ଦାନାବାନ୍ଧୁଛି ଆଉ ଏକ ଲଘୁଚାପ: ୨୬ ଯାଏ ପ୍ରବଳ ବର୍ଷା,ଏସବୁ ଜିଲାକୁ ଓ୍ବାର୍ନିଂ…
ଭୁବନେଶ୍ୱର, ୧୮।୭(ଅନୁରାଧା ମହାରଣା)- ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ଦାନାବାନ୍ଧୁଛି। ଆସନ୍ତା ୨୨ରୁ ୨୪ ତାରିଖ ମଧ୍ୟରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଲଘୁଚାପ ରୂପ ନେଇପାରେ। ଫଳରେ ରାଜ୍ୟରେ ୨୩ ତାରିଖରୁ ପୁଣି ବର୍ଷା ବଢ଼ିବ। ବର୍ଷାର ପ୍ରଭାବ ପ୍ରାୟ ୨୬…
ମଦ୍ୟପଙ୍କ ଅଜବ କାଣ୍ଡ: ନିଶାସକ୍ତ ଅବସ୍ଥାରେ ଜୀଅନ୍ତା ନାଗ ସାପକୁ ଚୋବାଇ ଖାଇଲେ, ଏବେ…
ବଲାଙ୍ଗୀର,୧୮।୭ (ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ଗ୍ରାମର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ ଅଜବ କାଣ୍ଡ କରିଛନ୍ତି। ମଦ୍ୟପଜଣଙ୍କ ଜୀଅନ୍ତା ନାଗ ସାପକୁ ଖାଇ ଗୁରୁତର ହୋଇଥିବା ଘଟଣା ସାମ୍ନାକୁ ଆସିଛି। ଭୀମଭୋଇ ମେଡିକାଲ କଲେଜ…
ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ: କଳାହାଣ୍ଡିର ଛାତ୍ର ନିହାର ରଞ୍ଜନ ଦାଶଙ୍କୁ ସ୍ୱର୍ଣ୍ଣପଦକ
ଭବାନୀପାଟଣା,୧୮।୭(ଉତ୍ତମ କୁମାର ଦାଶ)-କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ୧୩ତମ ସମାବର୍ତ୍ତନ ଉତ୍ସବ ଗତ ମଙ୍ଗଳବାର ଅନୁଷ୍ଠିତ ହୋଇଥିଲା। ଏଥିରେ ମହାମହିଁ ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଡ଼. ହରି ବାବୁ,ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଉଚ୍ଚ ଶିକ୍ଷାମନ୍ତ୍ରୀ…
ବାଲୁକାକଳା ଶିଖାଉଛନ୍ତି ସୁଦର୍ଶନ ପଟ୍ଟନାୟକ…ଜାଣନ୍ତୁ କିପରି ଏବଂ କେଉଁଠି କରିବେ ଆଡ୍ମିଶନ୍?
ଭୁବନେଶ୍ୱର,୧୮।୭: ସ୍ୟାଣ୍ଡ ଆର୍ଟ ବିଷୟରେ ପ୍ରାୟତଃ ସମସ୍ତେ ଜାଣିଥିବେ। ସୁଦର୍ଶନ ପଟ୍ଟନାୟକ ବାଲିରେ କଳାକୃତି କରି ଏହାକୁ ବିଶ୍ୱବ୍ୟାପୀ ପ୍ରତିଷ୍ଠା ଦେଇଛନ୍ତି। ଯଦି ଆପଣ ମଧ୍ୟ ସ୍ୟାଣ୍ଡ ଆର୍ଟ ଶିଖିବାକୁ ଚାହୁଁଛନ୍ତି, ତେବେ ଆପଣଙ୍କୁ ସୁଦର୍ଶନ ପଟ୍ଟନାୟକଙ୍କଠାରୁ ଶିଖିବାର ସୁଯୋଗ ମିଳିଛି।…
ଚେତିଲେ ସରକାର: ସମସ୍ତ ଶିକ୍ଷାନୁଷ୍ଠାନକୁ କଡ଼ା ନିର୍ଦ୍ଦେଶ, ମହିଳା ସହାୟତା ନଂ ୧୮୧ ତୁରନ୍ତ…
ଭୁବନେଶ୍ୱର,୧୮।୭: ବାଲେଶ୍ୱର ଜିଲା ଏଫ୍ଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟରେ ଚହଳ ପଡ଼ିଥିବା ବେଳେ ରାଜ୍ୟ ସରକାର କଠୋର ପଦକ୍ଷେପମାନ ନେଉଛନ୍ତି। ଏହି କ୍ରମରେ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର ସମସ୍ତ ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର ଓ…
ସୌମ୍ୟାଶୀଙ୍କ ମୃତ୍ୟୁ ଘଟଣା: ପୁଣି ବଡ଼ ଘୋଷଣା କରିଦେଲେ ଭକ୍ତ, ହେବ…
ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡି ଆରଡିସି ସ୍ତରୀୟ ବିକ୍ଷୋଭ ପାଇଁ ଘୋଷଣା କରିଥିବା ବେଳେ କଂଗ୍ରେସ ମଧ୍ୟ ଏକ ବଡ଼ ନିଷ୍ପତ୍ତି ନେଇଛି। ଏଫ୍ଏମ୍ କଲେଜ ମୃତ ଛାତ୍ରୀଙ୍କ ଏକାଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ପାଳିବ କଂଗ୍ରେସ। ପିସିସି ସଭାପତି ଭକ୍ତ…
FM କଲେଜ ଛାତ୍ର ମୃତ୍ୟୁ ଘଟଣା: ପୁଣି ଆନ୍ଦୋଳନ କରିବ ବିଜେଡି
ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ। କଟକ, ସମ୍ବଲପୁର, ବ୍ରହ୍ମପୁର ଆରଡିସି ଜୋନରେ ବିକ୍ଷୋପ କରିବ ବୋଲି ବିଜେଡି ନିଷ୍ପତ୍ତି ନେଇଛି। ଏଫ୍ଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ବିକ୍ଷୋଭ କରିବ ବିଜେଡି। ଏନେଇ ବିଜେଡି ସଭାପତି…
ଜେଲ ଭିତରେ ଏହି ସବୁ ଖାଦ୍ୟ ଖାଉଛନ୍ତି ସମୀର ସାର୍ , ହେଲେ…
ଭୁବନେଶ୍ୱର,୧୮।୭: ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲାରେ ବାଲେଶ୍ବର ଜେଲ ଭିତରେ ଅଛନ୍ତି ପୂର୍ବତନ ଅଧ୍ୟାପକ ସମୀର ସାହୁ ଏବଂ ପୂର୍ବତନ ଅଧ୍ୟକ୍ଷ ଦିଲୀପ ଘୋଷ । ଜେଲ ଭିତରେ ଦୁହେଁ କେମିତି ଅଛନ୍ତି ତାହାକୁ ନେଇ ଚର୍ଚ୍ଚା ଚାଲିଛି। ଜେଲର…
FM କଲେଜ ଘଟଣା ପରେ ରେଭେନ୍ସା ବିଶ୍ବବିଦ୍ୟାଳୟର ବଡ଼ ନିଷ୍ପତ୍ତି: ଏଣିକି ଛାତ୍ରୀମାନେ…
ଭୁବନେଶ୍ୱର,୧୮।୭: ବାଲେଶ୍ୱରର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। ଘଟଣାକୁ ନେଇ ରାଜ୍ୟବାସୀ ସ୍ତବ୍ଧ ହୋଇଯାଇଛନ୍ତି। ଏହି ସମୟରେ ରେଭେନ୍ସା ବିଶ୍ବବିଦ୍ୟାଳୟ ବଡ଼ ନିଷ୍ପତ୍ତି ନେଇଛି। ସନ୍ଧ୍ୟା ସାଢେ ୫ଟା ପରେ…
FM କଲେଜର ନୂଆ ପ୍ରିନ୍ସପାଲଙ୍କ ସାଂଘାତିକ ଖୁଲାସା, ଫେବର କଥାକୁ ନେଇ କହିଲେ…
ଭୁବନେଶ୍ୱର,୧୮।୭: ବାଲେଶ୍ୱରର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ସମସ୍ତ ଦିଗକୁ ନେଇ ଖୋଳତାଡ କରୁଛି କ୍ରାଇମବ୍ରାଞ୍ଚ। ଏହି ସମୟରେ କଲେଜର ନୂଆ ପ୍ରିନ୍ସପାଲ ପିରୋଜ ପାଢୀ ବଡ଼ ସୂଚନା…
ମୃତ୍ୟୁ ପୂର୍ବରୁ ସୌମ୍ୟାଶ୍ରୀ କହିଥିଲେ ତାଙ୍କ ଶେଷ କଥା, ଶୁଣିଲେ ଲୁହ ଆସିଯିବ…
ଭୁବନେଶ୍ୱର,୧୮।୭: ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଗୋଟିଏ ପଟେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରୁଥିବାବେଳେ ଅନ୍ୟପଟେ ସରକାରଙ୍କୁ ପ୍ରଶ୍ନବାଣରେ ଘାଇଲା କରୁଛନ୍ତି ବିରୋଧୀ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସୌମ୍ୟାଶ୍ରୀଙ୍କ…
ଓଡ଼ିଶା ବନ୍ଦରେ ରାଜ୍ୟକୁ ସହିବାବୁ ପଡିଲା ଏତେ ଟଙ୍କା କ୍ଷତି! ଜାଣିଲେ ଉଡିଜିବ ହୋସ୍
ଭୁବନେଶ୍ୱର,୧୮।୭: ବାଲେଶ୍ୱରର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ବିରୋଧୀ ଦଳ କଂଗ୍ରେସ ଓ ଅନ୍ୟ ସାତଟି ରାଜନୈତିକ ଦଳ ଗୁରୁବାର ଏକ ରାଜ୍ୟବ୍ୟାପୀ ବନ୍ଦ ଡାକରା ଦେଇଥିଲେ। କଲେଜ, ସ୍କୁଲ, ଦୋକାନ ବଜାର , ପେଟ୍ରୋଲ…
Archives


