ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ
ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମଗୁଡ଼ିକରେ ଫସଲ ନଷ୍ଟ ସହ ଘରଦ୍ୱାର ଭାଙ୍ଗିବା ଭଳି ଅଘଟଣ ଘଟୁଛି।…
ବିନା ଆନ୍ଦୋଳନରେ କାମ କରୁନି ପ୍ରଶାସନ: ଜାତୀୟ ରାଜପଥ ଅବରୋଧ ପରେ ମରାମତି କାର୍ଯ୍ୟ ଆରମ୍ଭ
କୁଆଁରମୁଣ୍ଡା,୧୧।୮(ମହେନ୍ଦ୍ର କୁମାର ସାହୁ): ଏବେ ବିନା ଆନ୍ଦୋଳନ କିମ୍ବା ଧର୍ମଘଟରେ ଆଉ କୌଣସି କାର୍ଯ୍ୟ ହେଉନାହିଁ। ପ୍ରଶାସନ କେବଳ ପୂର୍ବରୁ ସବୁ ଦେଖି ଚୁପ୍ ବସୁଛି ଏବଂ ଯେତେ ଦୁର୍ଘଟଣା କିମ୍ବା ଧନଜୀବନ କ୍ଷତି ହେଲେ ବି ବେପରୁଆ ହୋଇ ରହୁଛି।…
ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ ପୋଲିସ ମଙ୍ଗଳବାର ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…
ଭିଟାମାଟିରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ରେଡକ୍ରସରୁ ସହାୟତା, ଗୃହହୀନ ପରିବାରକୁ ଥଇଥାନ ଦାବି
ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ତାମିଲନାଡ଼ୁରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଦାଦନ ଶ୍ରମିକ ଟୁନା ବେହେରାଙ୍କ ମୃତଦେହ ମଙ୍ଗଳବାର ସନ୍ଧ୍ୟାରେ ଭିଟାମାଟିରେ ପହଞ୍ଚିଛି। ଏହି ଅଘଟଣରେ ଶୋକସନ୍ତପ୍ତ ପରିବାରକୁ ଜିଲା ପ୍ରଶାସନ ପକ୍ଷରୁ…
ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ
ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡି ପୋଲିସର ସହାୟତାରେ ପଶ୍ଚିମବଙ୍ଗ ପୋଲିସ ଗିରଫ କରିଛି। ପଶ୍ଚିମବଙ୍ଗର ଉତ୍ତର ୨୪…
କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…
ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି ହୋଇଥିବା ପରିସ୍ଥିତି ଏବେ ଚର୍ଚ୍ଚାର ମୁଖ୍ୟ ପ୍ରସଙ୍ଗ ସାଜିଛି। କୁକୁର ଭୟରେ ମହିଳା…
ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ
ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର ସମସ୍ୟା ସୃଷ୍ଟି ହୋଇଛି। ଏଭଳି ସ୍ଥିତିରେ ଅନେକ ଗ୍ରାମର ଚାଷୀମାନେ ଅସନ୍ତୋଷ ପ୍ରକାଶ…
ଢେପାଗୁଡ଼ାରେ ପୁଣି ଭୂସ୍ଖଳନ, ୪ ପରିବାର ଅନ୍ୟତ୍ର ସ୍ଥାନାନ୍ତର
ରାଇକିଆ,୧୦ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଇନ୍ଦ୍ରଗଡ ପଞ୍ଚାୟତର ଢେପାଗୁଡ଼ା ଗ୍ରାମରେ ପୁଣି ଭୂସ୍ଖଳନ ହୋଇଛି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି। ଗାଁକୁ ସଂଯୋଗ କରିଥିବା କଂକ୍ରିଟ ରାସ୍ତାରେ ଗତ କିଛି ଦିନର ଲଗାଣ ବର୍ଷାରେ ୧୨…
Mettle Meet 2026: ସିନିୟର ବର୍ଗରେ ଚାମ୍ପିୟନ୍ ହେଲା ଆଇଆଇଟି ଖଡ଼ଗପୁର
ଭୁବନେଶ୍ୱର,୯।୮: ସଫଳତାର ସହ ରବିବାର ସମାପ୍ତ ହୋଇଛି ‘ମେଟଲ ମିଟ୍ ୨୦୨୬’ର ସିନିୟର ବର୍ଗ ପ୍ରତିଯୋଗିତା। ଏହି ରୋମାଞ୍ଚକର ଜ୍ଞାନର ଲଢ଼େଇରେ ଆଇଆଇଟି ଖଡ଼ଗପୁର ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଏହି କଡ଼ା ମୁକାବିଲାରେ ଆଇଆଇଟି ଗୁଆହାଟୀ ପ୍ରଥମ ରନର୍ସ-ଅପ୍…
Mettle Meet 2026: ଜୁନିୟର ବର୍ଗରେ ଚାମ୍ପିୟନ୍ ହେଲା ୟୁନିଟ-୮ ଡିଏଭି ପବ୍ଲିକ ସ୍କୁଲ, ରନର୍ସ-ଅପ୍ ହେଲେ …
ଭୁବନେଶ୍ୱର,୯।୮: ଏକ ରୋମାଞ୍ଚକର ଫାଇନାଲ ମୁକାବିଲା ସହ ଶେଷ ହୋଇଛି ମେଟଲ ମିଟ୍ ୨୦୨୬ ଜୁନିୟର ବର୍ଗ ପ୍ରତିଯୋଗିତା। ଜ୍ଞାନ ଓ ପ୍ରତିଭାର ଏହି ମୁକାବିଲାରେ ଭୁବନେଶ୍ୱରର ଡି.ଏ.ଭି. ପବ୍ଲିକ ସ୍କୁଲ, ୟୁନିଟ-୮ ଚାମ୍ପିୟନ୍ ହେବାର ଗୌରବ ଅର୍ଜନ କରିଛି। ତୀବ୍ର…
ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍
ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ…
ଧାନ ତଳି ଉପାଡୁଥିବାବେଳେ ହେଲା ବଜ୍ରପାତ, ବିଲରେ ଟଳିପଡ଼ିଲେ ମହିଳା, ଆଉ ଜଣେ ଅଚେତ
ପାଟକୁରା,୯ା୮(ରବୀନ୍ଦ୍ର ନାଥ ବାରିକ): ରବିବାର ମଧ୍ୟାହ୍ନରେ ହଠାତ୍ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ଗରଦପୁର ଗ୍ରାମର ଶୁକଦେବ ମଲ୍ଲିକଙ୍କ ସ୍ତ୍ରୀ ଟିକି(୪୨) ବିଲରେ ଟଳି ପଡ଼ିଥିଲେ। ଗରଦପୁର ଗ୍ରାମ ଓଁ ଶାନ୍ତି ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପଛପାଖ…

