଢ଼ିଥିବା ସରକାରଙ୍କ ସଦ୍ୟତମ ତଥ୍ୟରୁ...

NALCO ଆଣିଲା ୫୧୮ ପଦବୀରେ ନିଯୁକ୍ତି ସୁଯୋଗ: ଏହିଦିନ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୧ା୧୨: ନ୍ୟାସନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ (ନାଲକୋ), ନବରତ୍ନ ପିଏସୟୁ, ଅନୁଗୁଳରେ ଥିବା ଏସ ଆଣ୍ଡ ପି କଂପ୍ଲେକ୍ସ ଏବଂ ଦାମନଜୋଡିରେ ଏମ ଆଣ୍ଡ ଆର କଂପ୍ଲେକ୍ସରେ ଅଣ-କାର୍ଯ୍ୟନିର୍ବାହୀ ପଦବୀ ପାଇଁ ଏକ ନିଯୁକ୍ତି ଘୋଷଣା କରିଛି। ଦେଶର ଅଗ୍ରଣୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri