୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା
ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ ପ୍ରାୟ ୫୬,୪୯୫ ଜଣ ପରୀକ୍ଷାର୍ଥୀ ଏହି ଗୁରୁତ୍ୱପୂର୍ଣ୍ଣ ପରୀକ୍ଷାରେ ଅଂଶଗ୍ରହଣ କରିଛନ୍ତି। ସକାଳ ୧୦ଟାରୁ…
ଆପଣଙ୍କ ଏଭଳି ଅବହେଳା ପାଇଁ ଚୋରି ହୋଇଯାଇପାରେ ବାଇକ୍, ଭୁଲ୍ରେ ବି କରନ୍ତୁ ନାହିଁ ଏହି କାମ…
ନୂଆଦିଲ୍ଲୀ,୨୧।୧: ଆଜିକାଲି ସମୟରେ ବାଇକ ପ୍ରାୟ ପ୍ରତ୍ୟେକ ଘରର ଦୈନନ୍ଦିନ ଜୀବନର ଅଂଶ ହୋଇଯାଇଛି। ବାଇକ ଦ୍ୱାରା ଘରୁ ବାହାରକୁ ଯିବାଠାରୁ ଆରମ୍ଭ କରି ଅନେକ କାମ ସହଜରେ ହୋଇଯାଏ। ତେବେ ବାଇକ କିଣିବା ସହଜ ହେଲେ ମଧ୍ୟ ତାହାକୁ ସୁରକ୍ଷିତ…
ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ ମାଗଣାରେ ହେବ ନାମଲେଖା, ପରୀକ୍ଷା
ଭୁବନେଶ୍ୱର,୨୧।୧: ରାଜ୍ୟରେ ଶିକ୍ଷା ହାର ବଢ଼ାଇବା ଏବଂ ସମସ୍ତଙ୍କ ପାଇଁ ଶିକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଓଡିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଛାଡ଼ିଥିବା ଏବଂ ସ୍କୁଲ୍ ଯାଉନଥିବା ୧୪ ରୁ ୧୮ ବର୍ଷ ବୟସ୍କ ପିଲାମାନଙ୍କ…
ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍; ଅନଲାଇନ୍ରେ ବୁକ୍ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…
ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍ ଯୋଗାଇ ଦିଆଯାଏ। ଏହାକୁ ରିଟାୟାରିଂ ରୁମ୍ (Retiring Room) କୁହାଯାଏ। ଏହି ରୁମ୍ଗୁଡ଼ିକ ସିଙ୍ଗଲ୍, ଡବଲ୍ ଏବଂ…
ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…
ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮ ଜୁଆଡ଼ିଙ୍କୁ ଗିରଫ କରାଯାଇଛି। ଏହାସହ ସେମାନଙ୍କ ଠାରୁ ୨ ଲକ୍ଷ ୧ ହଜାର ୨୬୦ଟଙ୍କା…
ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା
ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର ଭଗବତୀପ୍ଲଟ ସ୍ଥିତ ବାସଭବନରେ ନିଜ ପିସ୍ତଲରୁ ମୁଣ୍ଡକୁ ଗୁଳି ମାରି ସେ ଆତ୍ମହତ୍ୟା କରିଥିବା…
ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…
ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା କରାଯାଇଛି। ମଙ୍ଗଳାବାର ରାତିରେ ତୁଳସୀନଗର ଏକ ଗଳି ରାସ୍ତାରୁ ଗୁରୁତର ଅବସ୍ଥାରେ ଟାଉନ ପୋଲିସ…
ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର…
ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ ମଙ୍ଗଳବାର ବିଳମ୍ବିତ ସାରେ ସଂଘବଦ୍ଧ ଆକ୍ରମଣ କରାଯାଇଛି। ଏଥିରେ ଡମ୍ବରୁ ସେଠୀ,କସ୍ତୁରୀ ସେଠୀ ଓ…
ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…
ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ ଋଷିକୁଲ୍ୟା ଜ଼ିଲା ପରିଷଦ ସମ୍ମିଳନୀ କକ୍ଷଠାରେ ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ଅଧୀନରେ ଆସୁଥିବା ଜିଲାର…
ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା
ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ବିଶିଷ୍ଟ ଅତିଥି ଭାବେ ବରଗଡ଼…
ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ
ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ଯୁବକଙ୍କଙ୍କ ପରିଚୟ ମିଳି ପାରିନାହିଁ। ତେବେ ପାରିପାଶର୍ବିକ ସ୍ଥିତିରୁ…
ପ୍ରମିଳାଙ୍କ ଘରେ ଏମିତି କ’ଣ ହେଲା? ନବୀନ ନିବାସ ମୁହାଁ ହେଲେ ବରିଷ୍ଠ ନେତା, ରାଜନୀତି ହଲଚଲ
ଭୁବନେଶ୍ୱର,୨୦।୧: ନବୀନ ନିବାସରେ ବଡ଼ ହଲଚଲ। ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚିଛନ୍ତି। ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି ପରେ ଅଚାନକ ନବୀନ ନିବାସରୁ ବରିଷ୍ଠ ନେତାଙ୍କୁ ଡାକରା ଆସିଛି। ପ୍ରମିଳା ମଲ୍ଲିକ, ସଞ୍ଜୟ ଦାସବର୍ମା, ପ୍ରତାପ ଜେନା ନବୀନ…
Archives


