Tag Archives: odisha

ମିଥ୍ୟା ସତ୍ୟପାଠ ଦାଖଲକରି ପଦ ହରାଇଲେ ମାର୍ଲାଙ୍ଗା ସରପଞ୍ଚ

କୋଟଗଡ଼,୧୩ା୧୧ (ସରୋଜ ବଳିୟାରସିଂ): କନ୍ଧମାଳ ଜିଲା କୋଟଗଡ଼ ବ୍ଲକ ମାର୍ଲାଙ୍ଗା ପଞ୍ଚାୟତର ସରପଞ୍ଚ ଅଯୋଗ୍ୟ ଘୋଷିତ ହୋଇଛନ୍ତି। ୨୦୨୨ରେ ପଞ୍ଚାୟତ ନିର୍ବାଚନ ବେଳେ ଅଶୋକ ମୁଠା ମାଝୀଙ୍କର ୨ରୁ ଅଧିକ ପିଲା ଥିବାବେଳେ ମାତ୍ର ୨ଜଣ ସନ୍ତାନ ଥିବାକଥା ମିଥ୍ୟାରେ ଉଲ୍ଲେଖ…

ମାଁ ପଁର୍ରାପାଟ କପ୍ ଫୁଟବଲ୍ ପ୍ରତିଯୋଗିତା: ସେମିଫାଇନାଲରେ…

ବରଗଡ଼,୧୩।୧୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ବ୍ଲକ ଅନ୍ତର୍ଗତ ବରହାଗୋଡା ଫୁଟବଲ୍ ପଡିଆରେ ବୁଧବାର ମାଁ ପଁର୍ରାପାଟ କପ୍ ଫୁଟବଲ୍ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି। ପୂର୍ବତନ ବିଧାୟକ ସାଧୁ ନେପାକ, ନଥୁରମ୍ ଶେଠ୍ ଅତିଥିଭାବେ ଯୋଗଦେଇ ପ୍ରତିଯୋଗିତାକୁ ଉଦଘାଟନ କରିଥିଲେ । ସାଇ ଇଲେଭେନ…

ଶ୍ରୀଅନ୍ନ ଯୋଜନାରେ ଉଦ୍‌ଘାଟନ ହେଲା ମାଣ୍ଡିଆ ରଥ

ଦାରିଙ୍ଗବାଡ଼ି,୧୩ା୧୧ (ଅରୁଣ ସାହୁ): ଶ୍ରୀଅନ୍ନ ଯୋଜନାରେ ମାଣ୍ଡିଆ ଚାଷ ଓ ମାଣ୍ଡିଆ ଖାଦ୍ୟକୁ ବହୁଳ ପରିମାଣରେ ବ୍ୟବହାର କରିବା ଲକ୍ଷ୍ୟରେ ଏକ ସଚେତନତା ରଥକୁ ଗୁରୁବାର ଜାଗୃତି କାର୍ଯ୍ୟାଳୟ ପରିସର ମଧ୍ୟରେ ଉଦ୍‌ଘାଟନ କରାଯାଇଛି। ଏହାକୁ ଗୋଷ୍ଠୀ କୃଷି ଅଧିକାରୀ ସୀତାଂଶୁ…

ପୂରଣ ହେବ ଦୀର୍ଘ ଦିନର ସ୍ବପ୍ନ: ଜୁନାଗଡ଼ ରୋଡ଼ ପର୍ଯ୍ୟନ୍ତ ସମ୍ପ୍ରସାରଣ ହେଲା ଇସ୍ପାତ ଟ୍ରେନ

ଭବାନୀପାଟଣା,୧୩।୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ ପୂରଣ ହେବାକୁ ଯାଉଛି। କାରଣ ଇସ୍ପାତ ଏକ୍ସପ୍ରେସ ଟ୍ରେନ ଜୁନାଗଡ଼ ରୋଡ ପର୍ଯ୍ୟନ୍ତ ସମ୍ପ୍ରସାରଣ ହେବା ନେଇଁ ଭାରତ ସରକାରଙ୍କ ରେଳ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଅଙ୍ଗନଓ୍ବାଡି କେନ୍ଦ୍ରରେ ଅଣ୍ଡା ବଣ୍ଟନକୁ ନେଇ ଅସନ୍ତୋଷ, ଖଣ୍ଡନ କଲେ ଯାଞ୍ଚ କମିଟି ସଭାନେତ୍ରୀ, ସୁପରଭାଇଜର… 

କେସିଙ୍ଗା,୧୩।୧୧(ତୁମେଶ୍ୱର ସାହୁ): କଳାହାଣ୍ଡି କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଅଧିନସ୍ଥ ପାଷ୍ଟିକୁଡ଼ି ଅଙ୍ଗନୱାଡି କେନ୍ଦ୍ରରେ ଅଣ୍ଡା ଓ ଛତୁଆ ବଣ୍ଟନକୁ ନେଇ ନିର୍ଦ୍ଧିଷ୍ଟ ହିତାଧିକାରୀ ସିଡିପିଓଙ୍କ ନିକଟରେ ଅଭିଯୋଗ କରିଥିବାର ଜଣାପଡିଛି। ସୂଚନାନୁସାରେ,ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ…

ଶିକ୍ଷିତ କିନ୍ତୁ ବେରୋଜଗାର: ଓଡ଼ିଶାଠୁ ଆଗରେ ଥିବା ରାଜ୍ୟମାନଙ୍କ ପାଇଁ ବଡ଼ ସମସ୍ୟା?

ନୂଆଦିଲ୍ଲୀ,୧୩।୧୧: ଭାରତର ସର୍ବାଧିକ ସାକ୍ଷରତା ହାର ଥିବା ତିନୋଟି ରାଜ୍ୟ କେରଳ, ଗୋଆ ଏବଂ ମିଜୋରାମରେ ୯୦% ରୁ ଅଧିକ ଲୋକ ପାଠ ପଢିଥିବା ବେଳେ, ଏହି ରାଜ୍ୟଗୁଡ଼ିକରେ ଶିକ୍ଷିତ ଯୁବକମାନଙ୍କ ମଧ୍ୟରେ ବେକାରୀ ସମସ୍ୟା ବଢ଼ିବାରେ ଲାଗିଛି। ଏହା ଭାରତର…

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ଆରମ୍ଭ, ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ

ଭୁବନେଶ୍ୱର, ୧୩।୧୧: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା (OAVET) ୨୦୨୬ ଏବଂ ଓଡ଼ିଶା ଖଣି ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା (OMAVET) ୨୦୨୬ ପାଇଁ ଅନଲାଇନ୍ ଫର୍ମ ପୂରଣ ଗୁରୁବାର ଠାରୁ ଆରମ୍ଭ ହୋଇଛି। ମାଧ୍ୟମିକ ଶିକ୍ଷା ପରିଷଦ (BSE),…

ଦିଗପହଣ୍ଡି ରେ ବ୍ଳକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା:ବିଧାୟକଙ୍କ ଦ୍ୱାରା ଚାଷୀ ସମ୍ବର୍ଦ୍ଧିତ

ଦିଗପହଣ୍ଡି,୧୨।୧୧(ଅଶେଷ ନାଥ ମିଶ୍ର) ଗ୍ରାମାଞ୍ଚଳରେ କୃଷି ଓ କୃଷକର ବିକାଶ ଏବଂ ସେମାନଙ୍କ ଆୟକୁ ଦିଗୁଣିତ କରିବା ଉଦ୍ଦେଶ୍ୟରେ ବୁଧବାର ଦିଗପହଣ୍ଡି ହାଇସ୍କୁଲ ଖେଳପଡିଆଠାରେ ବ୍ଳକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ପ୍ରାଣୀ ଚିକିତ୍ସାଧିକାରୀ ଡା.…

ଦିଗପହଣ୍ଡି ସହରରେ ଛିନତାଇ ମାମଲା: ନାବାଳକଙ୍କ ସମେତ ୨ ଅଭିଯୁକ୍ତ କୋର୍ଟଚାଲାଣ

ଦିଗପହଣ୍ଡି,୧୨।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଗତ କିଛିଦିନ ଧରି ଆତଙ୍କ ସୃଷ୍ଟି କରୁଥିବା ଏକ ନିର୍ଦ୍ଧିଷ୍ଟ ଗୋଷ୍ଠୀର ଜଣେ ନାବାଳକଙ୍କ ସମେତ ୨ ଅଭିଯୁକ୍ତଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା…

ଇନଷ୍ଟାଗ୍ରାମରୁ ପ୍ରେମ, ଲଜ୍‌ରେ କଲେଜ ଛାତ୍ରୀଙ୍କୁ ବଳାତ୍କାର; ଘରୁ ସୁନା-ଟଙ୍କା ଆଣିବାକୁ କହି…

ବ୍ରହ୍ମପୁର,୧୨।୧୧(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ କଲେଜ ଛାତ୍ରୀଙ୍କୁ ପ୍ରଲୋଭିତ କରି ଲଜ୍‌ରେ ରଖି ବଳାତ୍କାର କରିବା ଅଭିଯୋଗରେ ଅଭିଯୁକ୍ତ ଯୁବକଙ୍କୁ ବ୍ରହ୍ମପୁର ବଡ଼ବଜାର ପୋଲିସ ବାନ୍ଧିଛି। ସେ ହେଲେ ଗୋଳନ୍ଥରା ଥାନା ଅନ୍ତର୍ଗତ ହଳଦିଆପଦର ତିରୁପତି ନଗର ୪ର୍ଥ ଲାଇନ୍‌ରେ ରହୁଥିବା…

ବ୍ଲକ୍‌ସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା: ସମ୍ମାନିତ ହେଲେ ସଫଳ ଚାଷୀ

କର୍ଲାମୁଣ୍ଡା,୧୨ା୧୧(ପ୍ରଦୀପ କୁମାର ସାହୁ)- କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ରିଷିଡ଼ାସ୍ଥିତ ବାପୁଜୀ ମିନି ଷ୍ଟାଡିୟମରେ ବୁଧବାର ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭା ରେ କର୍ଲାମୁଣ୍ଡା ବିଡିଓ ସୁଚରିତା ମୁଗ୍ରୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟ…

କଳାହାଣ୍ଡି ଜିଲା ପାଇଁ ଗୌରବ ଆଣିଲେ କୁନି ଝିଅ ପ୍ରୟାସୀ

ଥୁଆମୂଳ ରାମପୁର,୧୨ା୧୧(ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ପାଇଁ ଗୌରବ ଆଣିଛନ୍ତି ଥୁଆମୂଳ ରାମପୁର ବ୍ଲକ ଜାମଗୁଡା ଗ୍ରାମର ଖଗେଶ୍ବର ନାଏକଙ୍କ ଝିଅ ପ୍ରୟାସୀ ନାଏକ। ଗତ ୮ ଓ ୯ ତାରିଖରେ ବ୍ରହ୍ମପୁର ନିଷ୍ଟ ୟୁନିଭର୍ସିଟିର ଇଣ୍ଡୋର ଷ୍ଟାଡିୟମଠାରେ ଆୟୋଜିତ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?