Tag Archives: odisha

ପ୍ରବଳ ବର୍ଷାରେ ୩୨୬ ଜାତୀୟ ରାଜପଥ ଉପରେ ୪ ଫୁଟର ପାଣି: ୪ ଘଣ୍ଟା ଅଟକିଲା ଆମ୍ବୁଲାନ୍ସ, ଭାରିଯାନ

କୋରାପୁଟ,୧ା୭(ଅମିତାଭ ବେହେରା)-କୋରାପୁଟ ଜିଲାରେ ଲଘୁଚାପ ଜନିତ ବର୍ଷା ଲାଗି ରହିଥିବାରୁ କୋରାପୁଟରୁ ରାୟଗଡ଼ା ୩୨୬ନଂ ଜାତୀୟ ରାଜପଥର ବଙ୍ଗଳାଗୁଡା ନିକଟ ଅସ୍ଥାୟୀ ପୋଲ ଉପରେ ୪ ଫୁଟର ବନ୍ୟା ଜଳ ପ୍ରବାହିତ ହୋଇ ରାସ୍ତା ଅବରୋଧ ହୋଇଥିଲା। ଏହାଦ୍ୱାରା ୪ ଘଣ୍ଟା…

କୋରାପୁଟ ଜିଲାରେ ୭୮୦ ମିମି ବର୍ଷା, କୋଟପାଡ଼ରେ ସର୍ବାଧିକ…

କୋରାପୁଟ,୧ା୭(ଅମିତାଭ ବେହେରା)-କୋରାପୁଟ ଜିଲାରେ ମଙ୍ଗଳବାର ୭୮୦ ମି.ମି ବର୍ଷା ହୋଇଥିବା ବେଳେ କୋଟପାଡ଼ ବ୍ଲକ୍‌ରେ ସର୍ବାଧିକ ୯୭ ମି.ମି ବର୍ଷା ହୋଇଛି। ପଟ୍ଟାଙ୍ଗି ବ୍ଲକ୍‌ରେ ୨୦.୪ ମି.ମି, ବୈପାରୀଗୁଡାରେ ୯୧ ମି.ମି, ସେମିଳିଗୁଡାରେ ୪୩ ମି.ମି, ନନ୍ଦପୁରରେ ୭୦ ମି.ମି, ଦଶମନ୍ତପୁରରେ…

ଘର ଖୋଲା ଦେଖି ସବୁ ସୁନାଗହଣା ଲୁଟିନେଇ ଚାଲିଗଲେ ମହିଳା ଭିକାରୀ, ସିସିଟିଭି ଦେଖି…

ରାୟଗଡ଼ା,୧।୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ରାଣିଗୁଡ଼ା ଫାର୍ମ ଦିତୀୟ ଲେନର ମହେଶ କୁମାରଙ୍କ ଘରେ ଦିନ ୧୧ ସମୟରେ ଦିବାଲୋକରେ କଳା କନା ବୁଲାଇଦେଇଛନ୍ତି ଦୃର୍ବୁତ୍ତ। ମହେଶ କୁମାରଙ୍କ ଘରୁ ସୋମବାର ୧୧ଟା ବେଳେ ୭ ଭରି ସୁନା ଚୋରି…

ରାତି ଅଧରେ ଔଷଧ ଦୋକାନରେ ଭଙ୍ଗାରୁଜା, ଉଲଗ୍ନ ହୋଇ ନିଆଁ ଲଗାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧ା୭(ରତନ ଦାଶ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ବଡଗୁମା ବଜାର ଅଞ୍ଚଳରେ ଥିବା ଏକ ଔଷଧ ଦୋକାନରେ ସୋମବାର ରାତି ଗୋଟାଏ ସମୟରେ ଜଣେ ଦୁର୍ବୃତ୍ତ ଭଙ୍ଗାରୁଜା କରିବା ସହିତ ଉଲଗ୍ନ ହୋଇ ନିଆଁ ଲଗାଇ ବାଇକ୍‌ ଜାଳି ଦେଇଛନ୍ତି।…

ବିଏମ୍‌ସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ପ୍ରତିବାଦରେ ସମୂହ ଛୁଟିରେ ଗଞ୍ଜାମ ଓଏଏସ୍‌ ସଂଘ

ଛତ୍ରପୁର,୧ା୭(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) କାର୍ଯ୍ୟାଳୟରେ ସୋମବାର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାର ପ୍ରତିବାଦ କରି ମଙ୍ଗଳବାର ଗଞ୍ଜାମ ଜିଲା ଓଏଏସ୍‌ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ କରାଯାଇଛି। ସଂଘ ସଭାପତି ତଥା ଏଡିଏମ ପ୍ରମୋଦ…

ଖଲ୍ଲିକୋଟରେ ଧରାପଡ଼ିଲା ବାଇକ ଚୋରି ଗ୍ୟାଙ୍ଗ: ୪ ଗିରଫ, ୧୯ ବାଇକ ଜବତ କରି…

ଖଲ୍ଲିକୋଟ,୧ା୭(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ପୋଲିସ ବାଇକ ଚୋରି ଗ୍ୟାଙ୍ଗର ମୁଖ୍ୟ ଅଭିଯୁକ୍ତ ସମେତ ୪ଜଣଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଖଲ୍ଲିକୋଟ ଥାନା ଅଞ୍ଚଳରେ ଗତ ୩ ମାସ ମଧ୍ୟରେ ବାଇକଚୋରି ହେଉଥିଲା। ଜୁନ ୧୯ ରେ…

ଜଳନ୍ଧର ନାଏକ ହେଲେ କଳାହାଣ୍ଡି ଜିଲା କଂଗ୍ରେସ ସଭାପତି

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା କଂଗ୍ରେସ କମିଟିର ନୂତନ ସଭାପତି ଭାବେ ଜଳନ୍ଧର ନାଏକଙ୍କୁ ସୋମବାର ପିସିସି ସଭାପତି ଭକ୍ତ ଚରଣ ଦାସ ମନୋନୀତ କରିଛନ୍ତି। ଜିଲା ସଭାପତି ନାଏକ ଛାତ୍ର ଜୀବନରୁ ରାଜନୀତି ଆରମ୍ଭ କରି ଜିଲା ଯୁବ କଂଗ୍ରେସ…

ପ୍ରତ୍ୟକ୍ଷ-ପରୋକ୍ଷ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯାଉ : ଉପ ଜିଲାପାଳ

ଭଞ୍ଜନଗର,୧।୭(ବାବୁଲା ପ୍ରଧାନ): ଭୁବନେଶ୍ୱର ମହାନଗର ନିଗମ (BMC) ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାକୁ ନେଇ ରାଜ୍ୟ ରାଜନୀତି ବର୍ତ୍ତମାନ ସରଗରମ ରହିଛି। ଶାସକ ଭାଜପା ଓ ବିରୋଧୀ ବିଜେଡି, କଂଗ୍ରେସ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଛି। ଅନ୍ୟପଟେ ଓଏଏସ୍‌…

ବାରଣ୍ଡାରେ ଶୋଇଥିବା ବେଳେ ପିଟିପିଟି ହତ୍ୟା କରିଥିଲେ, ସନ୍ତୋଷ ପାତ୍ରଙ୍କୁ କୋର୍ଟ ଚାଲାଣ କଲା…

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଭିଷ୍ମଗିରି ଗ୍ରାମର ଗୋଲାସାହିରେ ଗତ ରବିବାର ରାତିରେ ହତ୍ୟାକାଣ୍ଡ ଘଟିଥିଲା। ଏଥିରେ ତଦନ୍ତକାରୀ ପୋଲିସ ଅଧିକାରୀ ଏସ୍‌ଆଇ ଜ୍ୟୋତି ରଞ୍ଜନ ବେହେରା ଅଭିଯୁକ୍ତ ଯୁବକ କେ. ସନ୍ତୋଷ ପାତ୍ରଙ୍କୁ ଗିରଫ…

ବସ୍‌କୁ ଅପେକ୍ଷା କରିଥିଲେ, ପିଟି ଦେଲା ତେଲ ଟ୍ୟାଙ୍କର; ଘଟଣାସ୍ଥଳରେ ଲିୟନ…

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ତପ୍ତପାଣି ମୁଖ୍ୟ ରାସ୍ତାର ପୋଡ଼ାମାରୀ ଗ୍ରାମ ବନବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଏକ ତେଲ ଟ୍ୟାଙ୍କର ଧକ୍କାରେ ଜଣେ ୩ ବର୍ଷର ଶିଶୁ ଗୁରୁତର ହୋଇଛନ୍ତି। ସେ ହେଲେ ଲିୟନ ଗମାଙ୍ଗ। ତାଙ୍କ ଘର ଗଜପତି ଜିଲା ମୋହନା…

ରାତିର ସୁଯୋଗ ନେଇ ଘରେ ପଶି ନାବାଳିକାଙ୍କୁ କରିଥିଲେ ବଳାତ୍କାର, ବ୍ରହ୍ମପୁର ଜେଲ୍‌କୁ ଗଲେ ମୁରଲୀ

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବାଳତ୍କାର ଘଟଣାରେ ପୋଲିସ ଅଭିଯୁକ୍ତ ମୁରଲୀ ବେହେରାଙ୍କୁ ଗିରଫ କରି ମଙ୍ଗଳବାର ବ୍ରହ୍ମପୁର ପୋକ୍ସ କୋର୍ଟକୁ ଚାଲାଣ କରିଛନ୍ତି। ଥାନା ମାମଲା…

BMC ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ସାମୁହିକ ଛୁଟିରେ ଗଲା ବରଗଡ଼ ଓଏଏସ୍‌ ସଂଘ

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ(BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ସୋମବାର ହୋଇଥିବା ଆକ୍ରମଣକୁ ନେଇ ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଛି। ଏହି ଘଟଣାର ପ୍ରଭାବ ବରଗଡ଼ ଜିଲାରେ ମଧ୍ୟ ପଡିଛି। ଆକ୍ରମଣ ଘଟଣାକୁ ବରଗଡ଼ ଜିଲା ଓଏଏସ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri