Tag Archives: odisha

ସୁଭଦ୍ରା ଯୋଜନାରେ ଏହି ଦିନ ଆସିବ ପ୍ରଥମ କିସ୍ତି, ଆବେଦନ କରି …

ଭୁବନେଶ୍ୱର,୧।୯: ସୁଭଦ୍ରା’ ଯୋଜନା ପାଇଁ ରବିବାରଠାରୁ ଆବେଦନ ଆରମ୍ଭ ହୋଇଛି। ସେଥିପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରରେ ଲମ୍ବା ଲାଇନ ଦେଖିବାକୁ ମିଳିଛି। ସେହିପରି ବ୍ଲକ୍‌ ଅଫିସ୍‌, ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ମଧ୍ୟ ଆବେଦନକାରୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ନକଲି ଇନ୍ସପେକ୍ଟରଙ୍କ ଖୋଲିଲା ପେଡ଼ି: ପୋଲିସ ହାତରେ ଧାରା ପକାଇ ଦେଲେ ତୃତୀୟ ସ୍ତ୍ରୀ

ଭୁବନେଶ୍ୱର,୧ା୯: ପୁଣି ଫେସବୁକରେ ପ୍ରେମ କରି ଫସିଲେ ମହିଳା। ମିଛିମିଛିକା ପୋଲିସ ଇନ୍ସପେକ୍ଟରଙ୍କ ପ୍ରେମରେ ପଡ଼ି ବିବାହ କଲେ। ଏବେ ସତ କଥା ଜାଣିବା ପରେ ଆସି ପ୍ରକୃତ ପୋଲିସ ପାଖରେ କରିଛନ୍ତି ଅଭିଯୋଗ। ମହିଳାଙ୍କ ଅଭିଯୋଗକୁ ଭିତ୍ତି କରି...

ଲଘୁଚାପର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ

ଭୁବନେଶ୍ୱର,୧ା୯: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗତକାଲି ଅବପାତର ରୂପ ନେଇଛି । ଏହାର ପ୍ରଭାବରେ ଆଜି ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା...

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଡ଼ିଶାରେ ଆଉ ଡ୍ୟାନ୍ସ ବାର୍ ଆଉ ଚାଲିବ ନାହିଁ

ଭୁବନେଶ୍ୱର:୩୦।୮: ରାଜ୍ୟରେ ନୂଆ ଅବକାରୀ ନୀତି ଆଣିଛନ୍ତି ରାଜ୍ୟ ସରକାର। ଏହି ନୂଆ ଆଇନ ବଳରେ ରାଜ୍ୟରେ ଆଉ ଡ୍ୟାନ୍ସ ବାର୍ ଆଉ ଚାଲିବ ନାହିଁ। ବାର୍‌ ଗୁଡ଼ିକରେ ଚାହିଁଲେ ଅନୁମତି ନେଇ କେବେଳ ସଂଗୀତ ପରିବେଷଣ କରିପାରିବେ। କୌଣସି...

ଗ୍ରାମାଞ୍ଚଳରେ ଖୋଲିବ ନାହିଁ ନୂଆ ମଦ ଦୋକାନ: ଅବକାରୀ ନୀତି ଆଣିଲେ ରାଜ୍ୟ ସରକାର

ଭୁବନେଶ୍ୱର:୩୦।୮: ଶୁକ୍ରବାର ନୂଆ ଅବକାରୀ ନୀତି ଆଣିଛନ୍ତି ଓଡିଶା ସରକାର। ଆସନ୍ତା ସେପ୍ଟେମ୍ବର ୧ରୁ ରାଜ୍ୟରେ ଏହି ନୂଆ ଆଇନ ଲାଗୁହେବ। ୨୦୨୫ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ନୂଆ ଆଇନ ବଳରେ ଗ୍ରାମାଞ୍ଚଳରେ ଆଉ ନୂଆ...

ବଡ଼ ଘୋଷଣା କଲେ ସରକାର: ଅଙ୍ଗନୱାଡି କର୍ମୀ, ଆଶା, ସିଆର୍‌ପି କରିପାରିବେ ଆବେଦନ

ଭୁବନେଶ୍ୱର:୩୦।୮: ମହିଳାମାନଙ୍କୁ ଆର୍ଥିକ ସ୍ଵାବଲମ୍ବୀ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ସୁଭଦ୍ରା ଆରମ୍ଭ କରିଛନ୍ତି। ମହିଳାମାନଙ୍କୁ ମାନଙ୍କୁ ଆର୍ଥିକ ସହାୟତ ୟତା ପ୍ରଦାନ କରି ସେମାନଙ୍କ ଆର୍ଥକ ସ୍ୱାଧୀନତା ତଥା ଡିଜିଟାଲ ଆର୍ଥିକ ସାକ୍ଷରତାକୁ ପ୍ରୋତ୍ସାହିତ କରି କରିବା ଏହି...

ସ୍ୱାମୀ-ସ୍ତ୍ରୀ ଭିନ୍ନ ଭିନ୍ନ ବିଭାଗରେ ଚାକିରି କରିଥିଲେ ଗୋଟିଏ ଜିଲାରେ ମିଳିବ କି ନିଯୁକ୍ତି ? ବିଧାନସଭାରେ ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ୱର:୩୦।୮: ଓଡ଼ିଶାରେ ଉଭୟେ ସ୍ୱାମୀ ସ୍ତ୍ରୀ ସରକାରୀ ଚାକିରି କରୁଥିଲେ ସେମାନଙ୍କ ପାଇଁ ଖୁସି ଖବର। ଶୁକ୍ରବାର ବିଧାନସଭାରେ ଏକ ପ୍ରଶ୍ନର ଉତ୍ତରରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବଡ଼ କଥା କହିଛନ୍ତି। ସ୍ୱାମୀ ଓ ସ୍ତ୍ରୀ ୨ଜଣ ଭିନ୍ନ ଭିନ୍ନ...

ଅନୁଗୋଳ ଜିଲାରେ ବିଶ୍ୱସ୍ତରୀୟ ଷ୍ଟାଡିୟମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

ଭୁବନେଶ୍ୱର,୨୯ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଗୁରୁବାର ଲୋକସେବା ଭବନରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ ଚାଲୁ ରହିଥିବା...

ରାସନ କାର୍ଡ ଥିଲେ ପରିବାରର ସମସ୍ତ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା: ନୂଆ ଗାଇଡ଼ଲାଇନ୍ ଜାରି କଲେ ସରକାର

ଭୁବନେଶ୍ୱର,୨୯ା୮: ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବା ଲାଗି ଗୁରୁବାର ରାଜ୍ୟ ସରକାର ସଂଶୋଧିତ ଗାଇଡଲାଇନ ଜାରି କରିଛନ୍ତି। ମହିଳା ଏବଂ ଶିଶୁ ବିକାଶ ବିଭାଗ ସଂଶୋଧିତ ଗାଇଡଲାଇନ୍ ସମସ୍ତ ଜିଲାପାଳ ଏବଂ ମୁନିସିପାଲ କମିଶନରଙ୍କୁ ପଠାଇଛନ୍ତି। ଏହି ଯୋଜନା ମାଧ୍ୟମରେ...

ଖାଲିପଡ଼ିଥିବା ଆର୍‌.ଆଇ, ଏ.ଆର୍‌.ଆଇ ଏବଂ ଅମିନ ପଦବୀ କେବେ ପୂରଣ ହେବ ? ବିଧାନସଭାରେ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୨୯ା୮: ରାଜ୍ୟରେ ଖାଲି ପଡ଼ିଥିବା ରାଜସ୍ୱ ନିରୀକ୍ଷକ, ସହକାରୀ ରାଜସ୍ୱ ନିରୀକ୍ଷକ ଏବଂ ଅମିନ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ବିଧାନସଭାରେ ଆଜି ଏ ସଂପର୍କିତ ଏକ ପ୍ରଶ୍ନର...

ଭୁବନେଶ୍ୱରରେ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର; ପଡୋଶୀ ଯୁବକ ଅଟକ

ଭୁବନେଶ୍ୱର,୨୮।୮: ରାଜଧାନୀ ଭୁବନେଶ୍ୱରରେ ବୁଧବାର ୪ ବର୍ଷର ନାବାଳିକାକୁ ବଳାତ୍କାର ଅଭିଯୋଗ ହୋଇଛି। ପଡୋଶୀ ଘରର ୩୦ ବର୍ଷର ଯୁବକ ଏଭଳି ନିନ୍ଦନୀୟ ଘଟଣା ଘଟାଇଥିବା କୁହାଯାଉଛି। ଏୟାରପୋର୍ଟ ଥାନା ଅଞ୍ଚଳର ଏକ ବସ୍ତିରେ ଏହି ଘଟଣା ଘଟିଛି। ଖବର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri