Tag Archives: odisha

୨୦୨୫ରେ ଭାରତର ଏହି ରାଜ୍ୟରେ ବିକ୍ରି ହେଲା ସବୁଠୁ ଅଧିକ ମଦ, ଓଡ଼ିଶାରେ ଆଖିଦୃଶିଆ ଅଭିବୃଦ୍ଧି

ମୁମ୍ବାଇ,୨୮ା୯: ଭାରତରେ ନିର୍ମିତ ବିଦେଶୀ ମଦ (IMFL) ବିକ୍ରିରେ ଦକ୍ଷିଣ ଭାରତୀୟ ରାଜ୍ୟଗୁଡ଼ିକ ଆଧିପତ୍ୟ ବଜାୟ ରଖିଛନ୍ତି। ଅର୍ଥନୈତିକ ବର୍ଷ ୨୦୨୫ (FY25)ରେ ଦକ୍ଷିଣ ଭାରତ ସମୁଦାୟ ଦେଶୀୟ ଆୟର ୫୮% ଅଂଶ ଅର୍ଜନ କରିଛି, ଯେଉଁଥିରେ କର୍ଣ୍ଣାଟକ ୧୭% ଅଂଶ…

୩ ବର୍ଷରେ ଏହି କିରାଣିଙ୍କ ବଦଳି ବାଧ୍ୟତାମୂଳକ! ଜାଣନ୍ତୁ ଜାରି ହେଲା କେଉଁ ନିର୍ଦ୍ଦେଶ…

ଭୁବନେଶ୍ୱର,୨୭ା୯(ସୁଚିସ୍ମିତା ସାହୁ): ଶିକ୍ଷା ବିଭାଗରେ କାର୍ଯ୍ୟରତ କିରାଣି(ମିନିଷ୍ଟେରିଆଲ ଷ୍ଟାଫ୍‌)ଙ୍କର ୩ ବର୍ଷରେ ବଦଳି ବାଧ୍ୟତାମୂଳକ କରାଯାଇଛି। ଯେଉଁ କିରାଣିମାନେ ଗୋଟିଏ ସ୍ଥାନରେ ୩ବର୍ଷ କିମ୍ବା ତା’ଠାରୁ ଅଧିକ ଦିନ ରହିଛନ୍ତି, ସେମାନଙ୍କୁ ତୁରନ୍ତ ବଦଳି କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା…

ପୁଣି ଆଉ ଏକ ଲଘୁଚାପ: ଏସବୁ ଜିଲାରେ ପ୍ରବଳ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୭ା୯(ବନ୍ଦନା ସେଠୀ) – ଫିକା ପଡିପାରେ ପାର୍ବଣ। ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ରାଜ୍ୟରେ ଅକ୍ଟୋବର ୧ରୁ…

OAS ପରୀକ୍ଷାରେ ୧୯୫ ର଼୍ୟାଙ୍କ ରଖିଲେ ଦିଗପହଣ୍ଡିର ଚାଷୀ ପୁଅ ‘କାଳୁ’, ହେବେ ସମ୍ବର୍ଦ୍ଧିତ

ଦିଗପହଣ୍ଡି, ୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ସିଦ୍ଧେଶ୍ୱର ଗ୍ରାମର କାଳୁ ରାଉତ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ୧୯୫ ର଼୍ୟାଙ୍କ ରଖି ନିଜ ପରିବାର, ପଞ୍ଚାୟତ ଏବଂ ସର୍ବୋପରି ଦିଗପହଣ୍ଡି ବ୍ଲକର ଗୌରବ ବୃଦ୍ଧି କରିଛନ୍ତି।…

ବରଗଡ଼ ପାଇଁ ଗୌରବ: OPSCରେ ପ୍ରିୟଙ୍କା ଓ ସୌରଭ ସଫଳତା, ଛୁଟୁଛି…

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସ୍‌ସି)ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷାରେ ବରଗଡ଼ ସହରର ୨ଜଣ ପ୍ରିୟଙ୍କା ସାହୁ ଏବଂ ସୌରଭ ମିତ୍ତଲ କୃତିତ୍ୱ ଅର୍ଜନ କରି ଜିଲା ପାଇଁ ଗୌରବ ଆଣିଛନ୍ତି । ସ୍ଥାନୀୟ ବାନ୍ଦୁଟିକ୍ରା ବାସିନ୍ଦା…

ଆଗକୁ ପାର୍ବଣ: ଶାନ୍ତିଶୃଙ୍ଖଳା ସହ ପାଳନ ଲାଗି ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ

ଦାରିଙ୍ଗବାଡି, ୨୭।୯ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ କନ୍ଧମାଳ ଏସ୍‌ପି ହରିଶ ବିଶିଙ୍କ ନିର୍ଦ୍ଦେଶ କ୍ରମେ ଶନିବାର ଫ୍ଲାଗମାର୍ଚ୍ଚ କରାଯାଇଛି। ଡିଏସ୍‌ପି ତଥା ଦାରିଙ୍ଗବାଡି ଥାନା ଅଧିକାରୀ କନକ ମାଝିଙ୍କ ନେତୃତ୍ୱରେ ଏସ୍‌ଆଇ ଲକ୍ଷ୍ମୀ ମାଝୀ,…

ଓଡ଼ିଶା ମାଟିରେ ବଡ଼ ପ୍ରତିଶ୍ରୁତି ଦେଲେ ପ୍ରଧାନମନ୍ତ୍ରୀ, ଯୁବପିଢ଼ିଙ୍କ ପାଇଁ…

ଭୁବନେଶ୍ୱର, ୨୭।୯: ଝାରସୁଗୁଡ଼ା ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହା ସହ ନବରାତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଦେଢ଼ ବର୍ଷ ପୂର୍ବେ ବିଧାନସଭା ନିର୍ବାଚନରେ ନୂଆ ସଂକଳ୍ପ ନେଇଛନ୍ତି ମୋଦି। ବିକଶିତ ଓଡ଼ିଶାର ସ୍ବପ୍ନ ନେବାକୁ…

ରୋଷେଇ କରୁଥିବା ସମୟରେ ଫାଟିଲା ଗ୍ୟାସ ସିଲିଣ୍ଡର

ଖୋର୍ଦ୍ଧା,୨୭।୯(ପ୍ରଭାତ ପାଣିଗ୍ରାହୀ): ଗ୍ୟାସ ସିଲିଣ୍ଡର ଫାଟି ଜଳିଗଲା ଘରେ ଥିବା ସାମଗ୍ରୀ। ପରିବାର ଲୋକେ ସୁରକ୍ଷିତ ଥିବା ସୂଚନା ମିଳିଛି। ବେଗୁନିଆ ଥାନା ଅଧୀନ ପିଚୁକୁଳି ପଞ୍ଚାୟତ ପିଚୁକୁଳି ପାଟଣା ସାହିର କୁପାସିନ୍ଧୁ ପଟ୍ଟନାୟକ ଘରେ ରୋଷେଇ କରୁଥିବା ସମୟରେ ଗ୍ୟାସ…

୩୫ ସାଙ୍ଗଠନିକ ଜିଲା ସଭାପତି ନିଯୁକ୍ତ କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁ ଜିଲା ଦାୟିତ୍ୱ…

ଭୁବନେଶ୍ୱର,୨୬ା୯ (ରବିନାରାୟଣ ଜେନା): ଦୀର୍ଘଦିନ ଧରି କଂଗ୍ରେସ ପକ୍ଷରୁ ଚାଲିଥିବା ଜିଲା ସଭାପତି ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ସୁପାରିସ ଆଧାରରେ ଶୁକ୍ରବାର ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅନୁମୋଦନକ୍ରମେ ଓଡ଼ିଶାର ସମସ୍ତ ୩୫ଟି ସାଂଗଠନିକ ଜିଲା କଂଗ୍ରେସ…

RI, ଅମିନ, ଆଇସିଡିଏସ୍‌ ସୁପରଭାଇଜର ପରୀକ୍ଷା ପାଇଁ ବାହାରିଲା ବିଜ୍ଞପ୍ତି, ଜାଣନ୍ତୁ କେବେ ପ୍ରିଲିମିନାରୀ…

ଭୁବନେଶ୍ୱର,୨୬ା୯(ସୁଚିସ୍ମିତା ସାହୁ): ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା ପରିଚାଳିତ ଆର୍‌ଆଇ, ଏଆର୍‌ଆଇ, ଅମିନ ଓ ଆଇସିଡିଏସ୍‌ ସୁପରଭାଇଜର ପଦ ପାଇଁ ପ୍ରିଲିମିନାରି ପରୀକ୍ଷା ଅକ୍ଟୋବର ୮ରୁ ଆରମ୍ଭ ହେବ। ଏହି ପରୀକ୍ଷା ୧୩ ନଭେମ୍ବର ଯାଏ ସବୁ ଜିଲାରେ…

ଆହୁରି ୪୮ ଘଣ୍ଟା ଅତି ପ୍ରବଳ ବର୍ଷା: ନବରଙ୍ଗପୁରକୁ ଅରେଞ୍ଜ, ଏହି ୭ ଜିଲାକୁ ୟେଲୋ ୱାର୍ନିଂ ଜାରି…

ଭୁବନେଶ୍ୱର, ୨୬ା୯(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ ଦିଗକୁ ଗତିକରି ୨୭ ତାରିଖ ଶନିବାର ସକାଳେ ପୁରୀ ଏବଂ କଳିଙ୍ଗପଟନମ୍‌ ମଧ୍ୟରେ ଗୋପାଳପୁର ନିକଟ ଦେଇ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର…

PSU କର୍ମଚାରୀଙ୍କୁ ଖୁସି କରିଦେଲେ ରାଜ୍ୟ ସରକାର: ବଢ଼ିଲା ମହଙ୍ଗା ଭତ୍ତା , ଜାନୁଆରୀ ପହିଲାରୁ…

ଭୁବନେଶ୍ୱର,୨୬।୯(ସୁନିତ୍‌ ମିଶ୍ର): ପୂଜା ପୂର୍ବରୁ ରାଜ୍ୟର ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ପାଇଁ ସରକାର ଖୁସି ଖବର ଆଣିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ରାଜ୍ୟର ସରକାରୀ ଉଦ୍ୟୋଗ(ଷ୍ଟେଟ୍‌ ପିଏସ୍‌ୟୁ)ର କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?