Tag Archives: odisha

ଶିକ୍ଷୟିତ୍ରୀଙ୍କ ବିରୁଦ୍ଧରେ ଏଭଳି ଅଭିଯୋଗ ଆଣିଲେ ଛାତ୍ରୀଛାତ୍ର: ଜିଲାପାଳଙ୍କୁ ଜଣାଇବା ପାଇଁ ଚାଲିଲେ ୬ କିଲୋମିଟର

କୋରାପୁଟ,୧୦।୧୧(ଅମିତାଭ ବେହେରା) ପିଏମଶ୍ରୀ ନବୋଦୟ ଜବାହାର ବିଦ୍ୟାଳୟର ଛାତ୍ରୀଛାତ୍ର ଇତିହାସ ଶିକ୍ଷୟିତ୍ରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଛନ୍ତି। ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଅଭିଯୋଗ ପରେ ସମାଧାନ ନହେବାରୁ ସୋମବାର ଜାତୀୟ ରାଜପଥ ଉପରେ ୬ କିଲୋମିଟର ଚାଲି ପହଞ୍ଚିଥିଲେ ଜିଲାପାଳଙ୍କ କାର୍ଯ୍ୟାଳୟ। ପାଠପଢ଼ାକୁ…

ଓଡ଼ିଶାରେ ଖେଳିବ ଶୀତଲହରୀ: ୬ ଜିଲାକୁ ଆଇଏମଡିର ୱାର୍ଣ୍ଣିଂ

ଭୁବନେଶ୍ୱର,୧୦।୧୧: ଭାରତୀୟ ପାଣିପାଗ ବିଭାଗ (IMD) ଓଡ଼ିଶାର ଖୋର୍ଦ୍ଧା, କଟକ, ଅନୁଗୁଳ, ଝାରସୁଗୁଡ଼ା, କନ୍ଧମାଳ, ଏବଂ ସୁନ୍ଦରଗଡ଼ ସମେତ ଅନେକ ଜିଲା ପାଇଁ ଶୀତଲହରୀ ସତର୍କତା ଜାରି କରିଛି। ଆସନ୍ତା ଦୁଇ ଦିନ ମଧ୍ୟରେ ରାତିର ତାପମାତ୍ରା ଆହୁରି ହ୍ରାସ ପାଇବ…

ମନ୍ଦିରରୁ ମୂର୍ତ୍ତି ସହ ଅଳଙ୍କାର ସବୁ ନେଇଗଲେ ଦୁର୍ବୃତ୍ତ, ସକାଳୁ ପୂଜକ ଦେଖିବା ପରେ…

ବାଲିଗୁଡା,୧୦।୧୧: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ କ.ନୂଆଗାଁ ଥାନା ମହାସିଙ୍ଗି ପଞ୍ଚାୟତ ୫୯ ନଂ.ଜାତୀୟ ରାଜପଥ କଡରେ ଥିବା ଇଷ୍ଟଦେବୀ ମା’ କାକବୁଢା (ଧୂଙ୍ଗିଆ ଦେଇ)ଙ୍କ ମନ୍ଦିରରୁ ଚୋରି। ମନ୍ଦିର ଗେଟ୍‌ ତାଲାଭାଙ୍ଗି ରବିବାର ମଧ୍ୟ ରାତ୍ରରେ…

ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ, ଜାଣନ୍ତୁ…

ଭୁବନେଶ୍ୱର,୯।୧୧: ଆସନ୍ତା ୧୩ରେ ବାଲେଶ୍ବର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସର୍ଦ୍ଦାର ପଟେଲଙ୍କ ୧୫୦ ତମ ଜୟନ୍ତୀ ଏକତା ଦୌଡ଼ରେ ସେ ସାମିଲ ହେବେ। ଏହି ଅବସରରେ ନୀଳଗିରିଠାରୁ ମିତ୍ରପୁର ପର୍ଯ୍ୟନ୍ତ ଏକତା ପାଇଁ ବିରାଟ ଗଣଦୌଡ଼ ଅନୁଷ୍ଠିତ…

ଥାନାକୁ ଡାକି ନାବାଳକଙ୍କୁ ଥାର୍ଡ ଡିଗ୍ରୀ, ଶାର୍ଟ-ପ୍ୟାଣ୍ଟ ଖୋଲିବାକୁ ଧମକ; ନ୍ୟାୟ ପାଇଁ…

ତିହିଡ଼ି,୯।୧୧(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ନରେନ୍ଦ୍ରପୁର ଗ୍ରାମର ଜଣେ ନାବାଳକଙ୍କୁ ପୋଲିସ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏପରିକି ମାଡ଼ ମାରିବା ପରେ ନାବାଳକ ପିନ୍ଧିଥିବା ଶାର୍ଟ ପ୍ୟାଣ୍ଟ ଖୋଲିବାକୁ ପୋଲିସ ଧମକ…

ହାତୀ ଆକ୍ରମଣରେ ୫ ବର୍ଷର ଶିଶୁର ମୃତ୍ୟୁ ଘଟଣା: ସହାୟତାର ହାତ ବଢ଼ାଇଲେ ସମାଜସେବୀ

ଲାଞ୍ଜିଗଡ଼,୮।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ଦକ୍ଷିଣ ବନଖଣ୍ଡ ଲାଞ୍ଜିଗଡ ବନାଞ୍ଚଳ ବିଜେପୁର ଥାନା ତ୍ରିଲୋଚନପୁର ପଞ୍ଚାୟତର ହରଡIଗୁଡା ଗ୍ରାମରେ ଗତ ୩ ତାରିଖ ସୋମବାର ସକାଳେ ଦୁଇ ନାବାଳକ ଭାଇଙ୍କୁ ହାତୀ ଆକ୍ରମଣ କରିଥିଲା। ଏଥିରେ ବଡଭାଇ…

ଜିଲାସ୍ତରୀୟ ଶିଶୁ ମହୋତ୍ସବରେ ମୋହନା ଛାତ୍ରୀଛାତ୍ରଙ୍କ ସଫଳତା

ମୋହନା,୮।୧୦(ମନ୍ମଥ ମିଶ୍ର): ପାରଳାଖେମୁଣ୍ଡି ରେ ଆୟୋଜିତ ଗଜପତି ଜିଲା ସ୍ଥରୀୟ ସୁରଭି କାର୍ଯ୍ୟକ୍ରମରେ ମୋହନା ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ହିଲଟପ୍‌ ମାଧ୍ୟମିକ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି l ବକୃତା ପ୍ରତିଯୋଗିତାରେ ଯୁକ୍ତ ଦୁଇ ବିଜ୍ଞାନ…

ବ୍ରହ୍ମପୁର ଯାଉଥିବା ବେଳେ ବସ୍‌ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଚାଲିଗଲା ପ୍ରକାଶଙ୍କ ଜୀବନ, ଗୁରୁତର ଛାତ୍ରୀ…

ବ୍ରାହ୍ମଣୀଗାଁ,୭।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନାସ୍ଥିତ ବଡ଼ଶଙ୍ଖଠାରେ ମର୍ମନ୍ତୁଦ ଦୁର୍ଘଟଣା। ବସ ଓ ବାଇକ ମୁହାଁମୁହିଁ ଧକ୍କାରେ ଜଣେ ମୃତ, ଅନ୍ୟ ଜଣେ ଗୁରୁତର। ମୃତକ ଜଣକ ହେଲେ କିନାରୀଗାଁର ପ୍ରକାଶ ବଡ଼ାଇକ(୩୯ )। ସେହିଭଳି ଗୁରୁତର ଛାତ୍ରୀ ଜଣକ…

ଝିରିପାଣି ପଞ୍ଚାୟତରେ ହାତୀ ଆତଙ୍କ: ଘର ଭାଙ୍ଗିଲା, ବର୍ତ୍ତିଗଲେ ପରିବାର ଲୋକ…

ତୁମୁଡିବନ୍ଧ,୭।୧୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବେଲଘର ବନାଞ୍ଚଳ ଝିରିପାଣି ପଞ୍ଚାୟତରେ ଜଙ୍ଗଲୀ ହାତୀଙ୍କ ପ୍ରାଦୁର୍ଭାବ ବଢି ଚାଲିଛି l କଳାହାଣ୍ଡି ଜିଲାର ହାତୀପଲ ଆସି ଭଣ୍ଡାରଙ୍ଗୀ ଓ ଝିରିପାଣି ପଞ୍ଚାୟତର ଫସଲ ନଷ୍ଟ ସହ ଘରଦାର ବାଙ୍ଗିଥିବା…

ରେଳଲାଇନରୁ ମିଳିଲା ମାଇନ୍ସ ବ୍ୟବସାୟୀଙ୍କ ମୃତଦେହ: ହତ୍ୟା ନା ଆତ୍ମହତ୍ୟା, ଖୋଜୁଛି ପୋଲିସ

କୋରାପୁଟ,୭।୧୧(ଅମିତାଭ ବେହେରା ): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଡୁମୁରିପୁଟ ରେଳ ରାସ୍ତା କଡରେ ଏକ ମୃତଦେହକୁ କୋରାପୁଟ ରେଲୱେ ପୋଲିସ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ସ୍ଥାନୀୟ ମେଡିକାଲ କଲେଜକୁ ପଠାଇଛି। ଏନେଇ ରେଲୱେ ଥାନା ଅଧିକାରୀ ସନ୍ତୋଷୀ ମହନ୍ତ ସୂଚନା…

ଡ୍ୟୁଟି ସମୟରେ ଟଳିପଡିଲେ କନଷ୍ଟେବଳ, ଆଉ ତା’ପରେ…

ସୋନପୁର,୭।୧୧(ମୃତ୍ୟୁଞ୍ଜୟ ଶତପଥୀ): ଡ୍ୟୁଟି ସମୟରେ ଶୁକ୍ରବାର ଟଳିପଡ଼ିଲେ କନଷ୍ଟେବଳ। ସୁବର୍ଣ୍ଣପୁର ଜିଲା ପୋଲିସ ବିଭାଗରେ କାର୍ଯ୍ୟରତ କନଷ୍ଟେବଳ ସରୋଜ କୁମାର ପ୍ରଧାନଙ୍କ ମୃତ୍ୟୁ ହୋଇଛି । ସରୋଜ ଜିଲା ମୁଖ୍ୟାଳୟରେ କାର୍ଯ୍ୟରତ ଥିଲେ। ଶୁକ୍ରବାର ଉଲୁଣ୍ଡାରେ ଆୟୋଜିତ ହେବାକୁ ଥିବା ଏକ…

ଓଡ଼ିଶାରେ ବଡ଼ ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ନୀତୀନ ଗଡକରୀ, ରାଜ୍ୟରେ ହେବ…

ଭୁବନେଶ୍ୱର,୭।୧୧: ଭୁବନେଶ୍ୱର ସ୍ଥିତ ଜନତା ମୈଦାନରେ ୮୪ତମ ରୋଡ କଂଗ୍ରେସ ସମାବେଶ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ଏହି ସମୟରେ ନୀତୀନ ଗଡ଼କରୀ ବଡ଼ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?