ଘର ଆଗରେ ଧାରଣା ବସିଛନ୍ତି ପ୍ରେମିକା, ତାଲା ପକାଇ ପରିବାର ସହ ପ୍ରେମିକ ଫେରାର; ନ୍ୟାୟ ନ ମିଳିଲେ…
ଦାରିଙ୍ଗବାଡ଼ି,୨୯।୭(ଅରୁଣ ସାହୁ): ପ୍ରଥମେ କଲେଜରେ ଦେଖା ପରେ ପ୍ରେମ। ଧୀରେ ଧୀରେ ସମ୍ପର୍କ ଆଗକୁ ବଢି ଶାରୀରିକ ସମ୍ପର୍କରେ ପହଞ୍ଚିଥିଲା। ହେଲେ ଏବେ ଧୋକା ପାଇବା ପରେ ପ୍ରେମିକଙ୍କ ଘର ଆଗରେ ଧାରଣା ଦେଇଛନ୍ତି ପ୍ରେମିକା। ଏଭଳି ଏକ ଘଟଣା ଦେଖିବାକୁ…
ଶିକ୍ଷକଙ୍କୁ ଉଠାଇ ନେଲା ପୋଲିସ, କ୍ରାଇମବ୍ରାଞ୍ଚର ଏକ ମାମଲାରେ ସମ୍ପୃକ୍ତି ନେଇ ଚର୍ଚ୍ଚା
ରାୟଗଡ଼ା,୨୯।୭(ଆଶିଷ ରଞ୍ଜନ ପଣ୍ଡା) – ରାୟଗଡ଼ା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଗ୍ରାମର ଶିକ୍ଷକ ବିଜୟ ମିଶ୍ରଙ୍କୁ ପୋଲିସ ଉଠାଇ ନେଇଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି। କ୍ରାଇମବ୍ରାଞ୍ଚର ଏକ ମାମଲାରେ ତାଙ୍କୁ ପୋଲିସ ଉଠାଇ ନେଇଥିବା କୁହାଯାଉଛି। ଘଟଣାରୁ ପ୍ରକାଶ ଯେ,…
ଆସନ୍ତା ୨ଦିନ ବଜ୍ରପାତ ସହ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି…
ଭୁବନେଶ୍ୱର,୨୯।୭(ଅନୁରାଧା ମହାରଣା)- ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାବେଳେ ମଙ୍ଗଳବାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇଛି। ତେବେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବୁଧବାର…
ନାବାଳକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା: ଜେଲ ଗଲେ ୩ ଅଭିଯୁକ୍ତ
ଥୁଆମୂଳ ରାମପୁର, ୨୯।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମର ସୁନି ସାହୁଙ୍କ ୧୫ ବର୍ଷିଆ ନାବାଳକ ପୁଅ ନରେଶ ସାହୁଙ୍କ ମୃତ ଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ପୋଲିସ ୩ଜଣଙ୍କୁ …
କାଲିଠୁ ନିଖୋଜ ଥିଲେ, ତାମ୍ପରା ନିକଟରୁ ଶୋଇଥିବା ଅବସ୍ଥାରେ ମିଳିଲା ମୃତଦେହ; ପୋଲିସ…
ଛତ୍ରପୁର,୨୯।୭(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧିନ ତାମ୍ପରା ନିକଟରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ଜଣଙ୍କ ହେଲେ ବ୍ରହ୍ମପୁର ବାଲିପଡା ଅଞ୍ଚଳର କୈଳାଶ ପାତ୍ର । ମୃତକ ଜଣକ ସୋମବାରଠାରୁ ନିଖୋଜ ଥିଲେ। ସେ…
ଦିଗପହଣ୍ଡିରେ ଉଦ୍ଘାଟିତ ହେଲା ନୂଆ ଦେୱାନି କୋର୍ଟ
ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ନୂଆ ଦେୱାନି କୋର୍ଟ(ସିଭିଲ ଜଜ ସିନିୟର୍ ଡିଭିଜନ) ମଙ୍ଗଳବାର ଉଦ୍ଘାଟିତ ହୋଇଛି। ସ୍ଥାନୀୟ ପୁରୁଣା କୋର୍ଟ ପରିସରରେ ଥିବା ଅସ୍ଥାୟୀ କୋଠାରେ ଏହି କୋର୍ଟ କାର୍ଯ୍ୟ କରିବ। ଓଡିଶା ହାଇକୋର୍ଟ ମୂଖ୍ୟ…
ସ୍ତ୍ରୀ, ଶାଶୁଙ୍କୁ ମାରି ପୋତିଦେଲେ ସ୍ବାମୀ, ଦୋଷ ଲୁଚାଇବାକୁ ଯାଇ ଉପରେ ଲଗାଇଦେଲେ କଦଳୀ ଗଛ, ତା’ପରେ…
ବାରିପଦା,୨୯।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କୁଳିଅଣା ଥାନା ସରପଙ୍ଖା ନୂଆଗାଁ ଗ୍ରାମରେ ଏକ ଲୋମହର୍ଷଣ ହତ୍ୟାକାଣ୍ଡକୁ ପୋଲିସ ଖୁଲାସା କରିଛି। ସ୍ତ୍ରୀ ଓ ଶାଶୁଙ୍କୁ ମାରି ଘରବାଡିରେ ପୋତି ଉପରେ କଦଳୀ ଗଛ ଲଗାଇ ଦେଇଥିଲେ ଅଭିଯୁକ୍ତ। ପୋଲିସ ଅଭିଯୁକ୍ତଙ୍କୁ…
ବାହାର ସୁନ୍ଦର ଭିତର ଫମ୍ପା: ବିପଦପୂର୍ଣ୍ଣ ଶ୍ରେଣୀ ଗୃହରେ ଚାଲିଛି ରଙ୍ଗଦିଆ
ଦାରିଙ୍ଗବାଡ଼ି,୨୯।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଲାଣ୍ଡାଗୁଡ଼ି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀ ଗୃହ ଅଭାବ। ଗୋଟିଏ ପକ୍କା ଘର ରହିଥିବା ଶ୍ରେଣୀ ଗୃହ ଏବେ ଭାଙ୍ଗି ଛାତ ଭୁଶୁଡିବା ଭଳି ପରିସ୍ଥିତି ରହିଛି । ତାକୁ ମରାମତି କରାଯାଉନଥିବା…
ଅଧ୍ୟାପକଙ୍କ ନାଁରେ ଅଭିଯୋଗ ଆଣିଲେ ଛାତ୍ରୀ, ଟ୍ୟୁଶନ ନ ହେବାରୁ…
ଜଗତସିଂହପୁର,୨୯।୭: ପୁଣି ଜଣେ ଗଣିତ ଅଧ୍ୟାପକଙ୍କ ନାଁରେ ଅଭିଯୋଗ। ତିର୍ତ୍ତେଲର ଏକ କଲେଜରେ ଗଣିତ ଅଧ୍ୟାପକଙ୍କ ନାଁରେ ଛାତ୍ରୀ ଅଭିଯୋଗ ଆଣିଛନ୍ତି। ଇଣ୍ଟରନାଲ ପରୀକ୍ଷାରେ ମାର୍କ କମାଇ ଦେଇଥିବା ଅଭିଯୋଗ କରିଛନ୍ତି ଛାତ୍ରୀ। ଟ୍ୟୁଶନ ନ ହେବାରୁ ଇଣ୍ଟରନାଲ ମାର୍କ କମାଇ…
ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଠକି ନେଇଥିଲେ ଟଙ୍କା, ଏବେ ଗିରଫ ହେଲେ…
ଭୁବନେଶ୍ୱର, ୨୯।୭: ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଜମି ଦେବାକୁ କହି ୨୫ଲକ୍ଷ ଟଙ୍କା ଠକେଇ ମାମଲାରେ ଗିରଫ ହେଲେ ଅଭିଯୁକ୍ତ ନିରଞ୍ଜନ ଶତପଥୀ । ଗତ ୨୬ ତାରିଖରେ…
ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରାଥମିକ ବିଦ୍ୟାଳୟ ପିଲାଙ୍କର ବଦଳିଲା…
ଭୁବନେଶ୍ୱର,୨୯।୭: ସରକାର ନେଲେ ବଡ଼ ନିଷ୍ପତ୍ତି। ବଦଳିଲା ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଆଇକାର୍ଡ ରଙ୍ଗ। ଛାତ୍ରୀଛାତ୍ରଙ୍କ ଆଇଡେଣ୍ଟିଟି କାର୍ଡ ରଙ୍ଗ ବଦଳିବା ସହ ହାଉସ ୟୁନିଫର୍ମ ଓ ଟୋପି ବି ବଦଳିଛି । ପୂର୍ବରୁ ଲେଗୋରେ ଆମେ ଗଢିବୁ ନୂଆ ଓଡ଼ିଶା…
ଅବସରପ୍ରାପ୍ତ କ୍ରୀଡ଼ା ଶିକ୍ଷକଙ୍କ ଦେହାନ୍ତ, ମୃତ୍ୟୁ ପରେ ଅଙ୍ଗଦାନ
ବୁଗୁଡା,୨୮।୭(କାଳିଚରଣଦାଶ): ବୁଗୁଡ଼ା ବ୍ଲକ ବି.କରଡ଼ାବାଡ଼ି ଗ୍ରାମସ୍ଥିତ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ବିଦ୍ୟାପୀଠର ଅବସରପ୍ରାପ୍ତ କ୍ରୀଡ଼ା ଶିକ୍ଷକ ପ୍ରଫୁଲ୍ଲ କୁମାର ମହାପାତ୍ର(୭୨)ଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ଚାରି ବର୍ଷ ହେବ ଶାରୀରିକ ଅସୁସ୍ଥତା ଅନୁଭବ କରିଆସୁଥିବା ବେଳେ ଗତ ରବିବାର…
Archives


