୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୯ା୯: ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ସୋମବାର ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ...
କୃଷି ବିଦ୍ୟାନିଧି ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଉପକୃତ ହେବେ ଲକ୍ଷାଧିକ ଛାତ୍ରୀଛାତ୍ର
ସମ୍ବଲପୁର,୮।୯: ସିଏମ କିଷାନ ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୃଷି ପରିବାରକୁ ଆଉ ଏକ ଉପହାର ଦେଇଛନ୍ତି । ସିଏମ କିଷାନ ଯୋଜନାର ହିତାଧକାରୀଙ୍କ ପିଲା ମାନଙ୍କ ଲାଗି କୃଷି ବିଦ୍ୟାନିଧି ଯୋଜନା ଘୋଷଣା ଘୋଷଣା...
ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା: ୫ ଜିଲାକୁ ରେଡ୍ ଓ୍ବାର୍ନିଂ
ଭୁବନେଶ୍ୱର,୮।୯: ଆସନ୍ତାକାଲି ପାଇଁ ଓଡିଶାର ପାଞ୍ଚଟି ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର(ଆଇଏମଡି) ୫ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରିଛି। ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶ୍ୟ ଲଘୁଚାପ ଅବପାତରେ ପରିଣତ ହୋଇ ଉତ୍ତରପଶ୍ଚିମ ଆଡ଼କୁ ଅଗ୍ରସର ହେଉଛି ।...
ଲେଜେଣ୍ଡ୍ସ ଲିଗ୍ରେ ପ୍ରଥମ ଥର ଓଡ଼ିଶା ଟିମ୍ କୋଣାର୍କ ସୂର୍ଯ୍ୟ: ଇର୍ଫାନ୍ ପଠାନ କ୍ୟାପଟେନ୍
ପ୍ୟାରିସ୍,୬ା୯: ଲେଜେଣ୍ଡ୍ସ ଲିଗ୍ କ୍ରିକେଟରେ ଓଡ଼ିଶାର ପ୍ରଥମ ଦଳ ଭାବେ କୋଣାର୍କ ସୂର୍ଯ୍ୟ ସାମିଲ ହୋଇଛି। ଶୁକ୍ରବାର ଭୁବନେଶ୍ୱରରେ ଟିମ ଲଞ୍ଚ ହେବା ସହ, ସମସ୍ତ ଖେଳାଳିଙ୍କ ନାମ ଘୋଷଣା କରାଯାଇଛି। ଇର୍ଫାନ ପଠାନଙ୍କୁ ଏହି ଅବସରରେ କୋଣାର୍କ ସୂର୍ଯ୍ୟର...
ଲଘୁଚାପର ପ୍ରଭାବରେ ରାଜ୍ୟରେ ବୃଦ୍ଧି ପାଇବ ବର୍ଷା: ୨୧ଟି ଜିଲାକୁ ସତର୍କ ସୂଚନା ଜାରି
ଭୁବନେଶ୍ୱର,୬।୯: ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ,ଲଘୁଚାପ ଘନୀଭୂତ...
ରାଜ୍ୟରେ ଖାଲି ପଡ଼ିଛି ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ
ଭୁବନେଶ୍ୱର,୬।୯: ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ ଖାଲି ପଡିଥିବା ବିଧାନସଭାରେ ସୂଚନା ଦେଇଛନ୍ତି ସରକାର। ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ତଥ୍ୟ ରଖିଛନ୍ତି। ରାଜ୍ୟରେ ପ୍ରାୟ...
ସିଙ୍ଗାପୁରରେ ଓଡ଼ିଶାର ପିଲାଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ସିଙ୍ଗାପୁର ଗସ୍ତ ଅବସରରେ ଦକ୍ଷତା ବିକାଶ ତାଲିମ୍ ନେଉଥିବା ପ୍ରଶିକ୍ଷାର୍ଥୀମାନଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି । ବର୍ତ୍ତମାନ ସିଙ୍ଗାପୁର ଗସ୍ତରେ ଯାଇଥିବା ଓଡ଼ିଶାସ୍ଥିତ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରର ପ୍ରଶିକ୍ଷାର୍ଥୀଙ୍କ ସହିତ...
ପ୍ରଥମ ଥର ପାଇଁ ଓଡ଼ିଶାରୁ ଦୁବାଇକୁ ଗଲା ଡ୍ରାଗନ୍ ଫଳ
ବୁଧବାର ବିଜୁ ପଟ୍ଟନାୟକ ଏୟାରପୋର୍ଟରୁ ଓଡ଼ିଶାରୁ ପ୍ରଥମ ଥର ପାଇଁ ଡ୍ରାଗନ୍ ଫଳ ବିଦେଶକୁ ରପ୍ତାନି କରାଯାଇଛି। ଏହାର ଶୁଭାରମ୍ଭ କରଛନ୍ତି ଉପ ମୂଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। Four quintals of organic dragonfruits grown in the...
ଆସୁଛି ଲଘୁଚାପ, ୬ ତାରିଖ ଯାଏଁ ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୪।୯: ବଙ୍ଗୋପସାଗରରେ ଗୁରୁବାର ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାର ପ୍ରଭାବରେ ଦକ୍ଷିଣ, ଉପକୂଳ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ...
ରାଜ୍ୟରେ କାର୍ଯ୍ୟକାରୀ ହେବ ପେସା ଆଇନ, ସଶକ୍ତ ହେବ ଗ୍ରାମସଭା : ପଞ୍ଚାୟତିରାଜ ମନ୍ତ୍ରୀ
ଭୁବନେଶ୍ୱର,୩।୯: ରାଜ୍ୟରେ ପେସା ଆଇନ କାର୍ଯ୍ୟକାରୀ ହେବ। ଗ୍ରାମସଭାକୁ ସଶକ୍ତ କରାଯିବ। ମଙ୍ଗଳବାର ବିଧାନସଭା ପ୍ରଶ୍ନକାଳରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ କହିଛନ୍ତି । ସେ କହିଛନ୍ତି, ଆମ ଓଡ଼ିଶା ନବୀନ ଓଡ଼ିଶାରେ ଚାଲୁଥିବା ସମସ୍ତ କାମ ଚାଲୁ...
ଭଙ୍ଗା ହେଲାଣି ୧୪୪୩ ଭାଟି, ମୂଳପୋଛ କରାଯିବ ସମସ୍ତ ବେଆଇନ ମଦ କାରବାର: ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ୱର, ୩।୯: ବେଆଇନ ମଦ କାରବାର ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ଅଗଷ୍ଟ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଚଢ଼ାଉ ଅଭିଯାନ ଆଜିବି ଜାରି ରହିଛି। ଦୀର୍ଘ ୧୫ ଦିନ ଧରି ଚାଲିଥିବା ଏହି ଚଢ଼ାଉ ସମଗ୍ର...
ଆମକୁ ମାସିକ ୨୬ ହଜାର ଦରମା ଦିଅନ୍ତୁ
ଓଡ଼ିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଂଘ ନେତୃତ୍ୱରେ ଆଜି ଭୁବନେଶ୍ୱର ଲୋୟର ପିଏମଜି ଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।
Archives


