ପ୍ରତାପୁର ଗ୍ରାମରେ କଳିକଳୁଷ ନାଶ ବିଶ୍ୱଶାନ୍ତି ମହାଯଜ୍ଞ
ପୁରୁଷୋତ୍ତମପୁର,୨୧।୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମରେ ପ୍ରତିଷ୍ଠିତ କିମ୍ବଦନ୍ତୀପୂର୍ଣ୍ଣ ତୁମ୍ବେଶ୍ବର ମହାଦେବଙ୍କ ପୀଠରେ ରାଜ୍ୟ,ଦେଶ ସହ ବିଶ୍ବର ମଙ୍ଗଳ ଲାଗି ମହାଜଜ୍ଞ ଅନୁଷ୍ଠିତ ହୋଇଛି। ସୋମବାର ଏହା ଷଷ୍ଠ ଦିବସରେ ପହଞ୍ଚିଥିବାବେଳେ ଏହି ଯଜ୍ଞର ଉଦ୍ଦେଶ୍ୟ…
ଆଜି ୫ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
ପୁରୀ,୨୧ା୪(ଅଜିତ କୁମାର ମହାନ୍ତି): ବୈଶାଖ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ପାଇଁ ଏହି ନୀତି ସମ୍ପାଦନ କରାଯାଏ। ଏହା ଏକ ଗୁପ୍ତନୀତି। ତେଣୁ ଏହି…
ଚୋରି ମାଲ ବୋଝେଇ ଟ୍ରକ ଉଦ୍ଧାର; ଡ୍ରାଇଭର-ହେଲପରଙ୍କ ପତ୍ତା ମିଳୁନି, ବଢ଼ୁଛି ସନ୍ଦେହ
ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ରାତିରେ ଚୋରି ହୋଇଯାଇଥିବା ଏକ ଟ୍ରକକୁ ଉଦ୍ଧାର କରିଛି। କିନ୍ତୁ ଗାଡ଼ିର ଡ୍ରାଇଭର ଏବଂ ହେଲପରଙ୍କ ପତ୍ତା ମିଳୁନାହିଁ। ତେଣୁ ସେମାନଙ୍କ ଭୂମିକାକୁ ନେଇ ପୋଲିସର ସନ୍ଦେହ ହୋଇଛି। ଉଭୟଙ୍କ ଫୋନ ସୁଇଚ୍…
ମୋହନାରେ କାଳବୈଶାଖୀର ତାଣ୍ଡବ: ଉଡିଲା ଛପର, ଉପୁଡ଼ିଲା ବିଶାଳ ଗଛ
ମୋହନା,୨୦।୪: ଗଜପତି ଜିଲା ମୋହନା ବ୍ଲକରେ କାଳବୈଶାଖୀର ତାଣ୍ଡବ। ରବିବାର ଅପରାହ୍ନ ୪ଟାରେ ପବନ ସାଙ୍ଗକୁ ଘଡ଼ଘଡ଼ି ସହ ବର୍ଷା ଏବଂ କୁଆ ପଥର ପଡ଼ିବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ସୂଚନାନୁଯାୟୀ, ବ୍ଲକର ଢେପାଗୁଡ଼ା ଗ୍ରାମ ପଞ୍ଚାୟତର ଗୋଠକେଳି ଗାଁର…
ବିବାହ ଭୋଜିରେ ଦେଲେନି ମାଂସ, ରାଗରେ ନିଆଁବାଣ ହୋଇ ଗାଡ଼ି ଜାଳିଦେଲେ ୨ ଯୁବକ
ବଲାଙ୍ଗୀର, ୨୦।୪(ସୁନୀଲ କୁମାର ମହାନ୍ତି): ବିବାହ ଭୋଜିରେ ମାଂସ ଦେଲେ ନାହିଁ ବୋଲି ଏକ ଚାରିଚକିଆ ଗାଡକୁ ନିଆଁ ଲଗାଇ ପୋଡ଼ି ଦେଲେ କିଛି ଯୁବକ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା ବେଲପଡା ଥାନା ଖଲିପଥର…
ଦୁଃଖଦ: ବୁଡ଼ି ଯାଉଥିଲେ ବାପା, ଉଦ୍ଧାର କରିବାକୁ ପୋଖରୀକୁ ଡେଇଁ ପଡ଼ିଲେ ଦୁଇ ପୁଅ, ହେଲେ…
କେନ୍ଦୁଝର, ୨୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ବ୍ଲକ ଟାଙ୍ଗରାଣୀ ଗାଁରେ ପୋଖରୀରେ ବୁଡି ବାପାଙ୍କ ମୃତ୍ୟୁ ହୋଇଥିବା ବେଳେ ଉଦ୍ଧାର କରିବାକୁ ଯାଇ ସାନ ପୁଅ ଗୁରୁତର ହୋଇଛନ୍ତି। ଏହି ଦୁଃଖଦ ଘଟଣାକୁ ନେଇ ଉକ୍ତ ଅଞ୍ଚଳରେ…
ଦାଦୀ ରତ୍ନ ମୋହିନୀ ଜୀଙ୍କ ସ୍ମୃତିରେ ରକ୍ତଦାନ ଶିବିର
ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)-ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟର ପୂର୍ବତନ ମୁଖ୍ୟ ପ୍ରଶାସିକା ରାଜଯୋଗିନୀ ଦାଦୀ ରତ୍ନ ମୋହିନୀ ଜୀଙ୍କ ତ୍ରୟୋଦଶ ଦିବସ ପାଳନ ଅବସରରେ ଶାନ୍ତି ସ୍ରୋତ ଭବନ, ନୀଳାଦ୍ରି ବିହାର ଭଞ୍ଜନଗରଠାରେ ରବିବାର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…
Top 5 Tech Startups in Odisha: ଓଡ଼ିଶାର ଟପ୍-୫ ଟେକ୍ ଷ୍ଟାର୍ଟଅପ୍
ଓଡ଼ିଶା ଏକ ଉଦୀୟମାନ ଟେକ୍ ଷ୍ଟାର୍ଟଅପ୍ ହବ୍ ଭାବେ ପରିଚିତ ହେଉଛି, ଯେଉଁଠାରେ ଅନେକ ନୂତନ ଉଦ୍ୟୋଗ ନୂତନତ୍ୱ ଓ ସ୍ଥାନୀୟ ଆବଶ୍ୟକତାକୁ ଦୃଷ୍ଟିରେ ରଖି କାର୍ଯ୍ୟ କରୁଛନ୍ତି। ରାଜ୍ୟ ସରକାରଙ୍କ ଷ୍ଟାର୍ଟଅପ୍ ଓଡ଼ିଶା ନୀତି ଓ ଭିତ୍ତିଭୂମି ପ୍ରଦାନ କରିବା…
ଅନଲାଇନ୍ ଗେମରେ ହାରିଗଲେ ୭ ଲକ୍ଷ ଟଙ୍କା, ଫ୍ୟାନରେ ଝୁଲିପଡ଼ିଲେ ଯୁବକ
ଭୁବନେଶ୍ୱର,୧୯ା୪(ସତ୍ୟଜିତ୍ ରାଉତ): ରାଜଧାନୀ ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଚିନ୍ତାମଣିଶ୍ୱର ଅଞ୍ଚଳରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଅନଲାଇନ୍ ଗେମରେ ଲକ୍ଷାଧିକ ଟଙ୍କା ହାରି ଜଣେ ଯୁବକ ନିଜ ଜୀବନ ହାରିଛନ୍ତି। ମୃତ ଯୁବକ ହେଲେ ବିକାଶ ନାୟକ (୨୪)। ସେ…
OISFର ହେବ ଆଉ ଏକ ବାଟାଲିଅନ, ୧୦୪୦ ପଦବୀ ଲାଗି ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ
ଭୁବନେଶ୍ୱର, ୧୯ା୪(ସୁନିତ୍ ମିଶ୍ର): ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’(ଓଆଇଏସ୍ଏଫ୍)ର ଆଉ ଏକ ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ଟି ପଦବୀ ମଧ୍ୟ…
ଦିଗପହଣ୍ଡିରେ ଭାଜପାର ସକ୍ରୀୟ ସଦସ୍ୟ ସମ୍ମିଳନୀ, ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟସ୍ଥ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପରେ ଶନିବାର ଭାଜପା ପକ୍ଷରୁ ଦିଗପହଣ୍ଡି ନିର୍ବାଚନମଣ୍ଡଳୀ ତଥା ବିଧାନସଭାସ୍ତରୀୟ ସକ୍ରୀୟ ସଦସ୍ୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଭାଜପା ଜାତୀୟ ସଭାପତି ଜେ.ପି…
ଭାଜପାର ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ସକ୍ରିୟ ସଦସ୍ୟ ସମ୍ମିଳନୀ, ଗୁରୁମନ୍ତ୍ର ଦେଲେ ନେତା
ପାଟଣା,୧୯ା୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ଭାଜପା ସକ୍ରିୟ ସଦସ୍ୟଙ୍କ ସମ୍ମିଳନୀ ଶନିବାର ଅପରାହ୍ନ ୨ଟାରେ ତୁରୁମୁଙ୍ଗା କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ ମଣ୍ଡଳୀର ୧ ହଜାରରୁ ଊଦ୍ଧର୍ବ ସକ୍ରିୟ ଆଗଧାଡ଼ିର କର୍ମୀଙ୍କୁ ସଂଗଠନ ସୁଦୃଢ଼…
Archives


