Tag Archives: odisha

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡିର ପ୍ରାର୍ଥୀ କସରତ, ଏହି ୩ ନେତା ଗଲେ ନବୀନ ନିବାସ

ଭୁବନେଶ୍ୱର,୧୫।୧୦: ନୂଆପଡା ଉପନିର୍ବାଚନ ପାଇଁ ନବୀନ ନିବାସରେ ବିଜେଡିର ପ୍ରାର୍ଥୀ କସରତ। ନବୀନ ନିବାସରେ ପହଞ୍ଚଛନ୍ତି ବିଜେଡିର ବରିଷ୍ଠ ନେତା। ବବି ଦାସ, ସ୍ନେହାଙ୍ଗୀନୀ ଛୁରିଆଁ, ଟୁକୁନି ସାହୁ ପ୍ରମୁଖ ଉପସ୍ଥିତ ଅଛନ୍ତି। ଟିକେଟ୍‌ ଆଶାୟୀ ମନୋଜ ମିଶ୍ର ମଧ୍ୟ ଉପସ୍ଥିତ…

ନୂଆପଡା ଉପନିର୍ବାଚନ ପାଇଁ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ଭାଜପା, ବିଧିବଦ୍ଧ ଭାବେ ନାଁ ଘୋଷଣା

ଭୁବନେଶ୍ୱର,୧୫।୧୦: ନୂଆପଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଭାଜପା। ସବୁ ଅପେକ୍ଷାର ଅନ୍ତ ଘଟାଇ ଜୟ ଢୋଲକିଆଙ୍କୁ ଭାଜପା ପ୍ରାର୍ଥୀ କରିଛି। ଏନେଇ ବୁଧବାର ବିଧିବଦ୍ଧ ଭାବେ ଜୟଙ୍କ ନାଁ ଭାଜପା ଘୋଷଣା କରିଛି। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଜୟ…

ଶ୍ବଶୁର ଘର ପୋଡ଼ି ଦେଲେ ଜ୍ବାଇଁ, ଆଉ ତା’ପରେ…

କେନ୍ଦୁଝର,୧୫।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା ମଙ୍ଗଳପୁର ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ ବିବାଦକୁ ନେଇ ଜ୍ବାଇଁ ଗତ କାଲି ରାତି ପ୍ରାୟ ୧୧ଟାରେ ଶ୍ବଶୁର ଘରେ ନିଆଁ ଲଗାଇ ଫେରାର ହୋଇଯାଇଛନ୍ତି। ଦମକଳ…

୪ ମହଲା କୋଠାରେ ଭୟାବହ ଅଗ୍ନିକାଣ୍ଡ: ୫ ଘଣ୍ଟା ଧରି ଜଳୁଛି ନିଆଁ, କୋଟି କୋଟି ଟଙ୍କାର ସାମଗ୍ରୀ ନଷ୍ଟ

ବାଲେଶ୍ୱର,୧୫।୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଟାଉନ ଥାନା ଅନ୍ତର୍ଗତ ସିନେମା ଛକ ନିକଟରେ ଥିବା ଏକ ଚାରି ମହଲା କୋଠାରେ ବୁଧବାର ଭୋର ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବନଜା ଷ୍ଟେସନାରୀ ଦୋକାନରେ ଘଟିଛି ଏହି ଭୟଙ୍କର ଅଗ୍ନିକାଣ୍ଡ। ବିଦ୍ୟୁତ ସର୍ଟ ସର୍କିଟରୁ…

ଅନୁଗୋଳରେ ଚାଞ୍ଚଲ୍ୟ: ଶିକ୍ଷୟିତ୍ରୀଙ୍କୁ ବଳାତ୍କାର କଲେ ସ୍କୁଲ ମାଲିକ, ପୂରା ଘଟଣା ଜାଣିଲେ…

ଅନୁଗୋଳ,୧୫।୧୦(ମାନସ ବିଶ୍ୱାଳ): ଅନୁଗୋଳ ସଦର ସ୍ଥିତ ଏକ ଘରୋଇ ସ୍କୁଲର ଶିକ୍ଷୟିତ୍ରୀଙ୍କୁ ଘରୋଇ ସ୍କୁଲ ପ୍ଲେ ସ୍କୁଲ ମାଲିକଙ୍କ ବଳାତ୍କାର ଅଭିଯୋଗ। ଥାନାରେ ଅଭିଯୋଗ ପରେ ମାଲିକ ସଙ୍କେତ କୁମାର ଶର୍ମାଙ୍କୁ ପୋଲିସ ଗିରଫ କରିଛି। ପ୍ରେମ ନିବେଦନ କରିବାରୁ ମନା…

ଦାୟୀଙ୍କଠାରୁ ଆଦାୟ

ଅକ୍ଟୋବର ୧୩ରେ ବମ୍ବେ ହାଇକୋର୍ଟ ମହାରାଷ୍ଟ୍ରରେ ରାସ୍ତାରେ ଖାଲଖମା କିମ୍ବା ନର୍ଦ୍ଦମା ଗର୍ତ୍ତରେ ପଡ଼ି ଜୀବନ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୬ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ମ୍ୟୁନିସିପାଲିଟି କର୍ତ୍ତୃପକ୍ଷ ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଭଳି ଦୁର୍ଘଟଣାରେ…

ସରକାରଙ୍କ ବଡ଼ ନିଷ୍ପତ୍ତି! ପୁରୀ ସେବାୟତ ପିଲାଙ୍କ ପାଇଁ ହେବ…

ଭୁବନେଶ୍ୱର, ୧୫।୧୦: ନୀଳାଦ୍ରି ଭକ୍ତନିବାସରେ ସୋମବାର ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୁର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ପ୍ରତିକ୍ରିୟା ଦେଇ କହିଛନ୍ତି, ଗୁଣ୍ଡିଚା ମନ୍ଦିରର ଉନ୍ନତୀକରଣ ସମ୍ପର୍କରେ ବିସ୍ତୃତ…

JDUର ପରମ୍ପରା ଭାଙ୍ଗିଲା: ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ବାସଭବନରୁ ଏମିତି କାମ କଲେ ନୀତୀଶ

ପାଟନା,୧୫।୧୦: ବିହାରରେ ଶାସକ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ମଧ୍ୟରେ ଆସନ ବଣ୍ଟନକୁ ନେଇ ଅସନ୍ତୋଷର କଳ୍ପନାଜଳ୍ପନା ମଧ୍ୟରେ, ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଙ୍ଗଳବାର ଜନତା ଦଳ ୟୁନାଇଟେଡ (JDU) ପ୍ରାର୍ଥୀଙ୍କୁ ବିଧାନସଭା ନିର୍ବାଚନ ପାଇଁ ଟିକେଟ ବଣ୍ଟନ କରିଛନ୍ତି। ଏଥର,…

ଗାଁରେ ଦେଶୀ,ବିଦେଶୀ ମଦ ବିକ୍ରି ବନ୍ଦ କରିବାକୁ ନେଇ ମହିଳା କଲେ ଏମିତି କାମ, ଥାନାରେ ଦ୍ବାରସ୍ଥ ହୋଇ…

ଅମରପାଲି ,୧୫।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ଗ୍ରାମ ପଞ୍ଚାୟତର ବଳିପାଲି ଗ୍ରାମରେ ବ୍ୟାପକ ମାତ୍ରାରେ ଦେଶୀ ଓ ବିଦେଶୀ ମଦ ବିକ୍ରି ହେଉଛି। ଏଣୁ ଏଥିରେ ଅତିଷ୍ଠ ହୋଇ ଗ୍ରାମର ମହିଳାମାନେ ଏକତ୍ରିତ ହୋଇ ମଦ…

ନୂଆପଡ଼ା ପାଇଁ ବିଜେଡି ଗୋଟି: କାଲି ପ୍ର୍ରାର୍ଥୀ ଚୂଡ଼ାନ୍ତ, ବିଶେଷ ଚର୍ଚ୍ଚାରେ…

ଭୁବନେଶ୍ୱର, ୧୪।୧୦(ସୁନିତ୍‌ ମିଶ୍ର): ନୂଆପଡ଼ା ଉପନିର୍ବାଚନ ନେଇ ବିଜେଡି ପକ୍ଷରୁ ପ୍ରାର୍ଥୀ ଖୋଜା ଚାଲିଛି। ଦଳର କେତେଜଣ ବରିଷ୍ଠ ନେତା ୨ ଦିନ କାଳ ନୂଆପଡ଼ା ଯାଇ ସେଠାରେ ଡେରା ପକାଇ ରହିଥିଲେ। ଦଳର କର୍ମୀମାନଙ୍କ ସହ ଆଲୋଚନାକରିବା ପରେ ମଙ୍ଗଳବାର…

ଥୁଆମୂଳ ରାମପୁର ବିଜେଡି ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ଘେରାଉ, ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ୧୫ ଦଫା ଦାବିପତ୍ର…

ଥୁଆମୂଳ ରାମପୁର,୧୪।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ବିଜେଡି ପକ୍ଷରୁ ୧୫ ଦଫା ଦାବି ନେଇ ବିଧାୟକ ତଥା ବିଜେଡି ଜିଲା ସଭାପତି ପ୍ରଦୀପ କୁମାର ଦିଶାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମଙ୍ଗଳବାର ଦିନ ମାଁ ମାଣିକେଶ୍ବରୀ ମନ୍ଦିରରେ ମାଁଙ୍କ…

ଯେଉଁ ନଦୀ ଦେଉଥିଲା ରୋଜଗାର, ସେହି ନେଇଗଲା ଜୀବନ; ବାଲି କାଢ଼ିବା ବେଳେ…

ଥୁଆମୂଳ ରାମପୁର,୧୪।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତର ଖମାରପଦର ନିକଟ ଇନ୍ଦ୍ରାବତୀ ନଦୀରେ ମଙ୍ଗଳବାର ବାଲି କାଢୁଥିବା ସମୟରେ ଜଣେ ବୟସ୍କା ମହିଳା ନଦୀର ପ୍ରଖର ସ୍ରୋତରେ ଭାସିଯାଇଥିଲେ। ଏବେ ତାଙ୍କର ମୃତଦେହ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?