ସରକାର ନେଲେ ବଡ଼ ନିଷ୍ପତ୍ତି: ପିଲାଙ୍କୁ ମିଳିବ…
ଭୁବନେଶ୍ୱର,୨୮ା୭(ସୁଚିସ୍ମିତା ସାହୁ): ଖୁବଶୀଘ୍ର ସ୍କୁଲ ପିଲାଙ୍କୁ ମିଳିବ ମାଗଣା ୟୁନିର୍ଫମ। ରାଜ୍ୟ ସରକାରଙ୍କର ନିଷ୍ପତ୍ତି ଅନୁଯାୟୀ ଚଳିତ ଶିକ୍ଷାବର୍ଷ (୨୦୨୫-୨୦୨୬) ପାଇଁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟଗୁଡିକରେ ପ୍ରଥମ ଶ୍ରେଣୀଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ୁ…
ଆକ୍ସନରେ ସରକାର: ଏହି ସବୁ ଚାଷୀଙ୍କୁ ହେଲା ନୋଟିସ, ଚେକ୍ କରିନିଅନ୍ତୁ ଆପଣଙ୍କ ନାଁ ଅଛି କି!
ଭୁବନେଶ୍ୱର,୨୮ା୭: ରବି ଋତୁ ଧାନ ସଂଗ୍ରହରେ ଚାଷୀଙ୍କ ମିଥ୍ୟା ତଥ୍ୟ ଧରାପଡ଼ିବା ଘଟଣା। ମିଥ୍ୟା ତଥ୍ୟ ଦେଇଥିବା ଚାଷୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି ।୧ ଲକ୍ଷ ୮୧ ହଜାର ୬୮୪ ଟି ପ୍ଲଟ୍ରେ ହୋଇନି ଚାଷ। ଏନେଇ ୭…
ଏମ୍ସରୁ ଆସିଲା ବଡ଼ ଖବର: ଡ୍ୟୁଟିରେ ଥିବା ମହିଳା ଆଟେଣ୍ଡାଣ୍ଟ୍ଙ୍କୁ ଡାକ୍ତର ଚାମ୍ବରକୁ ଡାକି…
ଭୁବନେଶ୍ୱର,୨୮।୭(ସତ୍ୟଜିତ୍ ରାଉତ): ଭୁବନେଶ୍ୱର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ) ହସ୍ପିଟାଲରେ ଜଣେ ମହିଳା ଆଟେଣ୍ଡାଣ୍ଟ୍ ଅସଦାଚରଣର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ସମ୍ପର୍କରେ ପୀଡ଼ିତା ଜଣକ ସୋମବାର ଖଣ୍ଡଗିରି ଥାନାରେ ଏତଲା ଦେଇ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।…
ଦୁର୍ନୀତି କରି ଯନ୍ତ୍ରୀ ଠିକାଦାର ମାଲାମାଲ, ୧୫ ଦିନରେ ଧୋଇଗଲା ୧୦ ଲକ୍ଷ ଟଙ୍କାର ପୋଲ
ଥୁଆମୂଳ ରାମପୁର,୨୮।୭(ଦୁର୍ଗା କୀର୍ତ୍ତି): ସରକାର ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀମାନଙ୍କ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ବିଭାଗୀୟ ଅଧିକାରୀଙ୍କ କାମ ଯୋଗୁ ତାହା ଅତି କମ୍ ଦିନ ମଧ୍ୟରେ ନଷ୍ଟ ହୋଇଯାଉଛି । ଟଙ୍କା ଆସୁଛି…
ଗୋଳାବାରୁଦ କାରଖାନାକୁ ବିରୋଧ, ୧୫୦ ଜଣଙ୍କ ପାଇଁ ବିପଦରେ ପଡ଼ିବେ ଦେଢ଼ ଲକ୍ଷ
ଭଞ୍ଜନଗର,୨୮।୭(ବାବୁଲା ପ୍ରଧାନ): ମହାରାଷ୍ଟ୍ରର ଏକ ଘରୋଇ ବିସ୍ଫୋରକ ଉତ୍ପାଦନ କମ୍ପାନୀ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଘାଟିପଲ୍ଲୀ ଓ ଲଣ୍ଡେଇହିଲଠାରେ ଗୋଳାବାରୁଦ କାରଖାନା ନିର୍ମାଣ ଯୋଜନା କରୁଛି। ତେଣୁ ଏହାକୁ ସଂପୃକ୍ତ ଅଞ୍ଚଳବାସୀ ଦୃଢ଼ ବିରୋଧ କରୁଛନ୍ତି। ଏହିଭଳି ପରିସ୍ଥିତିରେ ରବିବାର…
ୟୁନିଫାଏଡ ଅଟୋମେଶନ ସିଷ୍ଟମକୁ ଶିକ୍ଷକଙ୍କ ତୀବ୍ର ବିରୋଧ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଇଓଙ୍କୁ ଦାବିପତ୍ର
ଭଞ୍ଜନଗର,୨୮।୭(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଗଣ ଶିକ୍ଷା ବିଭାଗ ପକ୍ଷରୁ ଗତ ସପ୍ତାହର ଗୁରୁବାର ଠାରୁ ୟୁନିଫାଏଡ ଅଟୋମେଶନ ସିଷ୍ଟମ ଲାଗୁ ହୋଇଛି। ଏହି ସିଷ୍ଟମ ଲାଗୁ ଦ୍ୱାରା ଶିକ୍ଷକ ମାନେ ବିଦ୍ୟାଳୟକୁ ଯିବାପରେ ନିଜ ମୋବାଇଲ ଫୋନରେ କ୍ଲକ ଇନ…
ବିବାହ ପ୍ରତିଶ୍ରୁତି ଦେଇ ରଖିଥିଲେ ସମ୍ପର୍କ, ଗର୍ଭବତୀ ଜାଣିବା ପରେ…
ଖଡ଼ିଆଳ,୨୮।୭(ସୁଜିତ କୁମାର ପ୍ରଧାନ): ନୂଆପଡା ଜିଲା ଖଡ଼ିଆଳ ବ୍ଲକ ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରେମ ପ୍ରତାରଣା କରାଯାଇଥିବା ନେଇ ଗତ ଜୁନ ୧୭ ତାରିଖ ଦିନ ଖଡ଼ିଆଳ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ତଦନ୍ତ କରି ଅଭିଯୁକ୍ତଙ୍କୁ ସୁଦୂର ମୁମ୍ବାଇରୁ ଗିରଫ…
ବିଶ୍ବ ମାନବ ଚାଲାଣ ବିରୋଧୀ ଦିବସକୁ ନେଇ ସଚେତନତା
ରାଇକିଆ,୨୮।୭(ପ୍ରଦୀପ ବେହେରା): ଆସନ୍ତା ଜୁଲାଇ ୩୦ ତାରିଖ ହେଉଛି ବିଶ୍ବ ମାନବ ଚାଲାଣ ବିରୋଧୀ ଦିବସ ମାନବ ଚାଲାଣର ଶିକାର ହୋଇଥିବା ଲୋକଙ୍କ ପରିସ୍ଥିତି ବିଷୟରେ ସଚେତନତା ବୃଦ୍ଧି କରିବା ଏବଂ ସେମାନଙ୍କ ଅଧିକାରକୁ ପ୍ରୋତ୍ସାହିତ ଏବଂ ସୁରକ୍ଷା କରିବା ପାଇଁ…
ସାକ୍ଷୀଗୋପାଳ ନିକଟରେ ଦ୍ରୁତଗତିରେ ଆସୁଥିଲା ଟ୍ରେନ, ପାର୍ ହେବା ବେଳେ ଟ୍ରାକ୍ରେ ଅଟକିଗଲା ଟ୍ରାକ୍ଟର,ତା’ପରେ…
ସାକ୍ଷୀଗୋପାଳ,୨୮।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସୋମବାର ଅପରାହ୍ନରେ ସାକ୍ଷୀଗୋପାଳ ରେଳଷ୍ଟେସନ ଠାରୁ କିଛି ଦୂରରେ ଏକବଡ଼ ଧରଣର ରେଳ ଦୁର୍ଘଟଣାରୁ ପୁରୀ -ପାଟନା ଏକ୍ସପ୍ରେସ ଅଳ୍ପକେ ବର୍ତ୍ତିଯାଇଛି । ସାକ୍ଷୀଗୋପାଳ ରେଳ ଷ୍ଟେଶନ ଠାରୁ ପ୍ରାୟ ଦୁଇ କିଲୋମିଟର ଦୂର ବୀରରମଚନ୍ଦ୍ରପୁରୁ…
ଜମିଜମା ବିବାଦକୁ ନେଇ ଖଣ୍ଡାରେ ମରଣାତ୍ମକ ଆକ୍ରମଣ ଘଟଣା: ୩ ଜଣଙ୍କୁ ବାନ୍ଧିଲା ପୋଲିସ
ପୁରୁଷୋତ୍ତମପୁର,୨୮।୭(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ହାଣ୍ଡିଘର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୋଟିଏ ପରିବାର ଉପରେ ସମ୍ପର୍କିୟ ଦାଦାଙ୍କ ପରିବାର ଜମିଜମା ବିବାଦକୁ ନେଇ ଖଣ୍ଡାରେ ହାଣିଥିବା ଅଭିଯୋଗ ହୋଇଛି। ଆହାତ ହୋଇଥିବା ବ୍ୟକ୍ତିମାନେ…
ଦଳ ପଛେ, ମାଟି ଆଗ: ସବୁ ଦଳର ନେତାଙ୍କୁ ଏକାଠି କଲା ମିଡ଼ିଆ କ୍ଲବ
ଭଞ୍ଜନଗର,୨୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ମିଡ଼ିଆ କ୍ଲବ ରବିବାର ଗାୟତ୍ରୀ ମନ୍ଦିର ନିକଟରେ ମେଗା ରକ୍ତଦାନ ଶିବିର ଆୟୋଜନ କରିଥିଲା । ଶିବିରରୁ ୧୧୬ ପ୍ୟାକେଟ ରକ୍ତ ସଂଗୃହୀତ ହୋଇଥିଲା। ଭଞ୍ଜନଗର ବ୍ଲଡ ବ୍ୟାଙ୍କ କର୍ମଚାରୀ ରକ୍ତ…
ମାତ୍ର ଏତିକି ଟଙ୍କାରେ ଶିଶୁକନ୍ୟାକୁ ବିକ୍ରି କରିଦେଲେ ମା’ ବାପା, ଘଟଣାକୁ ନେଇ…
ଟିଟିଲାଗଡ୨୭।୭(ଶରତ ମିଶ୍ର): ବୁଝିଲେନି ସମ୍ପର୍କ। ୨୦ ହଜାରରେ ଶିଶୁ କନ୍ୟାଙ୍କୁ ବିକ୍ରି କରିଦେଲେ ମା’ବାପା। ଏଭଳି ଘଟଣା ଟିଟିଲାଗଡ ବ୍ଲକର ବାଗଡେର ଗାଁରେ ଦେଖିବାକୁ ମିଳିଛି। ଏକ ଦମ୍ପତ୍ତି ନିଜ ଶିଶୁ କନ୍ୟାକୁ ୨୦ ହଜାର ଟଙ୍କା ରେ ବିକ୍ରି କରିଥିବା…
Archives


