ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ପୂର୍ବ ସରକାରରେ ନିୟୋଜିତ ବିଭିନ୍ନ ବିଭାଗର…
ଭୁବନେଶ୍ୱର,୨୧।୬(ଅସମାପିକା ସାହୁ): ବିଜେଡି ସରକାର ସମୟରେ ରାଜ୍ୟର ବିଭିନ୍ନ ବିଭାଗର ଉପଦେଷ୍ଟା ଭାବେ ଅନେକ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତି ଦିଆଯାଇଥିଲା। ହେଲେ ଏହାଦ୍ୱାରା ସରକାରଙ୍କ କାର୍ଯ୍ୟକ୍ରମ ତଥା କାର୍ଯ୍ୟଦକ୍ଷତା ବୃଦ୍ଧିରେ କୌଣସି ଉନ୍ନତି ପରିଲକ୍ଷିତ ହେଉ ନ ଥିବା ଯୋଗୁ ମୁଖ୍ୟମନ୍ତ୍ରୀ...
ଜୁଲାଇ ୨୨ରୁ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା, ପଢ଼ନ୍ତୁ କାର୍ଯ୍ୟସୂଚୀ…
କଟକ,୨୧ା୬ (କାର୍ତ୍ତିକ ସାହୁ)- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା ଆସନ୍ତା ଜୁଲାଇ ୨୨ରୁ ୩୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାର ପରୀକ୍ଷା ଗୋଟିଏ ସିଟିଂରେ ଏବଂ ଗୋଟିଏ...
ଆସନ୍ତା ୨୪ରୁ ଓଟିଇଟି ପାଇଁ କରିପାରିବେ ଆବେଦନ, ପଢ଼ନ୍ତୁ ସମ୍ପୂର୍ଣ୍ଣ ସୂଚନା…
କଟକ,୨୧ା୬ (କାର୍ତ୍ତିକ ସାହୁ)- ଚଳିତ ବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ନିମନ୍ତେ ତାରିଖ ଚୂଡ଼ାନ୍ତ ହୋଇଛି। ଆସନ୍ତା ଅଗଷ୍ଟ ୯ ତାରିଖରେ ପରୀକ୍ଷା ଅନୁଷ୍ଠିତ ହେବ। ଉକ୍ତ ଦିନ ସକାଳ ୯ଟାରୁ ପୂର୍ବାହ୍ନ ସାଢେ ୧୧ଟା ପର୍ଯ୍ୟନ୍ତ...
ବାଲେଶ୍ୱରରେ ଆହୁରି କୋହଳ ହେଲା କର୍ଫ୍ୟୁ; ଏଣିକି ସକାଳ ୫ରୁ ଦିନ ୨ ଯାଏ…
ବାଲେଶ୍ୱର,୨୧।୬: ଧିରେ ଧିରେ ସ୍ବାଭାବିକ ହେଉଛି ବାଲେଶ୍ୱର ସ୍ଥିତି। ଏହାକୁ ଦୃଷ୍ଟିରେ ରଖି କର୍ଫ୍ୟୁକୁ ଆହୁରି କୋହଳ କରାଯାଇଛି। ଶନିବାରଠାରୁ ସକାଳ ୫ଟାରୁ ଦିନ ୨ଟା ଯାଏ କର୍ଫ୍ୟୁ କୋହଳ ରହିବ। ତେବେ ସହଦେବଖୁଣ୍ଟା ଏବଂ ଟାଉନ୍ ଥାନା ଅଞ୍ଚଳରେ...
ଲୋକ ସଭାରେ ଭର୍ତ୍ତୃହରୀଙ୍କ ନିଯୁକ୍ତିକୁ ବିରୋଧ କରୁଛି କଂଗ୍ରେସ, ଜାଣନ୍ତୁ କାରଣ…
ନୂଆଦିଲ୍ଲୀ,୨୧।୬: କେନ୍ଦ୍ରରେ ନୂଆ ସରକାର ଗଠନ ପରେ ସୋମବାରଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ତୃତୀୟ ସରକାରଙ୍କ ପ୍ରଥମ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନରେ ବରିଷ୍ଠ ଏମ୍ପି ଭର୍ତ୍ତୃହରୀ ମହତାବଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତ କରାଯାଇଛି। ୧୮ତମ...
ପରିବା ବଜାରରେ ମହଙ୍ଗା ମାଡ଼; କଲବଲ ସାଧାରଣ ଖାଉଟି
ପରିବା ବଜାରରେ ଏବେ ମହଙ୍ଗା ମାଡ଼ । କଲବଲ ସାଧାରଣ ଖାଉଟି । ଚଢ଼ା ଦରକୁ ନେଇ ଅତିଷ୍ଠ ହୋଇଗଲେଣି ଖାଉଟି । ଦୁଇ ସପ୍ତାହ ତଳେ ୨୦ରୁ ୩୦ ଟଙ୍କାରେ ବିକ୍ରି ହେଉଥିବା ଟମାଟୋରେ ଏବେ ହାତ ମାରିବାକୁ...
ବାଲେଶ୍ଵରରେ ସ୍ଥିତି ସମୀକ୍ଷା କଲେ ଡିଜିପି ଅରୁଣ ଷଡଙ୍ଗୀ
ବାଲେଶ୍ଵର,୨୦।୬(ମାନସ ବିଶ୍ୱାଳ): ଡିଜିପି ଅରୁଣ ଷଡଙ୍ଗୀ ସନ୍ଧ୍ୟା ୭.୩୦ ମିନିଟରେ ବାଲେଶ୍ଵର ପହଞ୍ଚି ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି। ସ୍ଥାନୀୟ ସର୍କିଟ ହାଉସ ପରିସରରେ ଡିଜିପିଙ୍କ ସମୀକ୍ଷା ବୈଠକରେ ଆଇଜି ଦୀପକ କୁମାର , ଏଡିଆଇଜି ବି ଯୁଗଳ କିଶୋର...
ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ କିଣାଯିବ, କଟ୍ନୀ ଛଟ୍ନୀ କଲେ କଡ଼ା କାର୍ଯ୍ୟାନୁଷ୍ଠାନ: ଖାଦ୍ୟ ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର,୨୦।୬: ରାଜ୍ୟରେ ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ କିଣିବେ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି ”ଇସ୍ତାହାରରେ ଆମେ ଏହା କହିଛୁ, ଏଇ ଖରିଫ୍ ଋତୁରୁ ଚାଷୀଙ୍କୁ ୩୧ଶହ ଦିଆଯିବ।...
ମକ୍କାରେ ହଜ୍ଯାତ୍ରୀଙ୍କ ମୃତ୍ୟୁ ସଂଖ୍ୟା ୯୦୦ ଟପିଲା, ୬୮ ଭାରତୀୟ ସାମିଲ
ମକ୍କା,୨୦।୬: ଚଳିତ ବର୍ଷ ହଜ୍ଯାତ୍ରା ପାଇଁ ସାଉଦି ଆରବର ମକ୍କା ଓ ମଦିନା ସହରରେ ୨୦ ଲକ୍ଷରୁ ଅଧିକ ବ୍ୟକ୍ତିଙ୍କ ସମାଗମ ଘଟିଥିଲା। ହେଲେ ଭୀଷଣ ଗରମ ସହ ଗୁଳୁଗୁଳି କାରଣରୁ ସାଉଦି ଆରବରେ ୯୦୦ରୁ ଅଧିକ ହଜ୍ଯାତ୍ରୀଙ୍କ ମୃତ୍ୟୁ...
୬୬ ବର୍ଷରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ/ଭୁବନେଶ୍ୱର,୨୦।୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ୬୬ ବର୍ଷରେ ପଦାର୍ପଣ କରିଛନ୍ତି। ତାଙ୍କର ଜନ୍ମଦିନ ଉପଲକ୍ଷେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ଏହି କ୍ରମରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଦେଶର...
ଓଡ଼ିଶାରେ କାହିଁକି ଫେଲ୍ ମାରିଲା କଂଗ୍ରେସ, ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଖୋଜିବ କାରଣ
ନୂଆଦିଲ୍ଲୀ, ୧୯।୬: କିଛି ରାଜ୍ୟରେ ଲୋକ ସଭା ଏବଂ ଓଡ଼ିଶା ବିଧାନସଭା ନିର୍ବାଚନରେ କଂଗ୍ରେସ ଦଳ ଅତ୍ୟନ୍ତ ଖରାପ ପ୍ରଦର୍ଶନ କରିଥିଲା। ଏହି ସବୁ ରାଜ୍ୟରେ କାହିଁକି ଦଳ ଖରାପ ପ୍ରଦର୍ଶନ କଲା, ଏହାର କାରଣ ଖୋଜିବାକୁ ଫ୍ୟାକ୍ଟ ଫାଇଣ୍ଡିଂ...
ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲା ପାଇଁ ସତର୍କ ସୂଚନା
ଭୁବନେଶ୍ୱର, ୧୯।୬: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାଜ୍ୟର ଆଉକିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ...
Archives


