ପୁରୀ ଶ୍ରୀକ୍ଷେତ୍ରରୁ ଭଟଲି ଆସିବ ତିନି ରଥର ଚକ; ସ୍ୱାଗତ ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସୁକତା
ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଶ୍ରୀକ୍ଷେତ୍ର ଭାବେ ପରିଚିତ ଶ୍ରୀଶ୍ରୀ ଦଧିବାମନ ଧାମ, ଭଟଲି ପାଇଁ ଏକ ଗୌରବମୟ ତଥା ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି। ପୁରୀ ଶ୍ରୀକ୍ଷେତ୍ରରୁ ମହାପ୍ରଭୁଙ୍କ ତିନି ରଥର ପବିତ୍ର ଚକ ଭଟଲିକୁ ଅଣାଯିବ। ରଥଚକର ଭବ୍ୟ…
ନିଟ୍-୨୦୨୬ରେ ଚମକିଲେ କୋରାପୁଟର ପୂଜ୍ୟମ ରାଜ, ସର୍ବଭାରତୀୟ ସ୍ତରରେ ରଖିଲେ…
କୋରାପୁଟ, ୧୭।୭ (ଅମିତାଭ ବେହେରା): ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (NEET-2026) ରେ କୋରାପୁଟ ଜିଲା ପାଇଁ ଗୌରବ ଆଣିଛନ୍ତି ସ୍ଥାନୀୟ ଫ୍ୟୁଜନ୍ ୱର୍ଲ୍ଡ ସ୍କୁଲର ଦ୍ୱାଦଶ ଶ୍ରେଣୀର ମେଧାବୀ ଛାତ୍ର ପୂଜ୍ୟମ ରାଜ। ନିଟ୍ ପରୀକ୍ଷାରେ ସେ ସର୍ବଭାରତୀୟ…
ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…
ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି। ଏହି ମାମଲାରେ ପାଟଣା ଥାନା ପୋଲିସ ତତ୍ପରତା ପ୍ରକାଶ କରି ଶୁକ୍ରବାର ଜଣେ…
ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ
ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ ବଞ୍ଚିତ ହୋଇଛନ୍ତି। ଟୋକନ ପାଇବାରୁ ବଞ୍ଚିତ ହେବା କାରଣରୁ ଜିଲ୍ଲାର ଅନେକ ଚାଷୀ…
ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍; ଟ୍ରାଫିକ ଜାମ୍, ଲୋକେ ହଟହଟା
ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି ହୋଇଥିଲେ। ସେଠାରୁ ରଥଟଣା ଆରମ୍ଭ ହୋଇ ଗାନ୍ଧିଛକ ଅଭିମୁଖେ ଉଭୟ ରଥ ଆସିଥିଲା।…
ମୁମ୍ବାଇରେ ମହେଶ୍ୱରଙ୍କ ମୃତ୍ୟୁ: ଶୋକସନ୍ତପ୍ତ ପରିବାରକୁ ଭେଟି ଆର୍ଥିକ ସହାୟତା ପ୍ରଦାନ କଲେ ଛତ୍ରପୁର ବିଧାୟକ
ଗଞ୍ଜାମ, ୧୬।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ ବୋରିଗାଁ ଗ୍ରାମର ମହେଶ୍ୱର ନାହାକଙ୍କ ମୁମ୍ବାଇରେ କାର୍ଯ୍ୟରତ ଥିବା ସମୟରେ ହଠାତ୍ ହୃଦଘାତରେ ମୃତ୍ୟୁ ଘଟିଛି। ଏହି ଦୁଃଖଦ ଖବର ପାଇ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ…
ଦାରିଙ୍ଗବାଡିରେ ଘୋଷଯାତ୍ରା: ସିମନବାଡି-ଗଦାପୁରରେ ବିଳମ୍ବରେ ଟଣାହେଲା ରଥ,ଲଗାଣ ବର୍ଷା ସତ୍ତ୍ୱେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼
ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗୁରୁବାର ପବିତ୍ର ଘୋଷଯାତ୍ରା ଅତି ଧୂମଧାମରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅନ୍ତର୍ଗତ ସିମନବାଡି ପତିତପାବନ ମନ୍ଦିରରେ ଏହି ଯାତ୍ରା ବହୁ ଆଡ଼ମ୍ବର ସହ ପାଳନ କରାଯାଇଥିବା ବେଳେ ମହାପ୍ରଭୁଙ୍କ…
ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ
ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଦୈନନ୍ଦିନ ଦେବନୀତି ଅନୁଯାୟୀ ପ୍ରାତଃ ସମୟରେ ମଙ୍ଗଳ ଆଳତୀ, ଅବକାଶ…
ରଥଟଣା ବେଳେ ଅଘଟଣ: ଶଳାକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଭିଣୋଇ, ଦଳାଚକଟାରେ ଜଣେ ଆହତ
ପୁରୁଷୋତ୍ତମପୁର, ୧୬।୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ରଥଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ରଥଟଣା ଚାଲିଥିବା ବେଳେ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ନିଜ ଶଳାକୁ ଖଣ୍ଡାରେ ମରଣାତ୍ମକ ଆକ୍ରମଣ…
କୁଲାଡ ବଡ଼ଦାଣ୍ଡ ଭକ୍ତମୟ: ମାଉସୀମା ମନ୍ଦିରରେ ଲାଗିଲା ରଥ, ମଝି ରାସ୍ତାକୁ ଆଣିବା ପାଇଁ ନିଆଯାଇଥିଲା ହାଇୱାର ସହାୟତା
ଭଞ୍ଜନଗର, ୧୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ଜଗନ୍ନାଥ ମନ୍ଦିର ପକ୍ଷରୁ ପବିତ୍ର ଗୁଣ୍ଡିଚା ଯାତ୍ରା ଗୁରୁବାର ଅତି ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି। ଭଞ୍ଜ ରାଜବଂଶ ପକ୍ଷରୁ ଶହ ଶହ ବର୍ଷ ଧରି ପାଳିତ ହୋଇ…
ରାସ୍ତାକଡ଼ରେ ଚାଲିଥିଲା ଜୁଆ ଆଡ୍ଡା: ପୋଲିସର ଅତର୍କିତ ଚଢାଉ; ୪ ଗିରଫ, ବାଇକ୍ ଓ ମୋବାଇଲ୍ ସହ…
ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଜୁଆଡ଼ିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ପଞ୍ଚାୟତ କାର୍ଯ୍ୟାଳୟ ନିକଟ ରାସ୍ତାକଡ଼ରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ…
ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ
ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର ସନ୍ଧ୍ୟାରେ ଦିଗପହଣ୍ଡି ରାଜବାଟି ପରିସରରେ ପୂଜା ପାଉଥିବା ପ୍ରଭୁ ଶ୍ରୀ ବଳଦେବ, ଶ୍ରୀ…
Archives


