Tag Archives: odisha

ଭିଜିଲାନ୍ସ ଜାଲରେ ଦଶମନ୍ତପୁର ସିଡିପିଓ

କୋରାପୁଟ,୨।୫(ଅମିତାଭ ବେହେରା): ଭିଜିଲାନ୍ସ ଜାଲରେ ସିଡିପିଓ। ଲାଞ୍ଚ ନେବା ବେଳେ କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକର ସିଡିପିଓ ଶକୁନ୍ତଳା ଦାସ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତେବେ ସେ ଜଣେ ଅଙ୍ଗନଓ୍ବାଡ଼ି ସହାୟକାଙ୍କଠାରୁ ବକେୟା ଦରମା କରାଇଦେବା ପାଇଁ ୧୦ହଜାର ଟଙ୍କା…

ଗଜପତିରେ ପାସ୍‌ ହାର ୯୯.୩୫%: ରାଜ୍ୟରେ ସର୍ବାଧିକ, କେକ୍‌ କାଟି ଉତ୍ସବ ମନାଇଲେ ଜିଲା ଶିକ୍ଷାଧିକାରୀ

ପାରଳାଖେମୁଣ୍ଡି,୨।୫(ଗିରିଧାରୀ ପରିଚ୍ଛା): ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ଦିନ ପ୍ରକାଶ ପାଇଛି। ରାଜ୍ୟରେ ପାସ ହାର ପ୍ରାୟ ୯୫ ପ୍ରତିଶତ ଥିବା ବେଳେ ଗଜପତି ଜିଲ୍ଲାରେ ସର୍ବାଧିକ ୯୯.୩୫ ପ୍ରତିଶତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ଯାହାକି ଚଳିତ ବର୍ଷ ଓଡିଶାରେ ସର୍ବାଧିକ…

ସୁପ୍ରିମକୋର୍ଟରେ ମୁଖ୍ୟ ବିଚାରପତିଙ୍କ ଦ୍ୱାରା ପୁରସ୍କୃତ ହେଲେ ଓଡ଼ିଆ ଝିଅ ଜାଗୃତି

ପାଇକମାଳ,୨।୫(ବଡ ଶତପଥୀ) : ସୁପ୍ରିମକୋର୍ଟରେ ଜାତୀୟ ଆଇନଗତ ସେବା ପ୍ରାଧିକରଣ ଆନୁକୁଲ୍ୟରେ କ୍ରାନ୍ତିଜ୍ୟୋତି ସାବିତ୍ରୀବାଇ ଫୁଲେଙ୍କ ଜନ୍ମବାର୍ଷିକୀ ପାଳନ ଅବସରରେ ଜାତୀୟ ରିଲ ଏବଂ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରତିଯୋଗିତାରେ ବରଗଡ଼ ଜିଲା ପାଇକମାଳ ବ୍ଳକ ଜାମସେଠ ଗାଁର  ଝିଅ ଜାଗୃତି ମାଝୀ…

ସୁରଟରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ,ଦୁଃଖରେ ଭାଙ୍ଗି ପଡ଼ିଛନ୍ତି ପରିବାର

ପୋଲସରା,୨ା୫(ସୁବ୍ରତ ବେହେରା): ସୁରଟରେ ଗତ ୨୯ ତାରିଖରେ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଣ୍ଡୁରୁ ଗ୍ରାମ କୁମ୍ଭାର ସାହିର କାହ୍ନୁ ବେହେରା (୪୨)। ସ୍ତ୍ରୀ, ଦୁଇଟି ଝିଅ ଏବଂ ଗୋଟିଏ…

କୋରାପୁଟ ଜିଲାରେ ପାସ ହାର ୯୨.୮୩%, ରାଜ୍ୟରେ ସର୍ବନିମ୍ନ

କୋରାପୁଟ,୨।୫(ଅମିତାଭ ବେହେରା): ରାଜ୍ୟରେ ଦଶମ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଥିବାବେଳେ କୋରାପୁଟ ଜିଲାରେ ପାସ ହାର ୯୨.୮୩ ପ୍ରତିଶତ ରହିଛି। ଏହା ରାଜ୍ୟରେ ସର୍ବନିମ୍ନ ବୋଲି ଜଣାପଡ଼ିଛି। ତେବେ ଜିଲାରେ ଚଳିତ ବର୍ଷ ମୋଟ ୧୪ ହଜାର ୭୩୮ ଜଣ ପରୀକ୍ଷାର୍ଥୀ…

ମାଟ୍ରିକ୍‌ ପରୀକ୍ଷାରେ ଚମକିଲେ ଝିଅ: ପାଟଣା ବ୍ଲକରେ ଏ-୧ ଗ୍ରେଡ୍‌ ରଖିଲେ ଅନନ୍ୟା-ସାଇସ୍ମିତା

ପାଟଣା,୨।୫(ବୀର କିଶୋର ଦାଶ): ବୋର୍ଡ ଅଫ ସେକେଣ୍ଡାରୀ କଟକ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। କେନ୍ଦୁଝର ଜିଲା ପାଟଣା ବ୍ଲକର୨ ଜଣ ଛାତ୍ରୀ ଏ -୧ରେ ପାସ ହୋଇଛନ୍ତି। ତୁରୁମୁଙ୍ଗା ଶିଶୁ ମନ୍ଦିର ଛାତ୍ରୀ ସାଇସ୍ମିତା…

ଗଜପତିରେ ପୁଣି ଲଜ୍ଜା: ଦଶମ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ, ଗିରଫ ଭୟରେ ଫେରାର

ଗଜପତି,୨।୫(ଗିରିଧାରୀ ପରିଛା): ପୁଣି ଗୁରୁ ଶିଷ୍ୟ ସମ୍ପର୍କରେ ଲାଗିଲା କଳଙ୍କ। ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ବିରୋଧରେ ଥାନାରେ ରୁଜୁ ହୋଇଛି ମାମଲା। ପରିବାରଲୋକଙ୍କ ଅଭିଯୋଗ କ୍ରମେ ଗାରାବନ୍ଧ ଥାନାରେ ମାମଲା ରୁଜୁ କାଯାଇଛି। ଅଭିଯୁକ୍ତ ଶିକ୍ଷକ ଜଣକ ହେଲେ ଜି…

ଟାଙ୍ଗୀ ଖବରଦାତା ସଂଘ ପାଳନ କଲା ଶ୍ରମିକ ଦିବସ

ନିରାକାରପୁର, ୧।୫(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତ ସ୍ଥିତ ଶ୍ରୀରାମ ମନ୍ଦିରରେ ଥିବା ପାଠାଘର କକ୍ଷରେ ଗୁରୁବାର ଟାଙ୍ଗୀ ବ୍ଲକ ଖବରଦାତା ସଂଘ ପକ୍ଷରୁ ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସଂଘ ସଭାପତି…

‘ଶ୍ରମିକମାନେ ସମାଜର ପ୍ରମୁଖ ଅଙ୍ଗ’

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଗୁରୁବାର ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ କୋର୍ଟ ପରିସରରେ ଓକିଲ ସଂଘର ଉପସଭାପତି ସନ୍ତୋଷ କୁମାର ସାହୁଙ୍କ ସଂଯୋଜନାରେ ଆୟୋଜିତ ସଚେତନତା ସଭାରେ…

ଏସ୍‌ଏସ୍‌ଡି ବିଦ୍ୟାଳୟ ଶ୍ରେଣୀଗୃହରୁ ୨୦ ଫୁଟ ଲମ୍ବ ବିରାଟକାୟ ଅହିରାଜ ଉଦ୍ଧାର

ଗଜପତି,୩୦।୪ (ଗିରିଧାରୀ ପରିଚ୍ଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରୁ ବୁଧବାର ସାରେ ପ୍ରାୟ ୨୦ ଫୁଟ ଲମ୍ବର ଏକ ବିରାଟକାୟ ଅହିରାଜ ସାପ ଉଦ୍ଧାର ହୋଇଛି l ଗଞ୍ଜାମ ଜିଲା ଚିକିଟିର ସ୍ନେକ ହେଲ୍ପଲାଇନର…

ଭଦ୍ରକରେ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଶ୍ରମିକ ଦିବସ

ଭଦ୍ରକ, ୧।୫(ସନାତନ ରାଉତ)- ଭଦ୍ରକ ଟାଉନ ହଲରେ ଗୁରୁବାର ପୂର୍ବାହ୍ନ ୯ ଟାରେ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳନ ହୋଇଯାଇଛି l ଡିଜିଟାଲ ଯୁଗରେ ମେଶିନ ଦ୍ୱାରା ସବୁ କାମ କରାଯାଉଥିଲେ ମଧ୍ୟ ମେସିନ ଚଳାଇବା ପାଇଁ ମାନବ ସମ୍ବଳର…

ନିଃଶୁଳ୍କ ପରୀକ୍ଷାଗାରରେ ହେଉନାହିଁ ଶିକଲ୍‌ ସେଲ୍‌ର ପରୀକ୍ଷା; ଅସୁବିଧା ଭୋଗୁଛନ୍ତି ଛାତ୍ରୀଛାତ୍ର-ରୋଗୀ

ଦାରିଙ୍ଗବାଡି, ୧।୫ (ଅରୁଣ ସାହୁ )-ଏବେ ବିଦ୍ୟାଳୟରେ ନାମ ଲେଖା ପ୍ରକ୍ରିୟା ଚାଲୁ ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କ ଛାତ୍ରବାସରେ ରହଣି ପାଇଁ ଶିକଲ୍‌ସେଲ୍‌ର ପରୀକ୍ଷା ରିପୋର୍ଟ ଆବଶ୍ୟକ ପଡୁଛି। କିନ୍ତୁ ଗତ ଏକ ମାସ ହେଲା ଏହି ରୋଗର ନିଦାନ ହେଉ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri