ଭଞ୍ଜନଗରରେ ଖରିଫ୍ ଧାନକିଣା: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ ପଞ୍ଜୀକରଣ, ତାଲିମ୍ ଶିବିରରେ…
ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଖରିଫ୍ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଉପରେ ଏକ ଉପଖଣ୍ଡସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଚଳିତ ଖରିଫ୍ ଋତୁରେ ଧାନକିଣା ପାଇଁ ରାଜ୍ୟରେ…
ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍ ଗଲେ ୩ ଅଭିଯୁକ୍ତ
ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ବନ୍ୟଜନ୍ତୁମାନଙ୍କ ପାଇଁ ପାଣି ପିଇବାର ବ୍ୟବସ୍ଥା ନିମନ୍ତେ ବନ…
ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା
ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ ଅସୁସ୍ଥ ଥିବାରୁ କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଅବସ୍ଥାରେ ସେ…
ଟେବୁଲ୍ ଟେନିସ୍ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ ଏହି ଖେଳର ପ୍ରଶାସନ ପରିଚାଳନା ପାଇଁ ଏକ ଆହ୍ଡ୍ ହକ୍ କମିଟି ଗଠନ…
ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ
ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଏହାର ପ୍ରଭାବରେ ବୁଧବାର ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର…
ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍
ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର ମାମଲାରେ ସମିତିର ନିଲମ୍ବିତ ସମ୍ପାଦକ ଶରତ କୁମାର ନାୟକଙ୍କୁ କଟକ ଭିଜିଲାନ୍ସ ବିଭାଗ…
ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର
ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଆଣ୍ଠୁଏ କାଦୁଅ ଓ ଖାଲଖମାରେ ପରିଣତ ହୋଇଥିବା ଏହି…
ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…
ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର ଶୁଭାରମ୍ଭ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ…
ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର
ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ କ୍ଷତିପୂରଣ ସମ୍ପର୍କିତ ଅଭିଯୋଗର ସମାଧାନ ନହେବାରୁ ଜଣେ ବ୍ୟକ୍ତି କୀଟନାଶକ ଔଷଧ ପିଇ…
ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ
ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍ଏସ୍ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ ରାଜନୈତିକ ଦଳ (ଭାଜପା ଓ ବିଜେଡି) ମୁହାଁମୁହିଁ ହୋଇଛନ୍ତି। ପ୍ରଶାସନ ପକ୍ଷରୁ ୩…
ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ
ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି। ତଲନାଗିରୁ ଘୁଟ୍ରୁଖାଲା ହୋଇ ମାଲିଗାଁକୁ ଯୋଡ଼ିବା ପାଇଁ ଘୁଟ୍ରୁଖାଲାଠାରେ ୧୨୫ କୋଟି ଟଙ୍କାର…
ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…
ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ ବାଇକରେ ପେଟ୍ରୋଲ ଭରିବା ବେଳେ ଠକେଇ ହୋଇଥିବା ଅଭିଯୋଗକୁ ନେଇ ପ୍ରବଳ ଉତ୍ତେଜନା…

